ଭୁବନେଶ୍ବରରୁ ଜୟପୁର ଦେଇ ଭାଇଜାଗ୍‌କୁ ବିମାନ ସେବା

ଭୁବନେଶ୍ୱର, ୯।୫ (ବ୍ୟୁରୋ) : ଭୁବନେଶ୍ବରରୁ ଭାଇଜାଗ୍‌କୁ ବିମାନ ସେବା ଆରମ୍ଭ ହେବ। ଏହା ଭାୟା ଜୟପୁର ଦେଇ ଚଳାଚଳ କରିବ । ୯ ସିଟ୍‌ ବିଶିଷ୍ଟ ବିମାନରେ ଯାତ୍ରୀ ଯାତ୍ରା କରିବେ। ପ୍ରାଥମିକ ପର୍ଯ୍ୟାୟରେ ବିଡିଂରେ ଇଣ୍ଡିଆନ ଏୟାରଲାଇନ୍ସ ସାମିଲ ହୋଇଛି। ଏ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ବୋଲି ବିଜୁ ପଟ୍ଟନାୟକ ବିମାନବନ୍ଦର ନିର୍ଦ୍ଦେଶକ କହିଛନ୍ତି । ଡିଜିସିଏର ଲାଇସେନ୍ସକୁ ଅପେକ୍ଷା କରାଯାଇଥିବା ବିମାନ ବନ୍ଦର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲର କେୟାରଟେକରଙ୍କୁ ଦସ୍ତଖତ ଶିଖାଇଥିଲେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର, ୨୩।୬(ବ୍ୟୁରୋ): ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ଜୀବନ ସଂଘର୍ଷମୟ ଥିଲା। ୫ଦଶନ୍ଧି ତଳେ ରାଜ୍ୟର ଗମନାଗମନ କ୍ଷେତ୍ର ବିଶେଷ ନ ଥିବା ସତ୍ତ୍ୱେ...

ଟାଣିନେଲା ୩୩ କେଭି ବିଦ୍ୟୁତ୍‌: ଜଳିଗଲେ ରଙ୍ଗମିସ୍ତ୍ରି, ଅନ୍ୟ ଜଣେ ଗୁରୁତର

ଭୁବନେଶ୍ୱର,୧୦।୧୨(ବ୍ୟୁରୋ):ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶିଶୁ ବିହାରରେ ସୋମବାର ଘଟିଛି ଏକ ଦୁଃଖଦ ଘଟଣା। ଏକ ଘରର ରଙ୍ଗ କାମ ଚାଲିଥିବାବେଳେ ଜଣେ ଯୁବକଙ୍କୁ ଯମ ଭଳି...

ଭିଡିଓ କନଫେରେନ୍ସିଂରେ ସରପଞ୍ଚଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ବନ୍ତ, ୨୨।୪(ଡି.ଏନ୍‌.ଏ.): ରାଜ୍ୟରେ କରୋନା ମୁକାବିଲା ପାଇଁ ଗତ ଦୁଇ ଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ସରପଞ୍ଚଙ୍କୁ ଜିଲାପାଳ କ୍ଷମତା ଅର୍ପଣ କରିଛନ୍ତି।...

ପୋଡ଼ିଗଲା ମୋଡେମ୍‌, ୫ ଦିନ ହେଲା ଇଣ୍ଟରନେଟ୍‌ ବନ୍ଦ: ରସୁଲଗଡ଼ ପୋଷ୍ଟ ଅଫିସରେ ଅଚଳାବସ୍ଥା

ଭୁବନେଶ୍ୱର, ୨୫।୬(ବ୍ୟୁରୋ): ଇଣ୍ଟରନେଟ୍‌ ମୋଡେମ୍‌ ପୋଡ଼ିଯିବାରୁ ରସୁଲଗଡ଼ ପୋଷ୍ଟ ଅଫିସ ୫ଦିନ ହେବ ଅଚଳ ହୋଇପଡିଛି। ଚିଠି କାରବାର ବାଧାପ୍ରାପ୍ତ ହୋଇଥିବାବେଳେ ଇଣ୍ଟରନେଟ୍‌ ଉପରେ ନିର୍ଭର...

ସିଟି ହସ୍‌ପିଟାଲ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବରଗଡ଼ ବିଧାୟକ

ବରଗଡ଼ ଅଫିସ, ୨।୨- ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍‌ପିଟାଲ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜିଲା ଯୋଜନା...

ଅଙ୍ଗନଓ୍ବାଡି ପିଲାଙ୍କୁ ମିଳିବ ଚୁନାମାଛ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଅଙ୍ଗନଓ୍ବାଡି ପିଲାଙ୍କୁ ସୁଷମ ଖାଦ୍ୟ ଦିଆଯାଉଥିଲା। ତେବେ ପୃଷ୍ଟି ପାଇଁ ସେମାନଙ୍କୁ ଅଣ୍ଡା, ଛତୁଆ ଦିଆଯାଉଥିବା ବେଳେ ଏହି ତାଲିକାରେ ବର୍ତ୍ତମାନ ଚୁନାମାଛ ସାମିଲ୍‌...

ଏମିତି ବି ଆସେ ମୃତ୍ୟୁ

ବାଲିଗୁଡ଼ା,୧୭ା୨: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଲଣ୍ଡାଗାଁରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ବାହାଘର ଭୋଜି ଖାଇ ରାସ୍ତା ପାର୍ଶ୍ୱରେ ଛିଡା ହୋଇଥିବା ଜଣେ...

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୫୭ ଜୀବନ

ଭୁବନେଶ୍ୱର,୮।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୫୭ ଜଣଙ୍କ...

Advertisement
Archives

Model This Week