ପାକିସ୍ତାନରେ ବନ୍ୟା: ମୃତ୍ୟୁସଖ୍ୟା ୨୦୪କୁ ବୃଦ୍ଧି

ଇସଲାମାବାଦ,୧୪ା୭:  ପ୍ରବଳ ବର୍ଷା ହେତୁ ପାକିସ୍ତାନର ଅନେକ ଜିଲାରେ ବନ୍ୟା ପରିସ୍ଥିତି ଉପୁଜିଛି। ଫଳରେ ପାକିସ୍ତାନ ବନ୍ୟାରେ ବର୍ତ୍ତମାନ ସୁଦ୍ଧା ୧୬୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଫଗାନିସ୍ତାନରେ ୩୯ ଜଣଙ୍କ ମୃତ୍ୟୁ ଘଟିଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଏନଡିଏମଏ) କହିଛି, ଜୁନ୍‌ ୧୪ରୁ ପାକିସ୍ତାନରେ ମୌସୁମୀ ପୂର୍ବ ଋତୁରେ ଏପର୍ଯ୍ୟନ୍ତ ୧୬୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୭୧ଜଣ ଆହତ ହୋଇଥିଲେ।

ଦେଶର ଦକ୍ଷିଣ-ପଶ୍ଚିମ ବାଲୁଚିସ୍ତାନ ପ୍ରଦେଶ ସବୁଠାରୁ ଅଧିକ ପ୍ରଭାବିତ ଅଞ୍ଚଳ । ଯେଉଁଠାରେ ପ୍ରବଳ ବର୍ଷା ହେତୁ ୬୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪୯ ଜଣ ଆହତ ହୋଇଥିବା ଏକ ରିପୋର୍ଟରୁ ପ୍ରକାଶ।

ବାଲୁଚିସ୍ତାନର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିବୃତ୍ତିରେ କୁହାଯାଇଛି, ବର୍ଷା ପୂର୍ବାନୁମାନ ମଧ୍ୟରେ ଏକ ମାସ ପାଇଁ ପ୍ରଦେଶରେ ଧାରା ୧୪୪ ଲାଗୁ କରାଯାଇଛି। ଏହି ଅନୁଯାୟୀ, ଜନସାଧାରଣଙ୍କୁ ନଦୀ, ଡ୍ୟାମ ଏବଂ ଅନ୍ୟାନ୍ୟ ଜଳରାଶିରେ ପିକ୍‌ନିକ୍‌ କରିବାକୁ ବାରଣ କରାଯିବ। ନଦୀ ଓ ଜଳ ସ୍ରୋତରେ ପହଁରିବା ଉପରେ ମଧ୍ୟ ନିଷେଧାଦେଶ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri