ପଶିଲା ମହାନଦୀ ବନ୍ୟାପାଣି: ଖୋର୍ଦ୍ଧା ବ୍ଲକର ୩ ପଞ୍ଚାୟତରେ ବନ୍ୟାସ୍ଥିତି

ଭୁବନେଶ୍ୱର,୯ା୮: ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହେବାରୁ ହୀରାକୁଦ ଡ୍ୟାମର ଜଳସ୍ଥର ବଢିବାରେ ଲାଗିଛି। ଏନେଇ ହୀରାକୁଦ ଡ୍ୟାମ୍‌ରୁ ୧୪ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ଫଳରେ ତଳମୁଣ୍ଡରେ ମହାନଦୀ ଫୁଲି ଚାଲିଛି। ମୁଣ୍ଡୁଳିଠାରେ ୫.୭୮ ଲକ୍ଷ କ୍ୟୁସେକ ବନ୍ୟାଜଳ ପ୍ରବାହିତ ହେଉଛି। ଏଭଳିସ୍ଥିତିରେ ଖୋର୍ଦ୍ଧା ଜିଲାର ଅନେକ ଅଞ୍ଚଳରେ ମହାନଦୀର ପଛୁଆ ପାଣି ପଶିଛି। ବର୍ତ୍ତମାନ ସୁଦ୍ଧା ଖୋର୍ଦ୍ଧା ବ୍ଲକର ଓରବରସିଂହ, ନରଣଗଡ, ଶରଧାପୁର ପଞ୍ଚାୟତର ଶହ ଶହ ହେକ୍ଟର ଚାଷ ଜମି ପାଣିରେ ବୁଡି ରହିଛି।

ଅନ୍ୟପକ୍ଷେ ରାଜ୍ୟରେ ବନ୍ୟା ସ୍ଥିତି ଉପୁଜିବ ନାହିଁ ବୋଲି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଭକ୍ତ ରଞ୍ଜନ ମହାନ୍ତି କହିଚନ୍ତି। କେବଳ ତଳିଆ ଅଞ୍ଚଳରେ ପାଣି ପଶିପାରେ। ଏନେଇ ସତର୍କ ରହିବାକୁ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି। ଏପରିକି ରାତି ସୁଦ୍ଧା ଭାର୍ଗବୀ, ଦୟାରେ ପିକ୍‌ ଅତିକ୍ରମ କରିବ ବନ୍ୟାଜ


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

ବନ ମହୋତ୍ସବରେ, ଚାରା ରୋପଣ କଲେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ

ଦିଗପହଣ୍ଡି,୭।୭(ଅଶେଷ ନାଥ ମିଶ୍ର):  ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି । ସୋମବାର ଦିଗପହଣ୍ଡି…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri