୫ ରାଜ୍ୟକୁ ମିଳିବ ପ୍ରଥମ ବ୍ୟାଚ୍‌ କୋଭିଡ୍‌-୧୯ କୋଭିଫର ଔଷଧ

ନୂଆଦିଲ୍ଲୀ, ୨୫।୬: କରୋନା ସଂକ୍ରମଣ ଯୋଗୁ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ତେଲଙ୍ଗାନାର ହାଇଦ୍ରାବାଦ୍‌ ସ୍ଥିତ ହେଟ୍ରୋ ଔଷଧ ନିର୍ମାତା ପକ୍ଷରୁ ପ୍ରସ୍ତୁତ ହୋଇଥିବା ରେମଡିସିଭିରର ପ୍ରଥମ ବ୍ୟାଚ୍‌ ୫ଟି ରାଜ୍ୟକୁ ଯୋଗାଇ ଦିଆଯିବ। ରେମଡିସିଭିରରୁ ପ୍ରସ୍ତୁତ କୋଭିଫର ଔଷଧର ୨୦ ହଜାର ବୋତଲ ମହାରାଷ୍ଟ୍ର, ଦିଲ୍ଲୀ, ଗୁଜରାଟ, ତାମିଲନାଡୁ ଏବଂ ତେଲଙ୍ଗାନାକୁ ପଠାଯିବ। ଏହି ୧୦୦ ମିଲିଗ୍ରାମ୍‌ ବୋତଲର ଦାମ ୫,୪୦୦ ଟଙ୍କା ରହିଛି। ଏହାର ଦ୍ୱିତୀୟ ବ୍ୟାଚ୍‌ କୋଲକାତା, ଇନ୍ଦୋର, ଭୋପାଳ, ଲକ୍ଷ୍ନୌ, ପାଟନା, ଭୁବନେଶ୍ୱର, ରାଞ୍ଚି, ବିଜୟଓ୍ବାଡ଼ା, କୋଚି, ତ୍ରିଭେନ୍ଦ୍ରମ୍‌ ଏବଂ ଗୋଆକୁ ପଠାଯିବ। ୪ ସପ୍ତାହରେ ଏକ ଲକ୍ଷ ବୋତଲ କୋଭିଫର ପ୍ରସ୍ତୁତି ଲାଗି କମ୍ପାନୀ ଯୋଜନା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କୁ ଆକ୍ରମଣ ହେଲେ ମାମଲା କର

ନୂଆଦିଲ୍ଲୀ, ୨୦।୬(ପି.ଟି.): ଡାକ୍ତର ଏବଂ ସ୍ବାସ୍ଥ୍ୟସେବା ପେସାଦାରଙ୍କୁ ଆକ୍ରମଣରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କ ବିରୋଧରେ ମହାମାରୀ ରୋଗ (ସଂଶୋଧନ) ଆଇନ, ୨୦୨୦ ବଳରେ ମାମଲା ରୁଜୁ କରିବାକୁ...

ଗୁଜରାଟ ପରାଜୟର କାରଣ ଖୋଜିବାକୁ କମିଟି ଗଠନ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧: ସଦ୍ୟ ସମାପ୍ତ ଗୁଜରାଟ ବିଧାନସଭା ନିର୍ବାଚନରେ କଂଗ୍ରେସର ପ୍ରଦର୍ଶନକୁ ମୂଲ୍ୟାୟନ କରିବା ସହ ପ୍ରତିକାର ପଦକ୍ଷେପ ସମ୍ପର୍କରେ ପ୍ରସ୍ତାବ ଦେବା ଲାଗି ଦଳ ପକ୍ଷରୁ...

ରାଜସ୍ଥାନ ସରକାରଙ୍କୁ ଏବେ ଘୋଡ଼ା ବେପାର ଡର!

ଜୟପୁର,୧୩।୭: ରାଜସ୍ଥାନରେ ଅଶୋକ ଗେହଲଟ ସରକାରଙ୍କୁ ୧୮ ମାସ ପୂରଣ ହୋଇଥିବା ବେଳେ ଏବେ ଏଥିରେ କାହାର ନଜର ଲାଗିଛି ବୋଲି ଆଲୋଚନା ହେଉଛି। ଉପ...

ପୋଷ୍ଟାଲ ଗାଡ଼ିରେ ଶ୍ରମିକ

ବାରିପଦା ଅଫିସ, ୧ା୪: କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ପାଇଁ ଲକ୍‌ଡାଉନ ହେବା ଯୋଗୁ ଅନେକ ସ୍ଥାନରେ ଶ୍ରମିକମାନେ ଫସି ରହି ଯାଇଛନ୍ତି। ଯିଏ ଯେଉଁଠି...

ଅରୁଣାଚଳ ପ୍ରଦେଶରେ ୬୦ କୋଠା ନିର୍ମାଣ କରିଛି ଚାଇନା, ସାଟେଲାଇଟ୍‌ ଫଟୋ କଲା ପର୍ଦ୍ଦାଫାଶ୍‌…

ନୂଆଦିଲ୍ଲୀ,୧୮।୧୧: ଏଲ୍‌ଏସିରେ ଚାଇନାର ଅନୁପ୍ରବେଶ ଜାରି ରହିଛି। ଅରୁଣାଚଳ ପ୍ରଦେଶରେ ଚାଇନା ୬୦ କୋଠା ନିର୍ମାଣ କରିଛି। ସାଟେଲାଇଟ୍‌ ଫଟୋରୁ ଏହାର ପର୍ଦ୍ଦାଫାଶ୍‌ ହୋଇଛି। ପୂର୍ବରୁ...

କେବଳ ଭାଜପା ହିଁ ରାଜ୍ୟର ବିକାଶ କରିପାରିବ: ଅମିତ ଶାହା

ଥିରୁଭାନନ୍ତପୁରମ,୭।୩: ୫ଟି ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଭାଜପା ପୂରା ଦମ୍‌ରେ ମୈଦାନକୁ ଓହ୍ଲାଇଛି। ରହିବାର କୋଲକତାରେ ପ୍ରଧାନମନ୍ତ୍ରୀ ମୋଦି ଜୋରଦାର ପ୍ରଚାର...

ଲିଚୁ ଯୋଗୁ ହୋଇନି ମସ୍ତିଷ୍କ ଜ୍ୱର: ଗବେଷକଙ୍କ ମତ

ନୂଆଦିଲ୍ଲୀ,୨୫।୬: ବିହାରରେ ମସ୍ତିଷ୍କ ଜ୍ୱର ଶିଶୁ ମୃତ୍ୟୁ ଘଟଣା ପାଇଁ କେତେକ ଲିଚୁକୁ ଦାୟୀ କରିଥିଲେ। ତେବେ ଏଥି ପାଇଁ ଲିଚୁର କୌଣସି ସମ୍ପର୍କ ନାହିଁ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଘଟଣା: କଂଗ୍ରେସ ନେତା ଗିରଫ

ଭୋପାଳ,୧୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ ଦେଇଥିବା ମଧ୍ୟପ୍ରଦେଶର ପୂର୍ବତନ ମନ୍ତ୍ରୀ ରାଜା ପଟେରିଆଙ୍କୁ ପାନ୍ନା ପୋଲିସ ଗିରଫ କରିଛି। ମଙ୍ଗଳବାର ସକାଳେ...

Advertisement
Archives

Model This Week