ସୁବର୍ଣ୍ଣରେଖାରେ ବନ୍ୟା: ୩ ବ୍ଲକ ଜଳମଗ୍ନ

ବାଲେଶ୍ୱର ଅଫିସ,୨୨ା୮: ବାଲେଶ୍ୱର ଜିଲାରେ ପ୍ରବାହିତ ସୁବର୍ଣ୍ଣରେଖାରେ ବନ୍ୟା ଆସିଛି। ଫଳରେ ବାଲିଆପାଳ, ଭୋଗରାଇ, ଜଳେଶ୍ୱର ବ୍ଲକର ସମସ୍ତ ଅଞ୍ଚଳ ଜଳବନ୍ଦୀ। ରବିବାର ରାତି ୩ରୁ ୧୧.୯୦ ମିଟର, ସୋମବାର ୯ଟା ସମୟ ପର୍ଯ୍ୟନ୍ତ ସ୍ଥିର ରହିଛି। ମଧ୍ୟାହ୍ନ ୧୨ଟା ସୁଦ୍ଧା ୧୩ ମିଟରରେ ପହଞ୍ଚିବ। ବନ୍ୟାକୁ ନେଇ ସ୍ଥାନୀୟ ବାସିନ୍ଦା ଆତଙ୍କିତ ଅବସ୍ଥାରେ ରହିଛନ୍ତି। ସବୁଠି ପ୍ରଶାସନିକ ସେବା ପହଞ୍ଚିବା ସମ୍ଭବ ହୋଇପାରୁନି। ମଣିଷଠାରୁ ଆରମ୍ଭ କରି ଜୀବଜନ୍ତୁ ଭୟ ଓ ବିକଳରେ ରହିଛନ୍ତି। ବାଲିଆପାଳ ବ୍ଲକର ୨୫ ପଞ୍ଚାୟତ ପାଣି ଘେରରେ ଥିବା ବେଳେ ଏହି ବ୍ଲକର ବିଷ୍ଣୁପୁର ପଞ୍ଚାୟତର ରସୁଲପୁର ଗାଁ ନଦୀ ପାଖରେ ଘାଇ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘଣ୍ଟାପ୍ରତି ୧୫ କିମି ବେଗରେ ଗତି କରୁଛି ବାତ୍ୟା ଅମ୍ଫନ: ଉତ୍ତର ଓ ଉପକୂଳ ଓଡ଼ିଶାରେ ପବନ ବହିବା ସହ ହେବ ପ୍ରବଳ ବର୍ଷା; ସୂଚନା ଦେଲେ ଏସ୍‌ଆର୍‌ସି

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ଘଣ୍ଟାକୁ ୧୫ କିମି ବେଗରେ ଗତି କରୁଛି ବାତ୍ୟା ‘ଅମ୍ଫନ’। ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ କହିବାନୁସାରେ ପୂର୍ବ ନିର୍ଦ୍ଧାରିତ ପଥରେ ଗତି...

ଖଣି ଅଞ୍ଚଳରେ ପାଇପ୍‌ଯୋଗେ ପାନୀୟ ଜଳ ଯୋଗାଣ: ରାସ୍ତା ପାର୍ଶ୍ୱ ଖୋଳା କାମକୁ ବିରୋଧ

କାଳିଆପାଣି,୧୯ା୬(ଡି.ଏନ୍‌.ଏ.)- କାଳିଆପାଣି ଖଣି ଅଞ୍ଚଳରେ ଜିଲା ଖଣିଜ ପାଣ୍ଠି ବିନିଯୋଗରେ ପାନୀୟ ଜଳ ଯୋଗାଣ ନିମନ୍ତେ ପାଇପ୍‌ ବିଛା କାମ ଚାଲିଛି। କାଙ୍କଡ଼ପାଳ ଗ୍ରାମଠାରୁ ପାନୀୟଜଳ...

ସଂରକ୍ଷିତ ଜଙ୍ଗଲରେ ଶିକାରୀ ସକ୍ରିୟ

ଢେଙ୍କାନାଳ ଅଫିସ, ୨୮।୧୧ – ସଂରକ୍ଷିତ ଜଙ୍ଗଲରେ ଗର୍ଜୁଛି ବନ୍ଧୁକ। ବିଦ୍ୟୁତ୍‌ ଫାଶରେ ପଡ଼ି ବନ୍ୟଜନ୍ତୁ ପଡୁଛନ୍ତି ମୃତ୍ୟୁମୁଖରେ। ମାଂସ, ଚମଡ଼ା, ଦାନ୍ତ ଲୋଭରେ ଶିକାରୀମାନେ ଅବାଧ...

କଙ୍କାଳ ବେଶରେ କରୋନା ସଚେତନତା

ପାଲଲହଡ଼ା, ୧୫ା୪(ଡି.ଏନ.ଏ.)- ମହାମାରୀ କରୋନା ସଂକ୍ରମଣରୁ ବଞ୍ଚିବା ପାଇଁ ଲୋକଙ୍କୁ ସଚେତନ କରିବାକୁ ଅଭିନବ ଉପାୟ ବାଛିଛନ୍ତି ଅନୁଗୋଳ ଜିଲା ପାଲଲହଡ଼ା ଅଞ୍ଚଳର ସ୍ବେଚ୍ଛାସେବୀ ଦିଲୀପ...

ପଚା ମାଛ ଖାଇ ଝାଡ଼ାବାନ୍ତିରେ ୨ ମୃତ, ୧୪ ଆକ୍ରାନ୍ତ

ଧରାକୋଟ,୧୬ା୫(ଡି.ଏନ୍‌.ଏ.):  ଗଞ୍ଜାମ ଜିଲା ଧରାକୋଟ ବ୍ଲକ ନାକତିରି ଗାଁରେ ପଚା ମାଛ ଖାଇ ଝାଡ଼ାବାନ୍ତିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୪ ଜଣ ଆକ୍ରାନ୍ତ...

ଚାଷୀଙ୍କୁ ସ୍ବଳ୍ପକାଳୀନ ଋଣ ଯୋଗାଣ ନେଇ ଆଲୋଚନା

ଭଦ୍ରକ ଅଫିସ,୨୨ା୪: କରୋନା ଭୂତାଣୁ ସଂକ୍ରମଣ ଜନିତ ଜିଲାର ଚାଷୀମାନଙ୍କ କ୍ଷେତ୍ରରେ ଘଟିଥିବା ଆର୍ଥକ ଦୁର୍ବଳତା ଯୋଗୁ ସେମାନଙ୍କୁ ସ୍ବଚ୍ଛଳ କରିବା ସହିତ ଚାଷ କାମରେ...

ଭଡାଟିଆଙ୍କଠାରୁ ୪.୫ ଲକ୍ଷ ଠକି ବନ୍ଧା ହେଲେ ଘରମାଲିକ

ବୋରିଗୁମ୍ମା,୧୨ା୧୦ (ଡି.ଏନ.ଏ. )-କୋରାପୁଟ ଜିଲା ବୋରିଗୁମ୍ମା ସହରରେ ଜଣେ ଘର ମାଲିକ ନିଜ ଘରେ ଭଡା ରହୁଥିବା ଜଣେ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ୫୦ ହଜାର...

ମଧ୍ୟାହ୍ନଭୋଜନ ପାଚିକା ସଂଘର ବିକ୍ଷୋଭ

ବାରିପଦା ଅଫିସ,୧୮ା୧୨- ମଧ୍ୟାହ୍ନଭୋଜନ ପାଚିକା ସଂଘର କର୍ମକର୍ତ୍ତାମାନେ ମଙ୍ଗଳବାର ୭ ଦଫା ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସିଆଇଟିୟୁ ଜିଲା...

Advertisement
Archives

Model This Week