ଫୁଲୁଛି ବ୍ରାହ୍ମଣୀ: ବନ୍ୟା ଆଶଙ୍କାରେ ଲୋକେ ଆତଙ୍କିତ

ଢେଙ୍କାନାଳ ଅଫିସ,୧୪ା୮: ଢେଙ୍କାନାଳ ଜିଲାରେ ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଢେଙ୍କାନାଳ ଓ କାମାକ୍ଷାନଗର ରାସ୍ତାର ଗେଙ୍ଗୁଟିଆ ଏବଂ କମଗରା ମଧ୍ୟରେ ଥିବା ବ୍ରାହ୍ମଣୀ ଫୁଲିବାରେ ଲାଗିଛି। ନଦୀରେ ବନ୍ୟା ଜଳ ପ୍ରବେଶ କରିଛି। ଫଳରେ ନଦୀ କୂଳରେ ଥିବା ଜିଲାର ସଦର ବ୍ଲକରେ ଗେଙ୍ଗୁଟିଆ, ସାଙ୍କୁଲେଇ, ଗଁଦିଆ ବ୍ଲକ କଙ୍ଖା, ଭୁବନ ବ୍ଲକର ଓଢଣା, ମାଳ ପୁରା ଓ କାମାକ୍ଷାନଗର ବ୍ଲକ କାମଗରା ଓ ତୁମୁସିଙ୍ଗା ଆଦି ଗ୍ରାମରେ ବନ୍ୟାଜଳ ପ୍ରବେଶ କରିବା ଆଶଙ୍କା ରହିଛି। ସେହିପରି ଓଡ଼ାପଡ଼ା ବ୍ଲକର ଖୁଣ୍ଟୁଝରୀ ପଞ୍ଚାୟତର ବିଦାବନ୍ଧରୁ ଗୁଣ୍ଡିଚାପଡ଼ା ପଞ୍ଚାୟତର ବେଶାଳିଆ ମଧ୍ୟରେ ଥିବା ଗ୍ରାମ ରାସ୍ତାର ବଡ଼ଯୋର ନାଳ ଉପରେ ଥିବା କଲଭର୍ଟ ଉପରେ ଅଣ୍ଟାଏ ଉଚ୍ଚତାରେ ପାଣି ଚାଲୁଥିବାରୁ ବିଦାବନ୍ଧରୁ ବେଶାଳିଆ ଓ ଢେଙ୍କାନାଳ ସହର ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ବିଦାବନ୍ଧ ଓ ଏହାର ଆଖପାଖ ଗ୍ରାମ ଖୁଣ୍ଟୁଝରୀ, ବଲଭଦ୍ରପୁର, କୋରେଇ ଗାଡ଼ିଆ ଗ୍ରାମବାସୀ ଏଥିପାଇଁ ଜରୁରୀ କାମ ପାଇଁ ସହର କିମ୍ବା ରୋଗୀଙ୍କୁ ନେଇ ଜିଲା ମୁଖ୍ୟ ଚିକିତ୍ସାଳୟ ଆସି ପାରୁନାହାନ୍ତି। ପିଲାମାନେ ପାଠ ପଢ଼ିବାକୁ ବିଦ୍ୟାଳୟକୁ ଯାଇ ପାରୁନାହାନ୍ତି। ରୋଗୀଙ୍କୁ ନେବା ପାଇଁ ଆମ୍ବୁଲାନ୍ସ ମଧ୍ୟ ଆସିପାରୁନି। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ଠିକ୍‌ ଭାବେ ହେଉନି ଅଧିକାଂଶ ବିଭାଗର କାର୍ଯ୍ୟ: ସାଧାରଣ ଲୋକେ ହନ୍ତସନ୍ତ

ଥୁଆମୂଳ ରାମପୁର,୨୦ା୧୨(ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସଭାଗୃହରେ ଶୁକ୍ରବାର ୫ମ ମାସିକ ବୈଠକ ବିଡିଓ ଧ୍ରୁବଚରଣ ମୁଦୁଲିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ନୂଆ ବର୍ଷ ଆରମ୍ଭ ପୂର୍ବରୁ ବଡ଼ ଘୋଷଣା କରିଦେଲେ ଟ୍ରମ୍ପ, ସାଧାରଣ ଲୋକଙ୍କୁ ହେବ ଫାଇଦା

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଟାରିଫ୍‌ ଏବଂ ଟିକସ ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଉତ୍ତର କାରୋଲିନାରେ ତାଙ୍କ ଭାଷଣ...

ମାଲାୟାଲମ୍ ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ପରଲୋକ, ୨୦୦ରୁ ଅଧିକ ଚଳଚ୍ଚିତ୍ରରେ କରିଥିଲେ ଅଭିନୟ

ନୂଆଦିଲ୍ଲୀ,୨୦ା୧୨: ମାଲାୟାଲମ ସିନେମା ଅଭିନେତା-ନିର୍ଦ୍ଦେଶକ ଶ୍ରୀନିବାସନଙ୍କ ଦେହାନ୍ତ ହୋଇଛି । ସ୍ୱାସ୍ଥ୍ୟଗତ ସମସ୍ୟା ହେତୁ ସେ କିଛି ଦିନ ହେବ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ...

ଟେଷ୍ଟ କ୍ରିକେଟ୍‌ରେ ଏମିତି ବିଶ୍ୱରେକର୍ଡ: ପୂର୍ବରୁ କେବେ ହୋଇ ନ ଥିଲା…

ମାଉଣ୍ଟ ମାଉଙ୍ଗାନୁଇ,୨୦।୧୨: ମାଉଣ୍ଟ ମାଉଙ୍ଗାନୁଇରେ ଖେଳାଯାଉଥିବା ନ୍ୟୁଜିଲାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଟେଷ୍ଟ ଏକ ରୋମାଞ୍ଚକର ଘଟଣା ପାଲଟିଛି। ଆୟୋଜକ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନରେ...

ବଡ଼ ଦିନକୁ ଶାନ୍ତିଶୃଙ୍ଖଳା ସହ ପାଳନ କରିବା ପାଇଁ ପୋଲିସ ତରଫରୁ ବ୍ୟାପକ ପଦକ୍ଷେପ, ଗାଁ ଗାଁରେ ହେଲା…

ଜି.ଉଦୟଗିରି,୨୦।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସମସ୍ତ ଚର୍ଚ୍ଚଗୁଡ଼ିକରେ ପ୍ରାକ ବଡ଼ଦିନ ଉତ୍ସବ ପାଳନ ଚାଲିଥିବା ବେଳେ ବଡ଼ଦିନ ପାଇଁ ଅଞ୍ଚଳବାସୀ ଚର୍ଚ୍ଚ ଗୃହ...

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ଜଗତସିଂହପୁର: ସକାଳୁ ସକାଳୁ ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଜଗତସିଂହପୁର ଫରେଷ୍ଟ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଆୟ ବହିର୍ଭୂତ ସଂପତ୍ତି...

କାର୍‌ରେ ଗଞ୍ଜେଇ ଚାଲାଣ କରୁଥିଲେ ଦମ୍ପତି, ମାଡିବସିଲା ପୋଲିସ, ତା’ପରେ…

ମୋହନା,୨୦।୧୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ନଳାଘାଟ ଗାଁ ନିକଟରେ କାର୍‌ ସହ ୨୬ କିଲୋ ଗଞ୍ଜେଇ ଜବତ ହୋଇଛି। ଗଞ୍ଜେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri