Posted inଜାତୀୟ

ଘନ କୁହୁଡି ଯୋଗୁ ଦିଲ୍ଲୀରେ ବିମାନ ସେବା ପ୍ରଭାବିତ

ନୂଆଦିଲ୍ଲୀ,୨୬।୧୨: ଦିଲ୍ଲୀ, ପଞ୍ଜାବ, ହରିୟାଣା ଏବଂ ୟୁପି ସମେତ ଦେଶର ଅନେକ ରାଜ୍ୟରେ ସକାଳେ ଘନ କୁହୁଡି ରହିଥିଲା। ସବୁଠାରୁ ଖରାପ ପରିସ୍ଥିତି ହେଉଛି ରାଜଧାନୀ ଦିଲ୍ଲୀରେ। ପ୍ରଦୂଷଣ ଏବଂ କୁହୁଡି ଯୋଗୁ ଏଠାରେ ରାସ୍ତାଘାଟ ଦିଶୁନାହିଁ। ଯାହା ବିମାନ ସେବା ଉପରେ ସର୍ବାଧିକ ପ୍ରଭାବ ପକାଇଛି ।

କୁହୁଡି ଯୋଗୁ ଦିଲ୍ଲୀ ବିମାନ ବନ୍ଦରରେ ଅତି କମରେ ୫୦ ବିମାନ ପ୍ରଭାବିତ ହୋଇଥିବା ବେଳେ ଅନେକ ବିମାନ ବିଳମ୍ବ ଯୋଗୁ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ରେଳ ଏବଂ ସଡକ ପରିବହନର ସ୍ଥିତି ମଧ୍ୟ ସମାନ। କମ୍‌ ଦୃଶ୍ୟମାନତା ହେତୁ ଯାନବାହାନଗୁଡିକ ରାସ୍ତାରେ ଧୀରେ ଧୀରେ ଗତି କରୁଥିବାବେଳେ ଅନେକ ଟ୍ରେନ ବିଳମ୍ବ ହୋଇଛି । କୁହୁଡି ହେତୁ ସାମ୍ନାରେ କିଛି ଦିଶୁ ନ ଥିବାରୁ ଦୁର୍ଘଟଣାର ସମ୍ଭାବନା ମଧ୍ୟ ବଢିଛି। ତେଣୁ ଅତିରିକ୍ତ ସତର୍କତା ଅବଲମ୍ବନ କରାଯାଉଛି। ଡ୍ରାଇଭରମାନଙ୍କୁ ଧୀରେ ଗାଡି ଚଲାଇବାକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ଓପନ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟ ଆରମ୍ଭ: ଭାଗ ନେଲେ ୧୪୦୦ ରେସଲର

ଗୋଣ୍ଡା,୧୦ା୫: ଜାତୀୟ ଓପନ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟ ରବିବାର ଆରମ୍ଭ ହୋଇଯାଇଛି। ଜାତୀୟ କ୍ୟାମ୍ପ୍ସ ଏବଂ ଭବିଷ୍ୟତରେ ହେବାକୁ ଥିବା ଅନ୍ତର୍ଜାତୀୟ ପ୍ରତିଯୋଗିତା ଚୟନ ପାଇଁ ଜାତୀୟ ଓପନ…

ଘୋର ଆର୍ଥିକ ସଙ୍କଟରେ ତୈଳ କମ୍ପାନୀ, ଦୈନିକ ୧୭୦୦ କୋଟିର କ୍ଷତି; ଶୀଘ୍ର ବଢ଼ିବ ପେଟ୍ରୋଲ-ଡିଜେଲ ଦାମ୍‌

ନୂଆଦିଲ୍ଲୀ,୧୦।୫: ଇରାନ ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ (Strait of Hormuz) ଅବରୋଧ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୧୦୦ ଡଲାର…

ଗଞ୍ଜାମ ଚନ୍ଦନ ଯାତ୍ରା, ହରିହର ଭେଟ ଦେଖିବାକୁ ଲାଗିଲା ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୦ା୫(ଅନାଥ ତରାଇ):  ଗଞ୍ଜାମ ସହରର ପାରମ୍ପରିକ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଗତ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଏହି ଐତିହାସିକ…

ରୋଗରୁ ହୋଇଛି ଦନ୍ତାହାତୀର ମୃତ୍ୟୁ: ଅପପ୍ରଚାରକାରୀଙ୍କ ବିରୋଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୧୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜର ଗାୟଗଣ୍ଡା ନିକଟରେ ମୃତ୍ୟୁବରଣ କରିଥିବା ଦନ୍ତାହାତୀଟି ରୋଗରୁ ମୃତ୍ୟୁ ହୋଇଥିବା ମୃତଦେହ ବ୍ୟବଚ୍ଛେଦରୁ…

ସୁଯୋଗ ମିଳିବା ମାତ୍ରେ ନିଜ ସହଯୋଗୀଙ୍କ ପଛରେ ଛୁରି ମାରନ୍ତି, ଜାଣନ୍ତୁ କାହାକୁ ଏମିତି କହିଲେ ପ୍ରଧାନମନ୍ତ୍ରୀ

ବେଙ୍ଗାଲୁରୁ,୧୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ବେଙ୍ଗାଲୁରୁରେ ଏକ ବିଶାଳ ବିଜୟ ରାଲିରେ ଯୋଗ ଦେଇଥିଲେ। ମୋଦି ସେଠାରେ ସମ୍ବୋଧିତ କରିବା ସମୟରେ କଂଗ୍ରେସକୁ ତାତ୍ସଲ୍ୟ କରିଛନ୍ତି।…

ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କୁ ଦମଦାର ଅଫର ଦେଲେ ମୋଦି, ମୋ ସହିତ ଯୋଗଦେବା….

ନୂଆଦିଲ୍ଲୀ,୧୦।୫: ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କ ମଧ୍ୟରେ ଏକ ଆକର୍ଷଣୀୟ ମତବିନିମୟ ହୋଇଥିଲା। ଏକ କାର୍ଯ୍ୟକ୍ରମରେ, ‘ଗୁଜରାଟ ମଡେଲ’ ବିଷୟରେ…

ବାଲିଅନ୍ତା ବର୍ବରତା; ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ, ୪ ପୋଲିସ ସସ୍‌ପେଣ୍ଡ୍‌

ଭୁବନେଶ୍ବର,୧୦ା୫:  ବାଲିଅନ୍ତା ବର୍ବରତା ଘଟଣା କେବଳ ରାଜ୍ୟ ନୁହେଁ ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏହି ଘଟଣାରେ ବର୍ତ୍ତମାନ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି…

PM ମୋଦିଙ୍କୁ ଟାର୍ଗେଟ? ବେଙ୍ଗାଲୁରୁରେ କାର୍ଯ୍ୟକ୍ରମ ସ୍ଥଳ ନିକଟରୁ ବିସ୍ଫୋରକ ସାମଗ୍ରୀ ମିଳିବା ପରେ ହଇଚଇ

ବେଙ୍ଗାଲୁରୁ,୧୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆର୍ଟ ଅଫ ଲିଭିଂ ସେଣ୍ଟର ଗସ୍ତ ପୂର୍ବରୁ ବେଙ୍ଗାଲୁରୁରେ ଏକ ବଡ଼ ଧରଣର ସୁରକ୍ଷା ତ୍ରୁଟି ସାମ୍ନାକୁ ଆସିଛି। ପୋଲିସ ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri