ଚାଲିଥିଲା ପତକା ଉତ୍ତୋଳନ: ଏପଟେ ଗୋଟିଏ ଛାତ୍ର ଆର ଛାତ୍ରକୁ ଭୁସୁଥିଲା ଛୁରି….

ଭବାନୀପାଟଣା,୧୫।୮(ଉତ୍ତମ କୁମାର ଦାଶ): ଭବାନୀପାଟଣା ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଶୁକ୍ରବାର ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପ୍ୟାରେଡ଼ ସମୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୨ ଘରୋଇ ସ୍କୁଲର ଛାତ୍ରଙ୍କ ମଧ୍ୟରେ ପୂର୍ବରୁ ତିକ୍ତତା ରହିଥିବାରୁ ଜଣେଛାତ୍ର ଅନ୍ୟ ଜଣେ ଛାତ୍ରଙ୍କୁ ଛୁରା ମାଡ଼ କରିଥିବା ଜଣାପଡିଛି। ଛୁରାମାଡ ପରେ ଗୁରୁତର ଅବସ୍ଥାରେ ଛାତ୍ରଙ୍କୁ ଭବାନୀପାଟଣା ମୁଖ୍ୟ ଚିିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ସେହିପରି ଛୁରମାଡ଼ କରିଥିବା ଛାତ୍ରଙ୍କୁୁ ପୋଲିସ ଥାନାରେ ଅଟକ ରଖି ପଚରା ଉଚରା କରୁଥିବା ଜଣାପଡିଛି। ଛୁରା ମାଡ଼ରେ ଆହତ ହୋଇଥିବା ଛାତ୍ର ଜଣକ ସହରର ଅରକା ବାହାଳୀ ପଡାର ହୋଇଥିବାବେଳେ ଏହି ଘଟଣାକୁ ନେଇ ଟାଉନ ଥାନା ସମ୍ମୁଖରେ ଚାପା ଉତ୍ତେଜନା ଦେଖାଦେଇଛି। ଯାହାଫଳରେ ପୋଲିସ ପ୍ଲାଟୁନ ଫୋର୍ସ ଥାନା ସମୁଖରେ ଉପସ୍ଥିତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri