ଭୁବନେଶ୍ୱରରୁ ରାଉରକେଲା ଆସୁଥିବା ବିମାନ କଲା ଜରୁରୀ ଅବତରଣ, ଭିତରେ ଥିଲେ…

ରାଉରକେଲା,୧୦ା୧(ସଙ୍ଗୀତା ଜେନା): ଶନିବାର ଭୁବନେଶ୍ୱରରୁ ରାଉରକେଲା ଆସୁଥିବା ବିମାନ vtkss ଜଳଦା କଂସର ପଡ଼ିଆରେ ଅପରାହ୍ନ ୧.୪୦ ମିନିଟ୍‌ରେ ଜରୁରୀ ଅବତରଣ କରିଛି। ସେଥିରେ ମୃତାହତର କୌଣସି ସୂଚନା ମିଳିନାହିଁ। କିନ୍ତୁ କୋଲକାତା ଏଟିସି ପକ୍ଷରୁ ଏହାର ଚଳନ ନେଇ ଜିଲାପାଳଙ୍କୁ ସୂଚନା ଦିଆଯାଇଥିଲା। ଏହା ଏକ ସେସନା ବିମାନ ବୋଲି ଏଟିସି ପକ୍ଷରୁ କୁହାଯାଇଛି। ଘଟଣାସ୍ଥଳରେ ଜିଲା ପ୍ରଶାସନ, ପୋଲିସ ଓ ଅଗ୍ନିଶମ ବିଭାଗ ପହଞ୍ଚିଛି। ଏହା ସେସନା ଗ୍ରାଣ୍ଡ caravan ex ବିମାନ ୧୨ ଓ ୨ ଜଣ କ୍ରୁ ମେମ୍ବରକୁ ନେଇ ରାଉରକେଲା ଆସୁଥିଲା। ୧. ୧୮  ମିନିଟ ରେ ATC କୋଲକାତାର ରାଡାରରେ ଅସ୍ତବ୍ୟସ୍ତ ଦେଖାଇଲା। ଇଣ୍ଡିଆ one air ଯୋଜନାରେ ଏହା ରାଉରକେଲାକୁ ଉଡ଼ାଣ କରିଥିଲା।

 Dharitri – Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ବର୍ଷାରେ ଜଳମଗ୍ନ ଧାମନଗର ବ୍ଲକ

ଧାମନଗର, ୧୭।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଥିବା ବେଳେ ଜନଜୀବନ ସମ୍ପୂର୍ଣ୍ଣ…

ପାତଲମ୍ବା ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ : ଦନ୍ତା ହାତୀ ଆକ୍ରମଣ ସନ୍ଦେହ; ପୋଲିସ, ବନ ବିଭାଗ ଓ ସାଇଣ୍ଟିଫିକ୍ ଟିମ୍‌ର ତଦନ୍ତ ଆରମ୍ଭ

କଲ୍ୟାଣସିଂହପୁର, ୧୭।୭ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତର ପାତଲମ୍ବା ଜଙ୍ଗଲରୁ ଶୁକ୍ରବାର ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର…

ଦିଗପହଣ୍ଡିରେ ରଥଟଣା ସମ୍ପନ୍ନ: ଶ୍ରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲେ ଶ୍ରୀମହାବାହୁ

ଦିଗପହଣ୍ଡି, ୧୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଅନ୍ୟତମ ଗଡ଼ଜାତ ତଥା ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ରାଜଧାନୀ ଦିଗପହଣ୍ଡିରେ ପବିତ୍ର ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି…

ପ୍ରଶାସନ କଲା ନାହିଁ, ନିଜେ ତିଆରି କଲେ ରାସ୍ତା

ଖଡ଼ିଆଳ,୧୭ା୭ (ସୁଜିତ କୁମାର ପ୍ରଧାନ)- ଖଡ଼ିଆଳ ଏନ୍‌ଏସି ୱାର୍ଡ ନଂ.୧୧ ପୁଟୁପଡ଼ା ମୁଖ୍ୟ ରାସ୍ତା ଖାଲଖମାପୂର୍ଣ୍ଣ ରହିଥିଲା। ବର୍ଷା ଦିନରେ ରାସ୍ତା କାଦୁଅ ହେବା ସହ ଖାଲରେ…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ଏକାଧିକ ସ୍ଥାନରେ ଉପୁଡ଼ିଲା ଗଛ, ସମସ୍ୟା ଘେରରେ…

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ତିନି ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ସମଗ୍ର ଅଞ୍ଚଳ…

ଏନ୍‌ଇଇଟିରେ କ୍ଷୀରୋଦଙ୍କ ସଫଳତା

କଲମପୁର,୧୭ା୭(ଗଣେଶରାମ ବାଗ): କଳାହାଣ୍ଡି ଜିଲା କଲମପୁର ବ୍ଲକ୍‌ ବଲାଗାଁର କ୍ଷୀରୋଦ କାଣ୍ଡ ଏନ୍‌ଇଇଟିରେ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ବଲାଗାଁର ତ୍ରିନାଥ କାଣ୍ଡ…

 ଥୁଆମୂଳ ରାମପୁର ବ୍ଲକରେ ଭବ୍ୟ ରଥଯାତ୍ରା: ପ୍ରବଳ ବର୍ଷା ସତ୍ତ୍ୱେ ଶ୍ରଦ୍ଧାଳୁ ଟାଣିଲେ ରଥ

ଥୁଆମୂଳ ରାମପୁର, ୧୭।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସଦର ମହକୁମା ସମେତ ଗୋପୀନାଥପୁର, ମହୁଲପାଟଣା, କର୍ଲାପାଟ ଓ ଗୁଣୁପୁର ଆଦି ସ୍ଥାନରେ…

ରଥଟଣା ବେଳେ ଅଘଟଣ: ଶଳାକୁ ଖଣ୍ଡାରେ ହାଣିଥିବା ଭିଣୋଇଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୧୭।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଗୁରୁବାର ରଥଟଣା ଚାଲିଥିବା ବେଳେ ପାରିବାରିକ ଶତ୍ରୁତାକୁ କେନ୍ଦ୍ର କରି ଭିଣୋଇ ଟିଟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri