ଆଫଗାନିସ୍ତାନରେ ବନ୍ୟା, ୩୩ ମୃତ

କାବୁଲ, ୧୬।୪: ଆଫଗାନିସ୍ତାନରେ ଗତ ୩ ଦିନ ଧରି ଲଗାଣ ବର୍ଷା ଯୋଗୁ ବନ୍ୟା ବିଭୀଷିକା ଘଟି ୩୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ବନ୍ୟାରେ ୨୭ ଜଣ ଆହତ ହୋଇଥିବାବେଳେ ୬୦୦ ଘର କ୍ଷତିଗ୍ରସ୍ତ ହୋଇଥିବା ତାଲିବାନର ମୁଖପାତ୍ର ଅବଦୁଲ୍ଲାହ ଜନାନ୍‌ ସୈକ୍‌ ସୂଚନା ଦେଇଛନ୍ତି। ସେହିପରି ବନ୍ୟାରେ ୨୦୦ରୁ ଅଧିକ ଗୃହପାଳିତ ପଶୁଙ୍କର ମୃତ୍ୟୁ ଘଟିଛି। ବନ୍ୟା ପ୍ରଭାବରେ ୮୫ କିଲୋମିଟର ରାସ୍ତା ଓ ୮୦୦ ହେକ୍ଟର କୃଷିଜମି କ୍ଷତିଗ୍ରସ୍ତ ହୋଇଥିବା ସେ ସୂଚନା ଦେଇଛନ୍ତି। ଖାସକରି ଦେଶର ପଶ୍ଚିମ ଫରାହ, ହେରାତ, ଦକ୍ଷିଣ ଜାବୁଲ ଓ କଣ୍ଡାହାର ଆଦି ପ୍ରଦେଶ ଅଧିକ କ୍ଷତିଗ୍ରସ୍ତ ହୋଇଛି। ସେହିପରି ଆଗାମୀ ଦିନରେ ଏଠାକାର ୩୪ ପ୍ରଦେଶରେ ଅଧିକ ବର୍ଷା ହେବା ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୨ ବର୍ଷ ପରେ ଜୀବିତ ମିଳିଲେ ଶକୁନ୍ତଳା! ଯାହାଙ୍କ ମୃତ୍ୟୁକୁ ନେଇ ସ୍ବାମୀ-ଶ୍ୱଶୁରଙ୍କ ନାଁରେ ହୋଇଥିଲା କେସ୍

ପାଟନା,୧୬ା୯: ବିହାରର ୧୨ ବର୍ଷ ପୁରୁଣା ଏକ ହତ୍ୟା ମାମଲାରେ ଆସିଛି ଚାଞ୍ଚଲ୍ୟକର ମୋଡ଼ । ୨୦୧୪ରେ ନିଖୋଜ ହୋଇଥିବା ଶକୁନ୍ତଳା ଦେବୀଙ୍କୁ ମୃତ ଭାବି ତାଙ୍କ…

ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲରୁ ଧମକ, ବିକ୍ରମ ପଣ୍ଡାଙ୍କ ନାଁରେ ପୁଣି ମାମଲା

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ ): ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ପୁଣି ବଢ଼ିଲା ଅଡୁଆ । ଜେଲରେ ରହିଥିବା ସମୟରେ ମୃତ ଭାଜପା ନେତା ତଥା ଆଇନଜୀବୀ…

ଆଦର୍ଶ ଆଇନଜୀବୀ ଭାବେ ପରିଚିତ ଥିଲେ ବଂଶୀଧର, ଆଜି ତାଙ୍କୁ ଝୁରୁଛି ଓକିଲ ସଂଘ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଓକିଲ ସଂଘର ବରିଷ୍ଠ ସଦସ୍ୟ ବରିଷ୍ଠ ଆଇନଜୀବୀ ବଂଶୀଧର ପାଳଙ୍କ ଭୁବନେଶରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ…

ସି ଜିନପିଙ୍ଗଙ୍କ ଅସୁସ୍ଥତାକୁ ନେଇ ବଢୁଛି କଳ୍ପନାଜଳ୍ପନା, ୨୪ ଘଣ୍ଟା ପରେ ଭାରତ ଛାଡ଼ିବାର କାରଣକୁ ନେଇ ହେଉଛି ଚର୍ଚ୍ଚା

ବେଜିଂ,୧୬।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ପ୍ରାୟତଃ ବିଭିନ୍ନ ଖବର ସାମ୍ନାକୁ ଆସିଥାଏ। ପୁଣିଥରେ ସୋସିଆଲ ମିଡିଆରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚର୍ଚ୍ଚା ଆରମ୍ଭ…

EPFରେ ବଡ଼ ପରିବର୍ତ୍ତନ; ୫୧ ଲକ୍ଷରୁ ଅଧିକ କର୍ମଚାରୀ ହେବେ ଉପକୃତ, ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଲେ…

ନୂଆଦିଲ୍ଲୀ,୧୬ା୯: କର୍ମଚାରୀଙ୍କ ସାମାଜିକ ସୁରକ୍ଷାକୁ ଆହୁରି ବ୍ୟାପକ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । EPF ଓ EPS କଭରେଜ୍‌ ପାଇଁ ଲାଗୁଥିବା…

ସହରର ମୁଖ୍ୟ ରାସ୍ତାରେ ଗଦାହୋଇଛି ବାଲି, ଦୁର୍ଘଟଣାକୁ ଆମନ୍ତ୍ରଣ କରି…

ଗଞ୍ଜାମ,୧୬ା୯(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥଠାରୁ ଗଞ୍ଜାମ ସହରକୁ ସଂଯୋଗ ମୁଖ୍ୟ ରାସ୍ତାରେ ଅଧିକାଂଶ ସମୟରେ ଘର ନିର୍ମାଣ କାର୍ଯ୍ୟ ପାଇଁ ବାଲି ଶୁଖା ଯାଉଥିବା…

ବାଲସି ଗାଁରେ ନୂଆଖାଇ ଜୁହାର, ଏକାଠି ହୋଇ ନବାନ୍ନ ଭକ୍ଷଣ କରିବା ପରେ…

କେସିଙ୍ଗା,୧୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଗ୍ରାମର ତୈଳିକ ବୈଶ୍ୟ ହଳଦିଆ ସାହୁ ସମାଜର ଷଣା ବଂଶ ପକ୍ଷରୁ ନୂଆଖାଇ ଓ ଜୁହାର କାର୍ଯ୍ୟକ୍ରମ…

Asian Games 2026: ଏସିଆନ୍ ଗେମ୍ସ ପୂର୍ବରୁ ଟିମ୍‌ ଇଣ୍ଡିଆରେ ବଡ଼ ପରିବର୍ତ୍ତନ; ବାଦ୍ ପଡ଼ିଲେ ବରୁଣ, ଏହି ଖେଳାଳିଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୬।୯: ଏସିଆନ୍ ଗେମ୍ସ ୨୦୨୬ ପୂର୍ବରୁ ଭାରତୀୟ କ୍ରିକେଟ୍ ଦଳରେ ପରିବର୍ତ୍ତନ ହୋଇଛି । ଆହତ କାରଣରୁ ମିଷ୍ଟ୍ରି ସ୍ପିନର ବରୁଣ ଚକ୍ରବର୍ତ୍ତୀ ଏସିଆନ୍ ଗେମ୍ସରୁ ବାଦ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?