Posted inଜାତୀୟ

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ଘଟଣାରେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି: ଦୁର୍ଘଟଣା ପରେ ଉଡାଣ ସେବା ବନ୍ଦ

ଡେରାଡୁନ,୧୮।୧୦: ଉତ୍ତରାଖଣ୍ଡ କେଦାରନାଥରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ଘଟିଛି। କେଦାରନାଥରୁ ଫାଟା ଫେରୁଥିବା ଏକ ହେଲିକପ୍ଟର କ୍ରାଶ୍‌ ହୋଇଯାଇଛି। ଏହି ଦୁର୍ଘଟଣାରେ ୭ଜଣଙ୍କର ମୃତ୍ୟୁ ଘଟିଛି। ପାଇଲଟ ସମେତ ୭ଜଣଙ୍କର ମୃତ୍ୟୁ ଘଟିଛି ବୋଲି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ବିଶେଷ ମୁଖ୍ୟ ସଚିବ ଅଭିନବ କୁମାର ସ୍ପଷ୍ଟ କରିଛନ୍ତି। ଏହି ଦୁର୍ଘଟଣା କେଦାରନାଥରୁ ପ୍ରାୟ ୨ କିଲୋମିଟର ଦୂର ଗରୁଡଚୁଟିରେ ହୋଇଛି। ଖରାପ ପାଣିପାଗ ଯୋଗୁ ହେଲିକପ୍ଟର କ୍ରାଶ୍‌ ହୋଇଥିବା କୁହାଯାଉଛି। ଅନ୍ୟପଟେ ଦୁର୍ଘଟଣା ପରେ ସମସ୍ତ ଉଡାଣ ସେବାକୁ ବନ୍ଦ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ…

ଗୁରଦାସପୁର, ୨୧।୧୨: ପୂର୍ବରୁ ଜମ୍ମୁ-କଶ୍ମୀରର ଏଲଓସିରେ ପାକିସ୍ତାନ ପଟୁ ଅନୁପ୍ରବେଶ ହେଉଥିଲା। ତେବେ ଏବେ ପାକିସ୍ତାନୀ ଆତଙ୍କବାଦୀମାନେ ପଞ୍ଜାବରେ ସୀମାବାଟେ ଭାରତରେ ଅନୁପ୍ରବେଶ କରିବା ଉଦ୍ୟମ...

ଝାଡ଼ଖଣ୍ଡ: ୨୦ ଆସନ ଲାଗି ୨୬୦ ପ୍ରାର୍ଥୀ:ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର ଶେଷ

ରାଞ୍ଚି,୬।୧୨(ଆଇଏଏନ୍‌ଏସ୍‌):ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶନିବାର ହେବାକୁ ଥିବାବେଳେ ଗୁରୁବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଶେଷଦିନରେ ଭାଜପା, କଂଗ୍ରେସ, ଜେଏମ୍‌ଏମ୍‌ ଓ...

୧ ଲକ୍ଷ ଜରିମାନା ଦେବେ ତାମିଲ ସୁପରଷ୍ଟାର ବିଜୟ

ଚେନ୍ନାଇ,୧୩।୭: ତାମିଲ ଫିଲ୍ମ ସୁପରଷ୍ଟାର ବିଜୟ ୨୦୧୨ରେ ରୟାଲ ରୋଏସ କାର୍‌ ବିଦେଶରୁ ଆଣିଥିଲେ। ଏହା ବାବଦକୁ ସେ ଏପର୍ଯ୍ୟନ୍ତ ଟ୍ୟାକ୍ସ ଦେଇନାହାନ୍ତି। ଏହି ମାମଲାର...

ପୁଣି ବଢୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୦।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ସଂକ୍ରମଣ ହଜାରେ ତଳେ ଥିବାବେଳେ ମଙ୍ଗଳବାର ତାହା...

ରାଜ୍ୟପାଳଙ୍କୁ କରୋନା

ଚେନ୍ନାଇ,୨।୮: ଏବେ ସାରା ଦେଶରେ କରୋନା ସ୍ଥିତି ଅସମ୍ଭାଳ ହୋଇପଡିଛି। ଏବେ କରୋନାରେ ବଡ ବଡ ନେତା ଆକ୍ରାନ୍ତ ହେଉଥିବା ଦେଖାଯାଇଛି। ଏହିକ୍ରମରେ ତାମିଲନାଡୁ ରାଜ୍ୟପାଳ...

ଜନ୍ମ-ମୃତ୍ୟୁ ଡାଟାବେସ୍‌ ମାଧ୍ୟମରେ ଏନପିଆର ଅପଡେଶନ ପାଇଁ ପ୍ରସ୍ତୁତି, ଶୀତ ଅଧିବେଶନରେ ବିଲ୍‌ ଆଣି ପାରନ୍ତି ସରକାର…

ନୂଆଦିଲ୍ଲୀ,୨୭।୧୧ : ସଂସଦର ଆଗାମୀ ଶୀତ ଅଧିବେଶନରେ ସରକାର କିଛି ଗୁରୁତ୍ୱପୂର୍ଣ୍ଣ ବିଲ ଆଗତ କରିପାରିନ୍ତ୍‌ି। ଜନ୍ମ ଏବଂ ମୃତ୍ୟୁ ଡାଟାବେସ ମାଧ୍ୟମରେ ଜାତୀୟ ଜନସଂଖ୍ୟା...

ହିନ୍ଦୁ ପରାମ୍ପରାରେ ବିବାହ ବନ୍ଧନରେ ବାନ୍ଧି ହେଲେ ଅଷ୍ଟ୍ରେଲିଆ ଦମ୍ପତିି

ଡେରାଡୁନ,୨।୧୦: ବଦ୍ରିନାଥ ଧାମରେ ବୈଦିକ ମନ୍ତ୍ରୋଚ୍ଚାରଣ ସହ ଜଣେ ଅଷ୍ଟ୍ରେଲିଆ ଦମ୍ପତି ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଅଷ୍ଟ୍ରେଲିଆର ପର୍ଥ ନିବାସୀ ପାଉଲୋ ଓ କାୟରା...

ମମତାଙ୍କ ନୂଆ ସ୍ଲୋଗାନ: ହରେ କୃଷ୍ଣ ହରେ ରାମ,ବିଦା ହୁଅନ୍ତୁ ଭାଜପା-ବାମ

କୋଲକାତା, ୨୫।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ନୂଆ ସ୍ଲୋଗାନ ଆରମ୍ଭ କରିଛନ୍ତି। ଭାଜପା ପକ୍ଷରୁ ଜୟ ଶ୍ରୀରାମ ସ୍ଲୋଗାନ ଦିଆ ଯାଉଥିବାବେଳେ ମମତା...

Advertisement
Archives

Model This Week