ପାକିସ୍ତାନରେ ବନ୍ୟା ବିଭୀଷିକା: ଗଲାଣି ହଜାରେ ଜୀବନ

ଇସ୍‌ଲାମାବାଦ୍‌,୨୭।୮: ପାକିସ୍ତାନରେ ବନ୍ୟା ବିଭୀଷିକା ଦେଖାଦେଇଛି। ବନ୍ୟା ଯୋଗୁ ସାଧାରଣ ଜୀବନଯାପନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଦେଶରେ ପ୍ରବଳ ବର୍ଷା ଓ ବନ୍ୟା ଯୋଗୁ ପରିସ୍ଥିତି ଏଭଳି ହୋଇଛି ଯେ, ଏଥିରେ ପ୍ରାୟ ୧ହଜାର ଲୋକଙ୍କ ଜୀବନ ଗଲାଣି। ଯେଉଁଥିରେ ୩୪୩ ପିଲା ସାମିଲ ଅଛନ୍ତି। ଏହି ଭୟଙ୍କର ବନ୍ୟା ଯୋଗୁ ଦେଶର ୩କୋଟି ଲୋକେ ବାସହରା ହୋଇଥିବା ଜଣାପଡ଼ିଛି। ଅନ୍ୟପଟେ ଏହି ପ୍ରଳୟଙ୍କାରୀ ବନ୍ୟାକୁ ପାକିସ୍ତାନ ସରକାର ଜାତୀୟ ଜରୁରୀ ସ୍ଥିତି(ନ୍ୟାଶନାଲ ଏମର୍ଜେନ୍ସି) ଘୋଷଣା କରିଛନ୍ତି। ଜାତୀୟ ବିପର୍ଯ୍ୟୟ ପ୍ରଶମନ(ଏନ୍‌ଡିଏମ୍‌ଏ) କର୍ତ୍ତୃପକ୍ଷଙ୍କ ଅନୁଯାୟୀ, ଜୁନ ୧୪ପରଠାରୁ ସିନ୍ଧ ପ୍ରଦେଶରେ ସର୍ବାଧିକ ମୃତ୍ୟୁ ଘଟିଛି। ଏଥିସହ କରାଚିରୁ ପଞ୍ଜାବ, ବାଲୁଚିସ୍ତାନ ପର୍ଯ୍ୟନ୍ତ ଅବସ୍ଥା ଏବେ ବି ଚିନ୍ତାଜନକ ରହିଛି। ପାକିସ୍ତାନ ଗଣମାଧ୍ୟମ ଅନୁଯାୟୀ ଦେଶର ୭୦ପ୍ରତିଶତ ଅଂଶ ବନ୍ୟା କବଳରେ ରହିଛି ଏବଂ ସିନ୍ଧ ପ୍ରଦେଶରେ ସର୍ବାଧିକ କ୍ଷତି ହୋଇଥିବା ସୂଚନା ରହିଛି। ଅନ୍ୟପଟେ ବନ୍ୟା କ୍ଷତିଗ୍ରସ୍ତ ପାକିସ୍ତାନକୁ ବିଭିନ୍ନ ଦେଶରୁ ସହାୟତା ପହଞ୍ଚିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri