ଦଳେ ଖାଉଛନ୍ତି ଆଉ ଦଳେ ଚାହିଁଛନ୍ତି

ନୟାଗଡ଼ ଅଫିସ/ଗଣିଆ, ୧୮।୮(ଡି.ଏନ୍‌.ଏ.): ମହାନଦୀରେ ବନ୍ୟା ଯୋଗୁ ଭାପୁର ବ୍ଳକ କରବର ପଞ୍ଚାୟତର କରବର, ମାଣିତ୍ରୀ, ବରବର, ଗୁଡୁପଡା, ଫତେଗଡ ପଞ୍ଚାୟତର ମଣିପୁର ଓ କେନ୍ଦୁପଲ୍ଲୀ ପଞ୍ଚାୟତର ହନୁମନ୍ତପ୍ରସାଦ  ଆଦି ୭ଟି ଗାଁ ବନ୍ୟା େଘେରରେ ରହିଛି । ଏଥିରୁ ହନୁମନ୍ତପ୍ରସାଦ ଓ ମଣିପୁର ଗାଁରେ ରନ୍ଧାଖାଦ୍ୟ ସହ ଗୋଖାଦ୍ୟ ବଣ୍ଟନ ହୋଇଛି । ହେଲେ ସବୁ ବିପନ୍ନଙ୍କ ପାଖରେ ରନ୍ଧାଖାଦ୍ୟ ପହଞ୍ଚୁ ନ ଥିବା ଅଭିଯୋଗ ହେଉଛି । କିଛି ଲୋକ ରନ୍ଧାଖାଦ୍ୟ ଓ ଗୋଖାଦ୍ୟ ପାଉଛନ୍ତି ବୋଲି ଅଭିଯୋଗ ହେଉଛି । ସେହିପରି ୨ଟି ଗାଁକୁ ଛାଡିଦେଲେ ଅନ୍ୟ ଜଳବନ୍ଦୀ ଗାଁ ଗୁଡିକରେ କାହିଁ କି ରନ୍ଧାଖାଦ୍ୟ ଓ ଗୋଖାଦ୍ୟ ଦିଆଯାଉନି ବୋଲି ପ୍ରଶ୍ନ ଉଠିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri