Posted inଫୁରସତ

ଦେହସାରା ପତାକା ଟାଟୁ

ଦିଲ୍ଲୀର ହର ପ୍ରକାଶ ରିଶି। ବୟସ ୭୫ ବର୍ଷରୁ ଉର୍ଦ୍ଧ୍ୱ। ହେଲେ ତାଙ୍କ ଭିତରେ ଭରି ରହିଛି ରେକର୍ଡ କରିବାର ନିଶା। ଫଳରେ ତାଙ୍କ ନାମରେ ଏବେ ୨୦ରୁ ଉର୍ଦ୍ଧ୍ୱ ଗିନିଜ୍‌ ଓ୍ବାର୍ଲଡ ରେକର୍ଡ ରହିଛି। ସେଇଥିପାଇଁ ଅନେକେ ତାଙ୍କୁ ‘ଗିନିଜ ରିଶି’ ବୋଲି ମଧ୍ୟ ଡାକନ୍ତି। ଏଇ ରେକର୍ଡ ନିଶାରେ ସେ ନିଜ ଦେହରେ ଅନେକ ଟାଟୁ ବି କରାଇଛନ୍ତି। ଆଉ ଏହିସବୁ ଟାଟୁ ବିଭିନ୍ନ ଦେଶର ରାଷ୍ଟ୍ରୀୟ ପତାକାର ଅଟେ। ମୁଣ୍ଡ, ମୁହଁ, ବେକ, ପିଠି, ପେଟ ଆଦି ସ୍ଥାନରେ ସେ ୩୬୬ଟି ପତାକାର ଟାଟୁ କରି ଗିନିଜ ଓ୍ବାର୍ଲଡ ରେକର୍ଡସ୍‌ରେ ସ୍ଥାନ ପାଇଛନ୍ତି। ଏହାବାଦ ସେ ରେକର୍ଡ ପାଇଁ ଏତେ ପାଗଳ ଯେ, ୪୯୬ଟି ଷ୍ଟ୍ରକୁ ପାଟିରେ ଧରି ରଖିବା ଲାଗି ନିଜର ସବୁ ଦାନ୍ତ ବାହାର କରି ଦେଇଛନ୍ତି। ତା’ସହ ଦିଲ୍ଲୀରୁ ସାନ ଫ୍ରାନ୍‌ସିସ୍କୋସ୍ଥ ରିପ୍‌ଲିସ୍‌ ବିଲିଭ ଅର ନଟ୍‌ ମ୍ୟୁଜିୟମକୁ ଯାଇ ପିଜ୍ଜା ଡେଲିଭର୍‌ କରି ରେକର୍ଡ କରିଛନ୍ତି। ତେବେ ସେ ପ୍ରଥମ ରେକର୍ଡ ନିଜର ଦୁଇ ବନ୍ଧୁଙ୍କ ସହ ସ୍କୁଟରରେ ଅବିରତଭାବେ ୧୦୦୧ ଘଣ୍ଟା ଯାଇ କରିଥିଲେ। ତାପରଠାରୁ ସେ ଅନେକ ଅଜବ ଯୋଜନା କରି ରେକର୍ଡ ପରେ ରେକର୍ଡ କରି ଚାଲିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Children born on Ekadashi: ଏକାଦଶୀରେ ଜନ୍ମ ହୋଇଥିବା ପିଲାମାନେ ବହୁତ ସ୍ୱତନ୍ତ୍ର, ଏହି ଗୁଣ…

ଧାର୍ମିକ ଦୃଷ୍ଟିକୋଣରୁ ୨୦୨୫ ବର୍ଷର ଶେଷ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି । ଡିସେମ୍ବର ୩୦ ତାରିଖରେ ବର୍ଷର ଶେଷ ପୁତ୍ରଦା ଏକାଦଶୀ ପାଳନ କରାଯିବ।...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ଆଶ୍ଚର୍ଯ୍ୟ ନୁହେଁ ସତ… ଝିଅ ନୁହେଁ ପୁଅଙ୍କୁ ହାଫ ପ୍ୟାଣ୍ଟ ପିନ୍ଧିବା-ସ୍ମାର୍ଟଫୋନ୍ ରଖିବା ନିଷେଧ

ପଶ୍ଚିମ ଉତ୍ତର ପ୍ରଦେଶର ଖାପ୍ ପଞ୍ଚାୟତ ସବୁବେଳେ ନିଜ ନିଷ୍ପତ୍ତି ପାଇଁ ଶିରୋନାମାରେ ରହିଥାଏ । ସମ୍ପ୍ରତି, ବାଗପତର ବାରୌତରେ ଏକ ଖାପ୍ ପଞ୍ଚାୟତ ବୈଠକରେ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

୧୭୦୦ ଟଙ୍କାର ଚପଲ ପାଇଁ ମ୍ୟାନେଜରଙ୍କ ନାଁରେ ଜାମିନବିହୀନ ୱାରେଣ୍ଟ ଜାରି: ପୂରା ଘଟଣା ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨୬।୧୨: ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଗ୍ରାହକ ଅଧିକାର ସମ୍ପର୍କିତ ଏକ ଅତ୍ୟନ୍ତ ଗମ୍ଭୀର ଏବଂ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। କେବଳ ଏକ ଚପଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri