ବଢୁଛି ବୈତରଣୀ, ବନ୍ୟା ଆଶଙ୍କା: ଏସ୍‌ଆର୍‌ସି

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ପ୍ରଭାବରେ ପ୍ରବଳ ବର୍ଷା ହୋଇଥିବାରୁ ବୈତରଣୀ ଜଳସ୍ତର ବଢ଼ିବାରେ ଲାଗିଛି। ଫଳରେ ଆନନ୍ଦପୁର ଓ ଆଖୁଆପଦା ଠାରେ ଏହା ବିପଦ ସଙ୍କେତ ଉପରେ ରହିଛି। ତେଣୁ ବଡ଼ ଧରଣର ନ ହେଲେ ବି ବୈତରଣୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା କରାଯାଉଥିବା ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା କହିଛନ୍ତି।

ସେ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଭଦ୍ରକ ଓ ଯାଜପୁର ଜିଲାପାଳ ପ୍ରସ୍ତୁତ ରହିଥିବା ସେ କହିଛନ୍ତି। ଯେଉଁଠି ଆବଶ୍ୟକ ପଡ଼ିବ ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ ବୋଲି ଏସ୍‌ଆରସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ଦ୍ୱିତୀୟ ସ୍ତ୍ରୀଙ୍କ ଆକ୍ରମଣରେ ପ୍ରଥମ ସ୍ତ୍ରୀ ମୃତ

ଚିତ୍ରକୋଣ୍ଡା, ୫।୮(ଶିବଦତ୍ତ ସାହୁ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ପେଟିଆଗୁଡା ଗ୍ରାମରେ ଘରୋଇ କଳହକୁ ନେଇ ସୋମବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ଶୁକ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri