ଆଇଫୋନ୍‌ ପ୍ରେମୀଙ୍କ ପାଇଁ ଖୁସି ଖବର: ସବୁଠାରୁ ଶସ୍ତାରେ କିଣିପାରିବେ ଆଇଫୋନ୍‌ ୧୪

ନୂଆଦିଲ୍ଲୀ,୧୧।୧୨: ୨୦୨୩ ଶେଷ ହେବା ପୂର୍ବର ଫ୍ଲିପକାର୍ଟ ଶେଷ ମାସରେ ଇୟର ଏଣ୍ଡ ସେଲ୍‌ ଆରମ୍ଭ କରିଛି। ଫ୍ଲିପକାର୍ଟ ବିଗ ଇୟର ଏଣ୍ଡ ସେଲ୍‌ ୯ ଡିସେମ୍ବରରୁ ଆରମ୍ଭ ହୋଇଛି। ଏହି ସେଲ୍‌ ୯ ଡିସେମ୍ବରରୁ ୧୬ ଡିସେମ୍ବର ପର୍ଯ୍ୟନ୍ତ ଚାଲିବ। ଏହି ସମୟରେ ଇଲେକ୍ଟ୍ରୋନିକ୍ସ ଠାରୁ ଆରମ୍ଭ କରି ଗ୍ୟାଜେଟ ପର୍ଯ୍ୟନ୍ତ ଅନେକ ପ୍ରକାରର ଜିନିଷ ଉପରେ ବୃହତ ରିହାତି ଉପଲବ୍ଧ ହେଉଛି। ଏଭଳି ପରିସ୍ଥିତିରେ ଆଇଫୋନ୍‌ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ଅଛି। ଯଦି ଆପଣ ଆଇଫୋନ ୧୪ କିଣିବାକୁ ଯୋଜନା କରୁଛନ୍ତି ତେବେ ଏହା ଆପଣଙ୍କ ପାଇଁ ଏକ ଭଲ ସୁଯୋଗ। ଏହି ଫ୍ଲିପକାର୍ଟ ସେଲ୍‌ରେ ଆପଣ ବଡ଼ ରିହାତି ସହିତ ଆଇଫୋନ ୧୪ କିଣିପାରିବେ।

ତେବେ ଆସନ୍ତୁ ଆପଣଙ୍କୁ ଆଇଫୋନ ୧୪ ସିରିଜ ଉପରେ ମିଳୁଥିବା ଉପଲବ୍ଧ ରିହାତି ବିଷୟରେ ବିସ୍ତୃତ ଭାବରେ ଜଣାଇବାକୁ ଯାଉଛୁ। ଏହା ସହିତ, ଆମେ ଆପଣଙ୍କୁ ସମସ୍ତ ସର୍ତ୍ତ ମଧ୍ୟ କହିବୁ ଯେଉଁଥିରେ ଆପଣ କେବଳ ଆଇଫୋନ ୧୪ ଉପରେ ଗୋଟିଏ କିମ୍ବା ଦୁଇଟି ନୁହେଁ ବରଂ ୩୦,୦୦୦ରୁ ଅଧିକ ମୂଲ୍ୟର ବମ୍ପର ରିହାତି ପାଇପାରିବେ।

ଯଦି ଆମେ ଆପଲ୍‌ ଆଇଫୋନ ୧୪ (ବ୍ଲୁ, ୧୨୮ ଜିବି) ବିଷୟରେ କଥା ହେବା, ଏହାର ମୂଳ ମୂଲ୍ୟ ହେଉଛି ୬୯,୦୦୦ ଟଙ୍କା । କିନ୍ତୁ ସେଲ୍‌ ସମୟରେ, ଆପଣ ଏହାକୁ ୧୫% ରିହାତି ସହିତ ୫୮,୯୯୯ରେ କିଣିପାରିବେ। ଏକ୍ସଚେଞ୍ଜ ଅଫର ଅନୁଯାୟୀ, ଆପଣ ୩୪,୫୦୦ ଟଙ୍କା ପର୍ଯ୍ୟନ୍ତ ରିହାତି ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri