ଜାନୁୟାରୀ ୭ପର୍ଯ୍ୟନ୍ତ ବ୍ରିଟେନକୁ ବିମାନ ବନ୍ଦ

ନୂଆଦିଲ୍ଲୀ,୩୧।୧୨: କୋଭିଡ୍‌-୧୯ ମହାମାରୀର ନୂଆ ଷ୍ଟ୍ରେନ୍‌ କାରଣରୁ ସରକାର ଆଗୁଆ ପଦକ୍ଷେପ ଗ୍ରହଣ କରୁଛନ୍ତି। ଆସନ୍ତା ଜାନୁୟାରୀ ୭ ତାରିଖ ପର୍ଯ୍ୟନ୍ତ ବ୍ରିଟେନକୁ ବିମାନ ସେବା ବନ୍ଦ କରିଥିବା ସୂଚନା ମିଳିଛି। ବ୍ରିଟେନରୁ ଭାରତ କିମ୍ବା ଭାରତରୁ ବ୍ରିଟେନକୁ ବିମାନ ଆଗାମୀ ନିଷ୍ପତ୍ତି ନ ହେବା ଯାଏ ଆଉ ବିମାନ ବାତିଲ ବୋଲିି ସରକାର ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କରେ କେନ୍ଦ୍ରୀ ମନ୍ତ୍ରୀ ହରଦୀପ ପୁରୀ ଟୁଇଟ୍‌ କରି କହିଛନ୍ତି, ଭାରତ ଓ ବ୍ରିଟେନ୍‌ ମଧ୍ୟରେ ଆଉ କିଛି ସମୟ ପାଇଁ ବିମାନ ସେବା ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତିକୁ ଅସ୍ଥାୟୀ ଭାବେ ୭ ଜାନୁୟାରୀ ୨୦୨୧ ପର୍ଯ୍ୟନ୍ତ ବଳବତ୍ତର ରଖିବାକୁ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri