ଡବଲ୍‌ ଲଘୁଚାପ: ଓଡ଼ିଶାରେ ସୃଷ୍ଟି ହୋଇପାରେ ବନ୍ୟା ସ୍ଥିତି, ଚେତାବନୀ ଦେଲେ IMD ଡିଜି

ଭୁବନେଶ୍ୱର,୧୪।୭: ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ IMD ଆକଳନ କରିଛି। IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇପାରେ ବୋଲି ସୋମବାର ଆକଳନ କରିଛନ୍ତି। ଅବପାତ ଜନିତ ବର୍ଷା ବନ୍ୟା ସ୍ଥିତି ଆଣିପାରେ ବୋଲି IMD ଡିଜି ଗଣମାଧ୍ୟମକୁ କହିଛନ୍ତି।

ସୋମବାର ଉତ୍ତର ଓଡ଼ିଶା ସାଙ୍ଗକୁ ମଙ୍ଗଳବାର ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି IMD ଡିଜି ପୂର୍ବନୁମାନ କରିଛନ୍ତି। ଏପରିକି କେତୋଟି ସ୍ଥାନରେ ୨୦ ସେମି ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ହେବ ବୋଲି ଆକଳନ କରିଛନ୍ତି।

ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ, ମହାନଦୀ ଏବଂ ବ୍ରାହ୍ମଣୀ ଅବବାହିକାରେ ବର୍ଷା ହେବ ବୋଲି IMD ଡିଜି କହିଛନ୍ତି। ଏପରିକି ଉପକୂଳରେ ପାରାଦୀପଠାରୁ ଆରମ୍ଭ କରି ପଶ୍ଚିମରେ ସମ୍ବଲପୁର ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପକ୍ଷେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ IMD ଡିଜି ପରାମର୍ଶ ଦେଇଛନ୍ତି। ଅନ୍ୟପକ୍ଷେ ଲଘୁଚାପ ପ୍ରଭାବରେ ଘଣ୍ଟାକୁ ୩୦ କି.ମି. ବେଗରେ ପବନ ବୋହିବା ସମ୍ଭାବନା ରହିଥିବା IMD ଡିଜି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଡ଼ପମଣ୍ଡପରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ପୁରୀ,୧୯।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ ରତ୍ନସିଂହାସନ ଛାଡ଼ି ନବଦିନ ଯାତ୍ରାରେ ଆସି…

ଏଇ ଭାରତରେ

ପ୍ରଦ୍ୟୋତ ଭୋଲେଟି ଗରିବ ଓ ଅସହାୟ ପିଲାଙ୍କୁ ମାଗଣାରେ ବାସ୍କେଟବଲ ପ୍ରଶିକ୍ଷଣ ଦେଉଛନ୍ତି। ସେ ଡ୍ରିବଲ ଏକାଡେମୀ ମାଧ୍ୟମରେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ସେ…

ନୂଆ ପିଢ଼ି ପାଇଁ ଅପରିଚିତ ଅକ୍ଷର

ଭାଷା କେବଳ ଭାବ ବିନିମୟର ମାଧ୍ୟମ ନୁହେଁ; ଏହା ଏକ ଜାତିର ସଭ୍ୟତା, ସଂସ୍କୃତି, ଇତିହାସ ଓ ଅସ୍ମିତାର ବାହକ। ମଣିଷର ଚିନ୍ତାଧାରା, ସୃଜନଶୀଳତା ଏବଂ ସାଂସ୍କୃତିକ…

ବ୍ୟାଙ୍କ ଜାତୀୟକରଣର ପୃଷ୍ଠଭୂମି

ଇଷ୍ଟ ଇଣ୍ଡିଆ କମ୍ପାନୀ ଭାରତରେ କାୟା ବିସ୍ତାର କରି ୧୭୭୦ ମସିହାରେ କଲିକତାରେ ବ୍ୟାଙ୍କ ଅଫ୍‌ ହିନ୍ଦୁସ୍ତାନ ନାମକ ବାଣିଜି୍ୟକ ବ୍ୟାଙ୍କ ଖୋଲିଥିଲା। ଏ ବ୍ୟାଙ୍କ ତିଷ୍ଠି…

ଆନ୍ଦୋଳନର ତିନୋଟି କଥା

କକ୍‌ରୋଚ୍‌ ଜନତା ପାର୍ଟିର ବିକ୍ଷୋଭ ପ୍ରଦର୍ଶନକୁ ନେଇ ମୋ ମନକୁ କିଛି କଥା ବା ବିଚାର ଆସୁଛି। ପ୍ରଥମ କଥା ହେଉଛି, ସୋନମ ୱାଙ୍ଗଚୁକଙ୍କ ସମେତ ଏହାର…

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ…

ବୀରଗୋବିନ୍ଦପୁର ନିକଟରେ ଅଜଣା କାର୍ ଧକ୍କା ଯୁବକଙ୍କ ମୃତ୍ୟୁ; ୩ ଘଣ୍ଟା ଧରି ଜାତୀୟ ରାଜପଥ ଅବରୋଧ

ବଞ୍ଚୋ, ୧୮।୭(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ବୀରଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ…

ପ୍ରତିଦିନ ୮ ଘଣ୍ଟାର ଅଧ୍ୟବସାୟ: ଦ୍ୱିତୀୟ ପ୍ରୟାସରେ ନିଟ୍‌ରେ ସଫଳ ହେଲେ ଚିନ୍ମୟନନ୍ଦ

ଅମରପାଲି, ୧୮।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ମହଦା ଗ୍ରାମ ପଞ୍ଚାୟତର ତିକୁଡ଼ା ଗ୍ରାମର ପ୍ରତିଭାବାନ ଛାତ୍ର ଚିନ୍ମୟନନ୍ଦ ମିଶ୍ର ଚଳିତ ବର୍ଷର ନିଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri