ଝାରସୁଗୁଡ଼ାରୁ ମୁମ୍ବାଇ, ବେଙ୍ଗାଲୁରୁକୁ ଉଡ଼ିବ ବିମାନ

ଝାରସୁଗୁଡ଼ା ଅଫିସ,୨୧ା୮: ପଶ୍ଚିମ ଓଡ଼ିଶା ପାଇଁ ଖୁସି ଖବର। ଝାରସୁଗୁଡ଼ାରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ଆସନ୍ତା ଅକ୍ଟୋବର ୨୫ ପରେ ସିଧାସଳଖ ବିମାନ ସେବା ଉପଲବ୍ଧ ହେବ। ଏ ନେଇ ଝାରସୁଗୁଡ଼ା ବିମାନ ବନ୍ଦରର ନିର୍ଦ୍ଦେଶକ କିଶୋର ସେନାପତି ସୂଚନା ଦେଇଛନ୍ତି। ସ୍ପାଇସ୍‌ଜେଟ ଆସନ୍ତା ଓ୍ବିଣ୍ଟର ସିଡ୍ୟୁଲ୍‌ରେ ବ୍ୟବସାୟିକ ରାଜଧାନୀ ମୁମ୍ବାଇ ଏବଂ ବେଙ୍ଗାଲୁରୁ ସହିତ ପଶ୍ଚିମ ଓଡ଼ିଶା ମଧ୍ୟରେ ସିଧାସଳଖ ବିମାନ ଯୋଗାଯୋଗ କରିବ। ଏହାଦ୍ୱାରା ଅଞ୍ଚଳବାସୀ ଅଧିକ ଲାଭବାନ ହେବେ ବୋଲି ସେନାପତି ସୂଚନା କହିଛନ୍ତି। ଏହି ବିମାନବନ୍ଦରରୁ ସ୍ପାଇସ୍‌ଜେଟ ଓ ଆଲାଇନ୍ସ ଏୟାର ବିମାନ ସେବା ପ୍ରଦାନକାରୀ ସଂସ୍ଥା ଦିଲ୍ଲୀ, କୋଲକାତା, ଭୁବନେଶ୍ୱର, ରାୟପୁର, ହାଇଦ୍ରାବାଦକୁ ବିମାନ ଯାତ୍ରା ସେବା ଯୋଗାଇ ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ଗୋ’ ପାଇଲଟ୍‌ ଯୋଜନା: ପ୍ରଥମ ପର୍ଯ୍ୟାୟରେ ୪୦ଚାଷୀ ସାମିଲ

ଛତ୍ରପୁର,୫।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚାଷୀଙ୍କ ପାଇଁ ମୋ’ ଗୋ ଧନ ଯୋଜନାରେ ଗୁହାଳ ଘର ନିର୍ମାଣ ହେବ। ଏହି ଯୋଜନାରେ ଗୋମୂତ୍ର ଷ୍ଟୋରେଜ୍‌ ୟୁନିଟ୍‌, ବାୟୋ...

ଆକର୍ଷଣୀୟ ହେବନି ଆରାଧନା

ବଅଁରପାଳ,୭ା୯ ଦିନ କେଇଟା ପରେ ବିଶ୍ୱକର୍ମା ପୂଜା। ମହାମାରୀ କରୋନା ବ୍ୟାପୁ ନ ଥିଲେ ଏତେବେଳକୁ ଚଳଚଞ୍ଚଳ ହୋଇଉଠିଥାନ୍ତା ଅନୁଗୋଳ ଜିଲାର ନାଲ୍‌କୋନଗର। ଚମତ୍କାର ସାଜସଜ୍ଜା...

ଟଙ୍କା ବାଣ୍ଟିବା ବେଳେ ଧରାପଡ଼ିଲେ ପ୍ରାର୍ଥୀଙ୍କ ବାପା

କୋକସରା,୧୭ା୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଡାଲଗୁମା ପଞ୍ଚାୟତର ଜଣେ ସମିତି ସଭ୍ୟ ପ୍ରାର୍ଥୀଙ୍କ ବାପା ଟଙ୍କା ବାଣ୍ଟିବାକୁ ଆସି ଗ୍ରାମବାସୀଙ୍କ ହାତରେ ଧରାପଡ଼ିଛନ୍ତି। ଗ୍ରାମବାସୀ...

ରାତିକରେ ୯ ସ୍ଥାନରୁ ଚୋରି

ବଇଣ୍ଡା,୨୮ା୧୨(ଡି.ଏନ.ଏ.) ଅନୁଗୋଳ ଜିଲା ହଣ୍ଡପା ଓ କିଶୋରନଗର ଥାନା ଅଞ୍ଚଳରେ ବଢ଼ୁଛି ଆପରାଧିକ କାର୍ଯ୍ୟକଳାପ। ପୋଲିସ ଠିକ୍‌ ଭାବେ ପାଟ୍ରୋଲିଂ କରୁ ନ ଥିବାରୁ ଚୋରି,...

ନିଶାସକ୍ତ ସହକାରୀ ଶିକ୍ଷକ ନିଲମ୍ବିତ

ଫିରିଙ୍ଗିଆ, ୫ା୨-ମଦ୍ୟପାନ କରି ବିଦ୍ୟାଳୟକୁ ଯିବା କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଅଞ୍ଚଳର ଜଣେ ସହକାରୀ ଶିକ୍ଷକଙ୍କୁ ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ ଆସିଥିବା ଅଭିଯୋଗର...

ବିଧବାଙ୍କୁ ବଳାତ୍କାର

ଲହୁଣୀପଡ଼ା,୧୫।୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କେ. ବଲାଙ୍ଗ ଥାନା ଅଞ୍ଚଳର ଜଣେ ବିଧବା ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଟିକି...

ପୂର୍ବତନ ଏମ୍‌ପି ଅର୍ଜୁନ ସେଠୀ ଅସୁସ୍ଥ

ଭଦ୍ରକ ଅଫିସ,୮ା୬ : ପୂର୍ବତନ ଭଦ୍ରକ ଏମ୍‌ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ସେଠୀ ଏବେ ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ...

କର୍ଲାମୁଣ୍ଡା ବ୍ଲକ୍‌ରେ ୮୫ .୭୧% ମତଦାନ

କର୍ଲାମୁଣ୍ଡା,୧୮।୨(ଡି.ଏନ୍‌.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଶୁକ୍ରବାର ହୋଇଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୮୫ .୭୧ ଶତକଡ଼ା ମତଦାନ ହୋଇଥିବା ଜଣାପଡିଛି। ବ୍ଲକ୍‌ରେ ମୋଟ୍‌ ୧୪୩...

Advertisement
Archives

Model This Week