ବନ୍ୟା ପ୍ରଭାବିତ ସ୍କୁଲ ବନ୍ଦ ଲାଗି ଜିଲାପାଳଙ୍କ ନିର୍ଦ୍ଦେଶ

ଜଗତସିଂହପୁର ଅଫିସ,୧୬।୮: ଜଗତସିଂହପୁର ଜିଲାର କେତେକ ସ୍ଥାନରେ ବର୍ଷା ଯୋଗୁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି । ମହାନଦୀ ଓ ଦେବୀ ନଦୀର ଜଳସ୍ତର ବୃଦ୍ଧି ପାଇବା ସହ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏଥିଯୋଗୁ କେତେକ ବିଦ୍ୟାଳୟ ପ୍ରଭାବିତ ହୋଇଛି । ଆଗକୁ ମଧ୍ୟ କେତେକ ବିଦ୍ୟାଳୟ ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଜିଲାପାଳ ପାରୁଲ ପଟାୱାରୀ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ସମ୍ପୃକ୍ତ ବିଦ୍ୟାଳୟଗୁଡିକୁ ଛୁଟି କରିବାକୁ ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ବିଦ୍ୟାଳୟଗୁଡିକରେ ଥିବା ମୂଲ୍ୟବାନ ସାମଗ୍ରୀ, କାଗଜପତ୍ର, ମଧ୍ୟାହ୍ନ ଭୋଜନ ଚାଉଳ ଆଦି ସୁରକ୍ଷିତ ରଖିବା ପାଇଁ ନିର୍ଦ୍ଦେଶ ଜାରି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ…

ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?