Posted inଜାତୀୟ

୮ରୁ ବ୍ରିଟେନକୁ ବିମାନ

ନୂଆଦିଲ୍ଲୀ,୧।୧: ଜାନୁଆରୀ ୮ରୁ ଭାରତରୁ ବ୍ରିଟେନକୁ ବିମାନସେବା ଆଂଶିକ ଆରମ୍ଭ ହେବ ବୋଲି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହାର୍ଦ୍ଦିକ ସିଂ ପୁରୀ ଶୁକ୍ରବାର କହିଛନ୍ତି। ପ୍ରାରମ୍ଭରେ ଜାନୁୟାରୀ ୨୩ ପର୍ଯ୍ୟନ୍ତ କେବଳ ଦିଲ୍ଲୀ, ମୁମ୍ବାଇ, ବେଙ୍ଗାଲୁରୁ ଏବଂ ହାଇଦ୍ରାବାଦକୁ ଦୁଇ ଦେଶର ଯାତ୍ରୀଙ୍କ ପାଇଁ ପ୍ରତି ସପ୍ତାହରେ ୧୫ଟି ବିମାନ ସେବା ଯୋଗାଇବ। ତେବେ ଦୁଇ ଦେଶ ମଧ୍ୟରେ ବିମାନ ଚଳାଚଳ ବିଷୟରେ ଅଧିକ ବିବରଣୀ ଖୁବ ଶୀଘ୍ର ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ ପକ୍ଷରୁ ଜାରି କରାଯିବ ବୋଲି କେନ୍ଦ୍ର ମନ୍ତ୍ରୀ କହିଛନ୍ତି। କୋଭିଡ-୧୯ର ନୂଆ ଷ୍ଟ୍ରେନ ଆସିବା ପରେ ଡିସେମ୍ବର ୨୩ରେ ଭାରତ ଏବଂ ବ୍ରିଟେନ ମଧ୍ୟରେ ବିମାନ ଚଳାଚଳ ସ୍ଥଗିତ ରହିଥିଲା


Enter your email to get our daily news in your inbox.

All Right Reserved By Dharitri.Com

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା

ନୂଆଦିଲ୍ଲୀ,୯ା୯: ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ…

ଭାରତ ସହ ସହଯୋଗ ବଢ଼ାଇବ ଇରାନ

ନୂଆଦିଲ୍ଲୀ,୯ା୯: ଆଞ୍ଚଳିକ ଉତ୍ତେଜନା ବୃଦ୍ଧି ଏବଂ ଆମେରିକାର କଟକଣା ନୀତିକୁ ନେଇ ଲାଗିରହିଥିବା ଅନିଶ୍ଚିତତା ସତ୍ତ୍ୱେ ଚାବହାର ବନ୍ଦରର ରଣନୀତିକ ମୂଲ୍ୟବୋଧ ଓ ଭାରତ ସହ ସମ୍ପର୍କ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…

ସ୍କୁଲରେ ଚାଞ୍ଚଲ୍ୟ; ପାଇଖାନାରୁ ମିଳିଲା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶର ମବାନା ଅଞ୍ଚଳର ଏକ ଘରୋଇ ସ୍କୁଲରେ ଘଟିଛି ଦୁଃଖଦ ଘଟଣା। ସପ୍ତମ ଶ୍ରେଣୀର ୧୩ ବର୍ଷୀୟ ଛାତ୍ର କୁନାଲ ଶର୍ମାଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri