ଫ୍ଲିପ୍‌କାର୍ଡରେ ଜବରଦସ୍ତ ଅଫର୍‌: ଶସ୍ତାରେ ମିଳିବ ଏହି ୨୪ ସ୍ମାର୍ଟଫୋନ

ଆଗକୁ ଆସୁଛି ପାର୍ବଣ ଋତୁ। ଏଥର ଫ୍ଲିପକାର୍ଟ ଏବଂ ଆମାଜନ ଏକ ବମ୍ପର ସେଲ୍‌ ଆରମ୍ଭ ହେବାକୁ ଯାଉଛି। ଫ୍ଲିପକାର୍ଟ ବିଗ୍‌ ବିଲିୟନ ଡେ’ରେ ଗ୍ରାହକଙ୍କ ଜବରଦସ୍ତ ଅଫର୍‌ ମିଳିବ। ଗ୍ରାହକଙ୍କୁ ୨୪ ସ୍ମାର୍ଟଫୋନ ଉପରେ ରିହାତି ମିଳିବ।
ଫ୍ଲିପକାର୍ଟ ଆପରେ ଦିଆଯାଇଥିବା ସୂଚନା ଅନୁଯାୟୀ, ଭିଭୋ T3X 5G, ରିଅଲ 12X 5G, ଓପୋ K12X 5G, ରିଅଲ P1 5G, ଭିଭୋ T3 ଲାଇଟ 5G, ମୋଟୋ G64 5G, CMF ଫୋନ 1 ସ୍ମାର୍ଟଫୋନ ଶସ୍ତାରେ ଉପଲବ୍ଧ ହେବ। Nothing Phone 2a, ଭିଭୋ T3 ପ୍ରୋ 5 ଜି, ପୋକୋ X6 ପ୍ରୋ 5 ଜି, ମୋଟୋ ଏଜ 50 ଫ୍ୟୁଜନ, ରିଅଲ P1 ପ୍ରୋ 5 ଜି, ମୋଟୋ G85 5G ଶସ୍ତା ବିକ୍ରି ହେବ। ସେହିପରି ପ୍ରିମିୟମ ସ୍ମାର୍ଟଫୋନ କାରବାର ମୋଟୋ ଏଜ 50, ପିକ୍ସେଲ 8, ମୋଟରୋଲା ଏଜ 50 ପ୍ରୋ, ଓପୋ ରେନୋ 12 5 ଜି, ଭିଭୋ V40 ଭଳି ମୋବାଇଲରେ ବଡ଼ ରିହାତି ମିଳିବ।
ଅଲ୍ଟ୍ରା ପ୍ରିମିୟମ ସ୍ମାର୍ଟଫୋନ ଡିଲରେ ଆପଣ ଆଇଫୋନ 15, ଆଇଫୋନ 15 ପ୍ଲସ, ଆଇଫୋନ 15 ପ୍ରୋ ମ୍ୟାକ୍ସ, ଗୁଗଲ ପିକ୍ସେଲ 9, ସାମସଙ୍ଗ ଗାଲାକ୍ସି ଏସ 24 ପ୍ଲସ, ଗାଲାକ୍ସି ଏସ 24 ଅଲଟ୍ରା ଭଳି ଫୋନ କିଣି ପାରିବେ। HDFC ବ୍ୟାଙ୍କ ଆକାଉଣ୍ଟ ଥିଲେ ଅତିରିକ୍ତ ଟଙ୍କା ସଞ୍ଚୟ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri