ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରି ସ୍ଥିତି ପରଖିଲେ ୫-ଟି ସଚିବ

ପୁରୀ ଅଫିସ,୨୪।୩ : ପୁରୀ ଗସ୍ତରେ ୫-ଟି ସଚିବ ଭି.କେ ପାଣ୍ଡିଆନ । ଆଜି ସକାଳେ ପୁରୀରେ ପହଞ୍ଚିବା ପରେ ମରଚିକୋଟ ଛକ ଠାରୁ ବ୍ୟାଟେରୀ ଚାଳିତ ଗାଡିରେ ଶ୍ରୀମନ୍ଦିର ଯାଇଥିଲେ । ଶ୍ରୀମନ୍ଦିର ଚତୁଃପାର୍ଶରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ମଧ୍ୟ କରିବା ସହ ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରିିଥିଲେ । ୫-ଟି ସଚିବଙ୍କ ସହ ପୁରୀ ଜିଲାପାଳ ସମର୍ଥ ବର୍ମା, ଶ୍ରୀମନ୍ଦିର କାର୍ଯ୍ୟାଳୟର ପ୍ରଶାସନିକ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦରୁ ରାସ୍ତାରେ ବାଉଁଶ ବାଡ଼

ଗୋପ,୧୧।୭(ଡି.ଏନ୍‌.ଏ.): ଗୋପ ଥାନା ଅନ୍ତର୍ଗତ ଜଙ୍ଗଲବୋରି ପଞ୍ଚାୟତର ୬ ନମ୍ବର ଓ୍ବାର୍ଡରେ ଦୀର୍ଘଦିନ ଧରି ଯାଆଆସ କରୁଥିବା ଭୁରୁଭୁରା ଦଳିତ ସାହି ଗ୍ରାମରେ ୪ ଜଣ...

ମାସ୍କ ନ ପିନ୍ଧି ୧୪୨ ଜଣ ଗଣିଲେ ଜରିମାନା

ବରଗଡ଼ ଅଫିସ,୬ା୫: ଭୂତାଣୁ ସଂକ୍ରମଣକୁ ପ୍ରତିହତ ପାଇଁ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି । ଏହାକୁ ଉଲ୍ଲଂଘନ କଲେ ଜରିମାନା ନିଆଯାଉଛି। ଏହି କ୍ରମରେ ବରଗଡ଼...

୧୭ ଚୋରା ବାଇକ ଜବତ, ୨ ଗିରଫ

ଆର.ଉଦୟଗିରି,୧୩ା୫(ଡି.ଏନ.ଏ.)- ଅଡବା ପୋଲିସ ଏକ ବାଇକ ଚୋର ରାକେଟ୍‌ର ପର୍ଦ୍ଧାଫାଶ କରିବା ସହ ୧୭ ଚୋରା ବାଇକ ଜବତ କରି ୨ଜଣଙ୍କୁ ଗିରଫ କରିଛି। ସେମାନେ...

୪୧୩ ଗାଁ ପ୍ରଭାବିତ, ୧୦୭୩୯ ହେକ୍ଟର ଚାଷ ନଷ୍ଟ

ବାଲେଶ୍ୱର ଅଫିସ, ୧୮।୧୦-ବାଲେଶ୍ୱର ଜିଲାରେ ଗତ ସେପ୍ଟେମ୍ବରରେ ହୋଇଥିବା ଦୁଇଟି ଲଘୁଚାପଜନିତ ବର୍ଷା ଓ ବନ୍ୟାରେ ୩୦କୋଟିର କ୍ଷୟକ୍ଷତି ହୋଇଥିବା ନେଇ ଜିଲା ପ୍ରଶାସନ ରାଜ୍ୟ...

କର୍ଲାମୁଣ୍ଡା ବ୍ଲକ ଶିକ୍ଷା ସହାୟକ ସଂଘର ନୂତନ କର୍ମକର୍ତ୍ତା ଚୟନ: ମନୋଜ ଦାସ ହେଲେ ସଭାପତି

କର୍ଲାମୁଣ୍ଡା,୨୬।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କାର୍ଯ୍ୟରତ ୨୦୧୮ ବ୍ୟାଚର କନିଷ୍ଠ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ନେଇ କେସିଙ୍ଗାସ୍ଥିତ ବେଲଖଣ୍ଡି ଶିବ ମନ୍ଦିର ପ୍ରାଙ୍ଗଣରେ ଗୁରୁବାର ଏକ...

ଦିବ୍ୟାଙ୍ଗ କ୍ରୀଡ଼ାବିତ୍‌ ରାଖାଲଙ୍କୁ ସମ୍ବର୍ଦ୍ଧନା

ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ,୬।୩ (ଡି.ଏନ.ଏ.): ଭୁବନେଶ୍ୱର ରେଳବାଇ ଇନ୍‌ଡୋର ଷ୍ଟାଡିୟମରେ ଫେବୃୟାରୀ ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ୧୪ତମ ଜାତୀୟ ହ୍ବୁଇଲ ଚେୟାର ଫ୍ୟାନ୍‌ସିଂ ଚାମ୍ପିୟାନଶିପ୍‌ରେ...

ରାୟଗଡ଼ାରେ ବିଜେଡିର ହିମିରିକା ଆଗୁଆ

ରାୟଗଡ଼ା ଅଫିସ୍‌, ୨୩।୫: ରାୟଗଡା ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରଥମ ରାଉଣ୍ଡ ଗଣତିରେ ବିଜେଡି ଆଗୁଆ ରହିଛି। ବିଜେଡିର ପ୍ରାର୍ଥୀ ଲାଲ୍‌ ବିହାରୀ ହିମିରିକା ୩୫୯...

ଅବକାରୀ ମନ୍ତ୍ରୀଙ୍କ ଯାଜପୁର ଗସ୍ତ, ବିଭାଗୀୟ କାର୍ଯ୍ୟର ସମୀକ୍ଷା: ଚୋରା, ବିଷାକ୍ତ ମଦ ବିକ୍ରି ରୋକିବାକୁ ନିର୍ଦ୍ଦେଶ

ଯାଜପୁର ଟାଉନ,୪ା୧(ଡିଏନଏ): ରାଜ୍ୟ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ଯାଜପୁର ଜିଲା ଗସ୍ତରେ ଆସି ବିଭାଗୀୟ କାର୍ଯ୍ୟଗୁଡିକର ସମୀକ୍ଷା କରିଛନ୍ତି। ଜିଲାପାଳଙ୍କ...

Advertisement
Archives

Model This Week