ଚାଲିଥିଲା ପତକା ଉତ୍ତୋଳନ: ଏପଟେ ଗୋଟିଏ ଛାତ୍ର ଆର ଛାତ୍ରକୁ ଭୁସୁଥିଲା ଛୁରି….

ଭବାନୀପାଟଣା,୧୫।୮(ଉତ୍ତମ କୁମାର ଦାଶ): ଭବାନୀପାଟଣା ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଶୁକ୍ରବାର ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପ୍ୟାରେଡ଼ ସମୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୨ ଘରୋଇ ସ୍କୁଲର ଛାତ୍ରଙ୍କ ମଧ୍ୟରେ ପୂର୍ବରୁ ତିକ୍ତତା ରହିଥିବାରୁ ଜଣେଛାତ୍ର ଅନ୍ୟ ଜଣେ ଛାତ୍ରଙ୍କୁ ଛୁରା ମାଡ଼ କରିଥିବା ଜଣାପଡିଛି। ଛୁରାମାଡ ପରେ ଗୁରୁତର ଅବସ୍ଥାରେ ଛାତ୍ରଙ୍କୁ ଭବାନୀପାଟଣା ମୁଖ୍ୟ ଚିିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ସେହିପରି ଛୁରମାଡ଼ କରିଥିବା ଛାତ୍ରଙ୍କୁୁ ପୋଲିସ ଥାନାରେ ଅଟକ ରଖି ପଚରା ଉଚରା କରୁଥିବା ଜଣାପଡିଛି। ଛୁରା ମାଡ଼ରେ ଆହତ ହୋଇଥିବା ଛାତ୍ର ଜଣକ ସହରର ଅରକା ବାହାଳୀ ପଡାର ହୋଇଥିବାବେଳେ ଏହି ଘଟଣାକୁ ନେଇ ଟାଉନ ଥାନା ସମ୍ମୁଖରେ ଚାପା ଉତ୍ତେଜନା ଦେଖାଦେଇଛି। ଯାହାଫଳରେ ପୋଲିସ ପ୍ଲାଟୁନ ଫୋର୍ସ ଥାନା ସମୁଖରେ ଉପସ୍ଥିତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିବେଶ ସୌନ୍ଦର୍ଯ୍ୟ ବଢାଇବାକୁ ପ୍ରୟାସ: କେସିଙ୍ଗା ଏନଏସି ପକ୍ଷରୁ…

କେସିଙ୍ଗା,୬।୬(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ବିଶ୍ୱ ପରିବେଶ ଦିବସ ଡୁମେର ମୁଣ୍ଡାସ୍ଥିତ ଏମସିସି କାର୍ଯ୍ୟାଳୟ ପରିସରରେ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଶ୍ୱ ପରିବେଶ…

ବରିଷ୍ଠ ଶିଶୁ ବିଶେଷଜ୍ଞ ପଲଉ ପ୍ରଧାନଙ୍କ ପରଲୋକ: ଅନେକଙ୍କ ପାଇଁ ଥିଲେ ଆଶାର ଆଲୋକ

ଭବାନୀପାଟଣା,୬।୬(ଉତ୍ତମ କୁମାର ଦାଶ):ବରିଷ୍ଠ ଶିଶୁ ବିଶେଷଜ୍ଞ ତଥା ଅବସରପ୍ରାପ୍ତ ଡାକ୍ତର ପଲଉ ପ୍ରଧାନ (୭୦)ଙ୍କ ଶନିବାର ସକାଳେ ପରଲୋକ ହୋଇଯାଇଛି। ତାମିଲନାଡୁର କୋଏମ୍ବାଟୁରର ଏକ ହୋଟେଲରେ ହୃଦଘାତ…

ସରିଲା ଛତ୍ରପୁର ମହୋତ୍ସବ: ମନ ଜିଣିଲେ ଅଙ୍କିତା-ପ୍ରଜ୍ଞା-ସଚିନ

ଛତ୍ରପୁର,୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ପ୍ରଶାସନ ଏବଂ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ତତ୍ତ୍ୱାବଧାନରେ ପାଞ୍ଚଦିନଧରି ମହାଆଡମ୍ବରରେ ଚାଲିଥିବା ଛତ୍ରପୁର ମହୋତ୍ସବ ଶେଷ ହୋଇଛି। ଶେଷ ଦିନ…

ଛତ୍ରପୁରରେ ମହୋତ୍ସବ, ଗଞ୍ଜାମ ସହରରେ କେବେ? ପ୍ରଶାସନ-ରାଜନେତାଙ୍କ ଇଛା ଶକ୍ତି ଅଭାବ ପରିଲକ୍ଷିତ

ଗଞ୍ଜାମ,୫।୬(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ହେଡ଼କ୍ୱାର୍ଟର ଛତ୍ରପୁର ଷ୍ଟାଡିୟମଠାରେ ପାଞ୍ଚ ଦିନ ଧରି ଛତ୍ରପୁର ମହୋତ୍ସବ ୨୦୨୬ ଅନୁଷ୍ଠିତ ହୋଇଥିଲା l ଏହା ଶୁକ୍ରବାର ସନ୍ଧ୍ୟାରେ…

ଆଗ ଥଇଥାନ, ପରେ ଉଚ୍ଛେଦ କର: ସୁଇପର କଲୋନୀବାସୀ ଜିଲାପାଳଙ୍କୁ ଫେରାଦ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ପୌରାଞ୍ଚଳରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ପର୍ଯ୍ୟାୟକ୍ରମେ ଏହି ପୌରାଞ୍ଚଳର ଗୋଟିଏ ୱାର୍ଡରୁ ଅନ୍ୟ ୱାର୍ଡ଼ରେ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ତେବେ ଉଚ୍ଛେଦ ପୂର୍ବରୁ…

ଧାନ ଶୀଘ୍ର ନ ଉଠିଲେ ଆନ୍ଦୋଳନ: ଚାଷୀଙ୍କ ଚେତାବନୀ

ବରଗଡ଼,୬।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ମାତ୍ର ୪ଦିନ ପରେ ଏହି ପ୍ରକ୍ରିୟାକୁ ମାସେ ପୂରିବ। ହେଲେ ଏପର୍ଯ୍ୟନ୍ତ ଧାନ ବିକ୍ରିବଟା…

ଶୌଚ ପାଇଁ ଯାଇଥିଲେ ଜମୁନା, ହଠାତ୍‌ ମାଡ଼ିଆସିଲା ହାତୀ: ଆଉ ତା’ପରେ ଯାହା ଘଟିଲା…

ବଣାଇଁ,୬।୬(ପ୍ରଦୀପ ତ୍ରିପାଠୀ):ସୁନ୍ଦରଗଡ ଜିଲା ବଣାଇଁ ଉପଖଣ୍ଡ ତଥା ରାଉରକେଲା ବନଖଣ୍ଡର ବାଙ୍କି ବନାଞ୍ଚଳରେ ଏକ ଛଅ ଟିକିଆ ହାତୀପଲ ଘୁରି ବୁଲୁଥିବାବେଳେ ବନ ବିଭାଗ ତାଙ୍କୁ ଘଡାଇଥିଲେ…

ମମତାଙ୍କ ଟେନ୍‌ସନ୍‌ ବଢିଲା: ଘରେ ଡାକିଥିଲେ ବୈଠକ, ଯୋଗଦେଲେ ମାତ୍ର…

କୋଲକାତା,୬ା୬:ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ପରାଜୟ ପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ମମତା ବାନାର୍ଜୀଙ୍କ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ପୂର୍ବରୁ ସେ ଡାକିଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri