ଭୁବନେଶ୍ୱର-ରାଉରକେଲାକୁ ଉଡିଲା ବିମାନ

ଭୁବନେଶ୍ୱର,୭।୧(ବ୍ୟୁରୋ): ଶୁଭାରମ୍ଭ ହେଲା ଭୁବନେଶ୍ୱର-ରାଉରକେଲା ବିମାନ ଉଡାଣ। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଶନିବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉଦ୍‌ଘାଟନ କରିଛନ୍ତି।
ଏଥିସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ଉପସ୍ଥିତ ରହି ଭୁବନେଶ୍ୱର-ରାଉରକେଲା ବିମାନ ଉଡାଣର ଫ୍ଲାଗ୍‌ ଅଫ କରିଛନ୍ତି। ଆସନ୍ତା ୧୨ରୁ ରୁଟିନ୍‌ ଉଡାଣ ଆରମ୍ଭ ହେବ। ତେବେ ଭୁବନେଶ୍ୱର-ରାଉରକେଲା ବିମାନ ଭଡା ୨୮୦୩ ଟଙ୍କା ରହିଥିବା ବେଳେ ରାଉରକେଲା-ଭୁବନେଶ୍ୱର ବିମାନ ଭଡ଼ା ୨୭ ଶହ ୨୧ ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ମିଳିଲା ଡାକ୍ତରୀ ଛାତ୍ରୀଙ୍କ ମୃତଦେହ

ବଲାଙ୍ଗୀର ଅଫିସ,୭ା୧୦: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜର ତୃତୀୟ ବର୍ଷର ଜଣେ ଡାକ୍ତରୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ବୁଧବାର ବିଳମ୍ବିତ ରାତିରେ ଘଟଣା ଜଣାପଡ଼ିବା...

ଜିଲା ପରିଷଦ ସଭାପତି ନିର୍ବାଚନ ପାଇଁ ନୂଆ ନିୟମ

ଭୁବନେଶ୍ୱର,୧୭ା୨(ବ୍ୟୁରୋ):ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ୨୦୨୨ ଜାନୁୟାରୀ ୭ ତାରିଖରେ ପ୍ରକାଶିତ ବିଜ୍ଞପ୍ତି ସଂଖ୍ୟା ୫୯୩ ଅନୁସାରେ ରାଜ୍ୟ ସରକାର ଓଡ଼ିଶା ଜିଲା ପରିଷଦ...

ମାଓବାଦୀଙ୍କ ବର୍ବରତା: ଭିନ୍ନକ୍ଷମ ଯୁବକଙ୍କୁ ହତ୍ୟା

ମାଲକାନଗିରି,୧୯ା୬ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ମାଓବାଦୀଙ୍କ ବର୍ବରତା ଦେଖିବାକୁ ମିଳିଛି। କଣ୍ଡାଗାଁ ଜିଲା ମର୍ଦାପାଲ ଥାନା ଅନ୍ତର୍ଗତ ଖଡ଼ଖଡ଼ି ଗ୍ରାମରେ ଜଣେ ଭିନ୍ନକ୍ଷମ...

ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି: ଭଙ୍ଗାରୁଜା ନେଇ ମାମଲା ରୁଜୁ, ଉଭୟ ପକ୍ଷ ସହ ଆଲୋଚନା

ଛତ୍ରପୁର,୨୮ା୬(ଡି.ଏନ.ଏ.)- ଚମାଖଣ୍ଡି ଥାନା ଅଞ୍ଚଳରେ ଥିବା ଟାଟା ପ୍ରକଳ୍ପରେ ଶ୍ରମିକ ଅଶାନ୍ତି ଦେଖାଦେଇଛି ା ଟାଟା ଷ୍ଟିଲ୍‌ରେ ସ୍ଥାୟୀ ନିଯୁକ୍ତି ଦାବି ନେଇ ଠିକା କର୍ମଚାରୀ...

ପାଣି ପାଇଁ ଯିିବାକୁ ପଡୁଛି ୨ କି.ମି.

ଖଡ଼ିଆଳ,୧।୪: ନୂଆପଡ଼ା ଜିଲା ଖଡିଆଳ ବ୍ଲକ ଭୁଲିଆସିକୁଆଁ ଗ୍ରାମରେ ଦେଖାଦେଇଛି ପାନୀୟ ଜଳ ସଙ୍କଟ। ଖଡିଆଳ ବ୍ଲକଠାରୁ ଏହି ଗ୍ରାମ ୧୦ କି.ମି. ଦୂର। ଗାଁରେ...

ପଦୋନ୍ନତି ପାଇଁ ଜାରି ବିଜ୍ଞପ୍ତିରେ ଲାଗିଲା ରହିତାଦେଶ

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ଡିଏସ୍‌ପିରୁ ଅତିରିକ୍ତ ଏସ୍‌ପିକୁ ପଦୋନ୍ନତି ପାଇଁ ଏକ ବିଜ୍ଞପ୍ତି ଜାରି ହୋଇଥିଲା। ଓଡ଼ିଶା ହାଇକୋର୍ଟ ଏହା ଉପରେ ରହିତାଦେଶ...

ଓଲଟିଲା ଇଞ୍ଜିନ ଚାଳିତ ରିକ୍ସା, ଚାଳକ ମୃତ

ଜଳେଶ୍ୱର, ୬।୯: ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପୋ ଫାଣ୍ଡି ନିକଟସ୍ଥ ଚନ୍ଦନେଶ୍ୱର-ଜଳେଶ୍ୱର ରାସ୍ତାର ବାଣିଦା ଛକ ନିକଟରେ ରଡ ବୋଝେଇ ଇଞ୍ଜିନ ଚାଳିତ ରିକ୍ସା ଭାରସାମ୍ୟ...

ରାଜ୍ୟରେ ୧୭ ଶହ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା: ୧୫ ଜିଲାରୁ ୬୩ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଚିହ୍ନଟ ହୋଇଥିବା ୬୩ କରୋନା ସଂକ୍ରମିତ ୧୫ ଜିଲାର। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୨ ରହିଛନ୍ତି। ଏହାଛଡ଼ା ଜଗତସିଂହପୁରରୁ ୧୧,...

Advertisement
Archives

Model This Week