ଆମେରିକାରେ ପ୍ରବଳ ବନ୍ୟା: ୨୫ ମୃତ, ଅନେକ ନିଖୋଜ

ଓ୍ବାଶିଂଟନ,୩୧ା୭: ଆମେରିକାର ଅନେକ ସ୍ଥାନରେ ପ୍ରବଳ ବନ୍ୟା ପରିସ୍ଥିତି ଦେଖାଦେଇଛି। ଆମେରିକାର କେଣ୍ଟୁକି ରାଜ୍ୟରେ ଏ ପର୍ଯ୍ୟନ୍ତ ୨୫ ଜଣଙ୍କର ମୃତ୍ୟୁ ଘଟିସାରିଲାଣି। କେଣ୍ଟୁକି ରାଜ୍ୟର ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇଛି। ଏହି ବନ୍ୟା ଯୋଗୁ ଅନେକ ଲୋକ ନିଖୋଜ ଥିବା କୁହାଯାଉଛି। ଲୋକଙ୍କୁ ବଞ୍ଚାଇବା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ ଗ୍ରହଣ କରାଯାଉଛି। ଏଥି ସହିତ ଲୋକଙ୍କୁ ପ୍ରଭାବିତ ଅଞ୍ଚଳରୁ ବାହାର କରି ସୁରକ୍ଷିତ ସ୍ଥାନକୁ ନେଇଯିବା କାର୍ଯ୍ୟ ମଧ୍ୟ ଜୋର୍‌ସୋରରେ ଚାଲିଛି।

ସୂଚନାନୁଯାୟୀ, ଏକ ପାର୍ବତ୍ୟ ଅଞ୍ଚଳ ଥିବା ଇଷ୍ଟର୍ଣ୍ଣ କେଣ୍ଟୁକି ଲଗାତର ବର୍ଷା ପରେ ବନ୍ୟା ହେତୁ ଅସୁବିଧାର ସମ୍ମୁଖୀନ ହେଉଛି। ଏଠାରେ ବନ୍ୟା ଆମେରିକାର ଅର୍ଥନୀତି ଉପରେ ମଧ୍ୟ ପ୍ରଭାବ ପକାଇପାରେ। ଏହାର କାରଣ ଏହା ଏକ କୋଇଲା ସମୃଦ୍ଧ ଅଞ୍ଚଳ। ଏଠାରେ ଅନେକ କୋଇଲା ଖଣି ଅଛି, ଯାହା ବର୍ତ୍ତମାନ ପାଣିରେ ପରିପୂର୍ଣ୍ଣ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍‌ ୨୦୨୬: ଜାଣନ୍ତୁ କ୍ରିକେଟ ଇତିହାସରେ କେବେ ଖେଳା ଯାଇଥିଲା ପ୍ରଥମ ସୁପର ଓଭର

ନୂଆଦିଲ୍ଲୀ,୧୧ା୨: ଆଜି ଅର୍ଥାତ୍‌ ବୁଧବାର ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଏକ ରୋମାଞ୍ଚକର ଡବଲ ସୁପର ଓଭରରେ ଆଫଗାନିସ୍ତାନକୁ ପରାସ୍ତ କରିଛି। କ୍ରିକେଟ ପ୍ରେମୀମାନେ ପୁଣି…

IAS ସ୍ତରରେ ଅଦଳବଦଳ କଲେ ସରକାର, MSME ସଚିବ ହେଲେ ରଶ୍ମିତା ପଣ୍ଡା

ଭୁବନେଶ୍ବର,୧୧।୨: ସଚିବ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଅନେକ ଅଧିକାରୀଙ୍କୁ ଗୁରୁତ୍ବପୂର୍ଣ୍ଣ ବିଭାଗର ଦାୟିତ୍ବ ଦିଆଯାଇଛି । ଭୂପେନ୍ଦ୍ର ସିଂ ପୁନିଆ କ୍ରୀଡ଼ା ଓ…

୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍‌, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ…

ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା! ବୁମରାଙ୍କ ବଲରେ ଇଶାନ….ସେପଟେ ମେଡିକାଲରେ ଅଭିଷେକ

ନୂଆଦିଲ୍ଲୀ,୧୧।୨:  ଟିମ୍ ଇଣ୍ଡିଆର ସମସ୍ୟା ସମାଧାନର ନାଁ ଧରୁନାହିଁ । ୨୦୨୬ ଟି-୨୦ ବିଶ୍ୱକପରେ ଲଗାତାର ଦ୍ୱିତୀୟ ଟାଇଟଲ ଜିତିବା ଲକ୍ଷ୍ୟରେ ଥିବା ଭାରତୀୟ ଦଳ ଏହାର ଖେଳାଳିଙ୍କ…

ଟି-୨୦ ବିଶ୍ୱକପ୍: ନେଟ୍ସରେ ସଞ୍ଜୁ ସାମସନଙ୍କ ନିରବ ସଂଘର୍ଷ, ଅଭିଷେକଙ୍କ ଅସୁସ୍ଥତା ବଢ଼ାଇଲା ଚିନ୍ତା

ନୂଆଦିଲ୍ଲୀ,୧୧।୨: ନାମିବିଆ ବିପକ୍ଷ ମ୍ୟାଚ୍ ପୂର୍ବରୁ ଭାରତୀୟ ଦଳର ଅଭ୍ୟାସ ସେସନରେ ଏକ ଭିନ୍ନ ଚିତ୍ର ଦେଖିବାକୁ ମିଳିଛି। ଗୋଟିଏ ପଟେ ଦଳର ବାକି ସଦସ୍ୟମାନେ ହସଖୁସି…

ମାଓବାଦୀ ମୁକ୍ତ ହେବ ଗନ୍ଧମାର୍ଦ୍ଦନ: ଚାଲିଛି ରଣକୌଶଳ, ମାର୍ଚ୍ଚ ଶେଷ ଶୁଦ୍ଧା…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଜଙ୍ଗଲରୁ ପ୍ରଥମେ ଜିଲାରେ ମାଓବାଦୀ ସଂଗଠନ କାୟା ବିସ୍ତାର କରିଥିଲା। ଏହାପରେ ମାଓବାଦୀ…

ଜୀବନର ଶେଷ ଦୌଡ଼… ପୋଲିସ ନିଯୁକ୍ତି ପାଇଁ ଦୌଡୃୁଥିଲେ ପ୍ରାର୍ଥୀ, ତଳେ ପଡ଼ି ଚାଲିଗଲା ଜୀବନ

ମୁମ୍ବାଇ,୧୧।୨: ମହାରାଷ୍ଟ୍ରର ବିଡ ଜିଲ୍ଲାରେ ପୋଲିସ ନିଯୁକ୍ତି ପ୍ରକ୍ରିୟା ସମୟରେ ଏକ ଦୁଃଖଦ ଘଟଣା ଘଟିଛି । ଶାରୀରିକ ପରୀକ୍ଷା ପାଇଁ ଏକ ଦୌଡ଼ରେ ଅଂଶଗ୍ରହଣ କରୁଥିବା…

ଦୁଇ ବର୍ଷରେ ୨୧୪ ଲକ୍ଷ କୋଟିକୁ ଛୁଇଁବ ଭାରତର ଋଣ, GDP’ର ୮୨ ପ୍ରତିଶତ…

ନୂଆଦିଲ୍ଲୀ,୧୧।୨: ନିକଟରେ ଉପସ୍ଥାପିତ କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ଦେଶର ଆର୍ଥିକ ସ୍ଥିତି ଓ ଋଣ ଭାରକୁ ନେଇ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri