Posted inଜାତୀୟ

ଆସାମରେ ବନ୍ୟା ବିଭୀଷିକା

ଗୁଆହାଟୀ,୨୧ା୭: ଉପର ଆସାମରେ ବନ୍ୟା ସ୍ଥିତି ଉତ୍କଟ ହୋଇଛି। ୭ ଜିଲାରେ ୫୭,୦୦୦ରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଥିବାବେଳେ ଚା’ ବଗିଚାଗୁଡ଼ିକ ପାଣିରେ ବୁଡ଼ିଯାଇଛି। ଲଗାଣ ବର୍ଷା ଜାରି ରହିଥିବାବେଳେ ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟରେ ସେନା ଯବାନଙ୍କ ସମେତ ହେଲିକପ୍ଟରକୁ ନିୟୋଜିତ କରାଯାଇଛି। ନାଗାଲାଣ୍ଡରେ ପ୍ରବଳ ବର୍ଷା ଯୋଗୁ ଉପର ଆସାମରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ସଡ଼କ ଯୋଗାଯୋଗ ବିଚ୍ଛିନ୍ନ ହେବା ସହ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଜୋରହାଟ ଜିଲାର ଟିଟାବୋର ନିକଟରେ ଜୋରହାଟ-ଶିବସାଗର ଜାତୀୟ ରାଜପଥ ବୁଡ଼ିଯାଇଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁଯାୟୀ, ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟରେ ସେନା ଯବାନଙ୍କ ସମେତ ଏନ୍‌ଡିଆର୍‌ଏଫ୍‌ଏ ଏସ୍‌ଡିଆର୍‌ଏଫ୍‌, ଅଗ୍ନିଶମ ଓ ଜରୁରୀ ସେବା କର୍ମଚାରୀ ନିୟୋଜିତ ହୋଇଛନ୍ତି। ଏଥିସହିତ ବାୟୁସେନା ହେଲିକପ୍ଟରକୁ ମଧ୍ୟ ଉଦ୍ଧାର କାର୍ଯ୍ୟରେ ଲଗାଯାଇଛି। ଆସାମର ୪ ଜଣ ମନ୍ତ୍ରୀ ବନ୍ୟାଞ୍ଚଳରେ ରହି ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟର ତଦାରଖ କରୁଥିବା ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା କହିଛନ୍ତି। ଶିବସାଗର ଅଞ୍ଚଳରେ ୫୧୦ ଜଣଙ୍କୁ ଉଦ୍ଧାର କରାଯାଇଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri