Posted inରାଜ୍ୟ

ବଢୁଛି ବନ୍ୟା ଭୟ, ମୁଣ୍ଡୁଳି ଛୁଇଁଲା ହୀରାକୁଦ ପାଣି

ଭୁବନେଶ୍ୱର,୨୬।୯: ରାଜ୍ୟର ବିଭିନ୍ନ ଜିଲାରେ ଲଗାଣ ବର୍ଷା ଫଳରେ ପ୍ରାୟ ସବୁ ନଦୀର ଜଳସ୍ତର ବଢିବାରେ ଲାଗିଛି। ଏପଟେ ହୀରାକୁଦର ୨୦ଟି ଗେଟ ଖୋଲାଥିବାରୁ ଏବେ ମହାନଦୀର ଜଳସ୍ତର ମଧ୍ୟ ବଢିବାରେ ଲାଗିଛି। ମୁଣ୍ଡୁଳିରେ ହୀରାକୁଦ ପାଣି ପହଞ୍ଚିବା ଫଳରେ ତଳିଆ ଅଞ୍ଚଳର ଲୋକଙ୍କ ପାଇଁ ସତର୍କ ସୂଚନା ଜାରି କରଯାଇଛି। କାରଣ ଶୁକ୍ରବାର ସକାଳେ ମୁଣ୍ଡୁଳିରେ ୮ ଲକ୍ଷ ୩୦ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଥିବାରୁ ବନ୍ୟା ଆଶଙ୍କା କରାଯାଉଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଫଳରେ ଆଗାମୀ ୨-୩ ଦିନ ରାଜ୍ୟର ଅଧିକାଂଶ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ। ଏପଟେ ଓଡ଼ିଶା ପାଇଁ ରେଡ ଆଲର୍ଟ ବି ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିବର୍ତ୍ତନର ସଙ୍କେତ

ପ୍ରାୟ ସମସ୍ତ ଦେଶର ନେତୃତ୍ୱ ଏବେ ତ୍ରୁଟିପୂର୍ଣ୍ଣ ବା ସମସ୍ୟାବହୁଳ। ଯେତେବେଳେ କୌଣସି ଦେଶର ଶାସନଭାର ଏକଚ୍ଛତ୍ରବାଦୀ ନେତାଙ୍କ ହାତକୁ ଯାଏ ସେତେବେଳେ ଏହିସବୁ ସମସ୍ୟା ସ୍ପଷ୍ଟ…

ଧାନ, ଚାଉଳ ମହଜୁଦ ସୂଚନା ପାଇଁ ପୋର୍ଟାଲ ଆରମ୍ଭ

ନୂଆଦିଲ୍ଲୀ, ୧୫ା୧୧ (ପି.ଟି.): ଦେଶରେ ଧାନ ଏବଂ ଚାଉଳର କୃତ୍ରିମ ଅଭାବ, କଳାବଜାରୀ ଏବଂ ଦରବୃଦ୍ଧିକୁ ରୋକିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ…

ବିଦେଶରୁ ଫେରିଥିଲେ ଜନଗଣନାରେ ସାମିଲ ହୋଇପାରିବେ

ଲକ୍ଷ୍ନୌ,୧୫ା୧୧: ଜନଗଣନା ସମୟରେ ଅସ୍ଥାୟୀ ଭାବେ ବିଦେଶ ଯାଇଥିବା ଭାରତୀୟ ଯଦି ୩୫ ଦିନ ମଧ୍ୟରେ ଫେରିଆସନ୍ତି ତେବେ ଗଣନା ନିୟମ ଅନୁଯାୟୀ, ତାଙ୍କୁ ତାଙ୍କ ସ୍ୱାଭାବିକ…

ଏସ୍‌ସିଓ ବୈଠକ: ଭାରତ ଆସିବେ ପାକିସ୍ତାନ ମନ୍ତ୍ରୀ

ଇସ୍‌ଲାମାବାଦ,୧୫ା୧୧(ପି.ଟି): ଭାରତରେ ହେବାକୁ ଥିବା ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସିଭିଲାଇଜେଶନାଲ ଡାଏଲଗ ବୈଠକରେ ପାକିସ୍ତାନର ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ମୁସାଦିକ ମଲିକ ଅଂଶଗ୍ରହଣ କରିବେ ବୋଲି…

ବାଲଟ ନୁହେଁ,ସିଲଟରେ ବି ଭୋଟ ପାଇବେନି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୧୧(ରବିନାରାୟଣ ଜେନା): କଂଗ୍ରେସ ଓ କେତେକ ବିରୋଧୀ ଦଳ ଦେଶର ପ୍ରଗତିକୁ ସହି ନ ପାରି ଅରାଜକତା ସୃଷ୍ଟି କରିବାର ଅପଚେଷ୍ଟା କରୁଛନ୍ତି। ଏଥିରେ କଂଗ୍ରେସ ନେତା…

ଭୀଷଣ ବାତ୍ୟାରେ ପରିଣତ ହେବ ‘ଅକ୍ୱାନ’: IMD ଦେଲା ଚେତାବନୀ

ଭୁବନେଶ୍ୱର, ୧୫ା୧୧(ବନ୍ଦନା ସେଠୀ): ଦକ୍ଷିଣ-ପୂର୍ୱ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଧୀରେ ଧୀରେ ଶକ୍ତିଶାଳୀ ହେବାରେ ଲାଗିଛି। ଏହା ୧୬ ତାରିଖ ସୋମବାର ସନ୍ଧ୍ୟା ସୁଦ୍ଧା ଦକ୍ଷିଣ…

ସବୁ ଯୋଗ୍ୟଙ୍କ ମୁଣ୍ଡ ଉପରେ ପକ୍କା ଛାତ ପ୍ରାଥମିକତା, ଓଡ଼ିଶାକୁ ମିଳିଲା ୧ ଲକ୍ଷ ଅଧିକ ଆବାସ

ବଲାଙ୍ଗୀର, ୧୫ା୧୧ (ବୀରେନ୍ଦ୍ର କୁମାର ଝାଙ୍କର): ସବୁ ଯୋଗ୍ୟ ହିତାଧିକାରୀଙ୍କ ମୁଣ୍ଡ ଉପରେ ପକ୍କା ଛାତ ଯୋଗାଇ ଦେବା ରାଜ୍ୟ ସରକାରଙ୍କ ପ୍ରାଥମିକତା ବୋଲି ମୁଖ୍ୟମନ୍ତ୍ରୀ ମୋହନ…

ରବିନ୍ଦ୍ର ଜାଡେଜାଙ୍କୁ ଖୋଜିଥିବା କୋଚ୍‌ଙ୍କଠାରୁ ଶିଖିଥିଲେ କ୍ରିକେଟ, ଏବେ ପାକିସ୍ତାନଠାରୁ ବିଜୟ ଛଡ଼ାଇ ଆଣି ଚର୍ଚ୍ଚାରେ Mohit Ulva

ନୂଆଦିଲ୍ଲୀ,୧୪।୧୧: ଭାରତ ଏବଂ ପାକିସ୍ତାନ କ୍ରିକେଟ୍ କହିଲେ ସାଧାରଣତଃ ସିନିୟର୍ ପୁରୁଷ କ୍ରିକେଟ୍ ଦଳର ମୁକାବିଲାକୁ ବୁଝାଯାଏ, କିନ୍ତୁ ଆଗାମୀ ଦିନରେ ଅଣ୍ଡର-୧୯ ଏସିଆ କପ୍ ୨୦୨୬ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?