ଶୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ୫-ଟି ସଚିବ

ପୁରୀ ଅଫିସ,୧୪।୫: ପୁରୀ ଗସ୍ତରେ ୫-ଟି ସଚିବ ଭି.କେ ପାଣ୍ଡିଆନ। ଶନିବାର ସକାଳେ ପୁରୀରେ ପହଞ୍ଚିବା ପରେ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ଏହ ପରେ ବ୍ୟାଟେରୀ ଗାଡିରେ ମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ତଦାରଖ କରିବା ସହ ମନ୍ଦିରର ୩ ଟି ଦ୍ୱାରରେ ଚାଲିଥିବା କାର୍ଯ୍ୟର ମଧ୍ୟ ଅନୁଧ୍ୟାନ କରିଛନ୍ତି । ଏହି ଗସ୍ତ ସମୟରେ ପୁରୀ ଜିଲାପାଳ ସମର୍ଥ ବର୍ମା ଓ ଜିଲାର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

‘ଧରିତ୍ରୀ’ ପ୍ରଭାବ: ଷ୍ଟାଣ୍ଡ୍‌କୁ ଫେରିଲା ‘ମୋ ସାଇକେଲ’

ଭୁବନେଶ୍ୱର,୨୪ା୭(ବ୍ୟୁରୋ): ବାଟବଣା ହୋଇଯାଇଥିବା ମୋ ସାଇକେଲ୍‌ ଯୋଜନାକୁ ପୁଣିଥରେ ଟ୍ରାକ୍‌କୁ ଫେରାଇ ଆଣିବାକୁ ଉଦ୍ୟମ ଆରମ୍ଭ ହୋଇଛି। ଲୋକଙ୍କ ଅକ୍ତିଆରରେ ଥିବା ‘ମୋ ସାଇକେଲ’କୁ ପୁଣିଥରେ...

ବାତ୍ୟା ପାଇଁ ଖୋଲିଲା କଣ୍ଟ୍ରୋଲ ରୁମ୍‌

ବାରିପଦା ଅଫିସ,୧୮ା୫: ସମ୍ଭାବ୍ୟ ବାତ୍ୟା ଅମ୍ଫନ ପାଇଁ ମୟୂରଭଞ୍ଜ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏନେଇ ରବିବାର ଜିଲାପାଳ ବିନୀତ ଭରଦ୍ୱାଜଙ୍କ ଅଧ୍ୟକ୍ଷତାରେ...

ଭତା, ଆବାସ ଯୋଜନାରୁ ବଁଚିତ୍‌ ଉର୍ବଶୀ

ଲାଠୋର, ୨୦ା୬ (ଡି.ଏନ୍‌.ଏ):  କେନ୍ଦ୍ର ଆର ରାଏଜ୍‌ ସରକାର ଇନ୍ଦିରା ଗାନ୍ଧୀ, ମଧୁବାବୁ ପେନସନ ଯୋଜନାରେ ବୁଢ଼ାବୁଢ଼ି, ବିଧବା, ଛାର୍‌ରି, ଦିବ୍ୟାଙ୍ଗମାନକୁ ଭତା ଯୁଗେଇ ଦେଉଛନ୍‌।...

ଜାମିନ ପାଇଁ ପୁଣି ହାଇକୋର୍ଟଙ୍କ ଦ୍ୱାରସ୍ଥ ଚିଲିକା ବିଧାୟକ

କଟକ ଅଫିସ,୧୩।୧୦:ବାଲୁଗଁ। ଭାଜପା ମଣ୍ଡଳ ସଭାପତି ନିରଞ୍ଜନ ସେଠୀଙ୍କୁ ଜାତିଆଣ ଆକ୍ଷେପ ସହ ମାଡ଼ମାରିବା ଘଟଣାରେ ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଜାମିନ ପାଇଁ...

ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟ: ବ୍ୟାଙ୍କ ସ୍ଥାନାନ୍ତରକୁ ନେଇ ଛାତ୍ର ଉତ୍ତେଜନା

ଭଦ୍ରକ ଅଫିସ, ୮।୭ – ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟ ପରିସରରୁ ୧୮ ବର୍ଷ ପୂର୍ବରୁ ଖୋଲାଯାଇଥିବା ଏକ ବ୍ୟାଙ୍କ ଶାଖାକୁ ସ୍ଥାନାନ୍ତର ନିଷ୍ପତ୍ତିକୁ ବିରୋଧ କରି...

୬ରୁ ଭାଜପାର କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର, ୩ା୩(ବ୍ୟୁରୋ): ରାଜ୍ୟର ସାମ୍ପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୬ ଓ ୭ରେ ଭାଜପାର ରାଜ୍ୟ କାଯର୍‌ୟକାରିଣୀ ବୈଠକ ଅନୁଷ୍ଠିତ ହେବ...

ଆହୁରି ବିଗିଡ଼ିବ ରାଜ୍ୟ ଅଭିବୃଦ୍ଧି

ଭୁବନେଶ୍ୱର,୧୫।୩ (ବ୍ୟୁରୋ): ରାଜ୍ୟର ଆର୍ଥିକ ଅବସ୍ଥା ସରକାରଙ୍କ ଚିନ୍ତା ବଢ଼ାଇଦେଇଥିବାବେଳେ କର୍ମଚାରୀଙ୍କ ଦରମା, ପେନ୍‌ସନ ଏବଂ ଯୋଜନା ଖର୍ଚ୍ଚ ରାଜକୋଷ ଉପରେ ଅତିରିକ୍ତ ବୋଝ ପାଲଟିଛି।...

ଜଳିଗଲା ୪ ବଖରା: ନିଆଁରେ ପୋଡ଼ି ୨ ଗୁରୁତର

ତିହିଡ଼ି, ୨୫।୫ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ କାଁପଡ଼ା ପଞ୍ଚାୟତ ଅଧୀନ ମଠସାହି ଗ୍ରାମରେ ଶନିବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟି ୪ ବଖରା ଘର...

Advertisement
Archives

Model This Week