ଶୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ୫-ଟି ସଚିବ

ପୁରୀ ଅଫିସ,୧୪।୫: ପୁରୀ ଗସ୍ତରେ ୫-ଟି ସଚିବ ଭି.କେ ପାଣ୍ଡିଆନ। ଶନିବାର ସକାଳେ ପୁରୀରେ ପହଞ୍ଚିବା ପରେ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ଏହ ପରେ ବ୍ୟାଟେରୀ ଗାଡିରେ ମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ତଦାରଖ କରିବା ସହ ମନ୍ଦିରର ୩ ଟି ଦ୍ୱାରରେ ଚାଲିଥିବା କାର୍ଯ୍ୟର ମଧ୍ୟ ଅନୁଧ୍ୟାନ କରିଛନ୍ତି । ଏହି ଗସ୍ତ ସମୟରେ ପୁରୀ ଜିଲାପାଳ ସମର୍ଥ ବର୍ମା ଓ ଜିଲାର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।