ଆଫଗାନିସ୍ତାନରେ ବନ୍ୟା: ୪୦ ମୃତ, ୧୫୦ରୁ ଅଧିକ ନିଖୋଜ

କାବୁଲ,୨୯ା୭: ଆଫଗାନିସ୍ତାନର ନୁରିସ୍ତାନ ରାଜ୍ୟର କାମଡିଶରେ ଆସିଥିବା ବନ୍ୟାରେ ୮୦ରୁ ଅଧିକ ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ୧୫୦ରୁ ଅଧିକ ଲୋକ ନିଖୋଜ ଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ମୁଖ୍ୟ ସୟଦୁଲ୍ଲା ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ୪୦ଟି ମୃତଦେହ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି।
ଦେଶର ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ ଯେ, କେତେକ ଅଞ୍ଚଳରେ ବଜ୍ରପାତ, ବର୍ଷା ଏବଂ ବନ୍ୟା ପରିସ୍ଥିତି ସମ୍ଭାବନା ରହିଛି। କେତେକ ଅଞ୍ଚଳରେ ୭୬ ମିଲିମିଟରରୁ ଅଧିକ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି। ବୁଧବାର ପ୍ରବଳ ବର୍ଷା ପରେ ବନ୍ୟା ପରିସ୍ଥିତି ଦେଖାଦେଇଥିଲା। ତଥ୍ୟ ଅନୁଯାୟୀ, ବନ୍ୟା ଯୋଗୁ ପ୍ରାୟ ୨୬୦୦ ଘର ଆଂଶିକ କ୍ଷତିଗ୍ରସ୍ତ ହୋଇଛି। ଏଥିସହିତ ପ୍ରାୟ ୩୬୦୦ ଗୋରୁଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ହଜାର ଏକରରୁ ଅଧିକ ଚାଷଜମି ପ୍ରଭାବିତ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଲିକପ୍ଟରରୁ ଟଙ୍କା ବର୍ଷା

ଇସଲାମାବାଦ୍‌,୧୬।୩: ଆକାଶରୁ ହେଲିକପ୍ଟରରେ ଟଙ୍କା ଏବଂ ଫୁଲ ବର୍ଷା ହେଉଥିବାରୁ ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ରାଜରାସ୍ତାରେ ଲୋକେ...

ଏସିଆ ବାହାରେ ପ୍ରଥମ କରୋନା ମୃତ୍ୟୁ

ପ୍ୟାରିସ୍‌,୧୬ା୨(ଏଏଫ୍‌ପି): ଏସିଆ ମହାଦେଶ ବାହାରେ ପ୍ରଥମ କରୋନା ଭୂତାଣୁ ସଂକ୍ରମଣଜନିତ ମୃତ୍ୟୁ ଫ୍ରାନ୍ସରେ ଘଟିଛି। ଚାଇନାରୁ ଯାଇଥିବା ଜଣେ ୮୦ ବର୍ଷୀୟ ପର୍ଯ୍ୟଟକ ସେଠାରେ ଚିକିତ୍ସାଧୀନ...

ଆଫଗାନିସ୍ତାନରେ ଭୟାନକ ବିସ୍ଫୋରଣ: ୧୧ ମୃତ

କାବୁଲ, ୧୪।୬: ଆଫଗାନିସ୍ତାନର ଜଲାଲାବାଦରେ ପୋଲିସ ସୁରକ୍ଷାକର୍ମୀଙ୍କ ଚେକିଂ ପୋଷ୍ଟ ନିକଟରେ ଭୟାନକ ଆତଙ୍କବାଦୀ ବିସ୍ପୋରଣ ଘଟିଛି। ଏଥିରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୩...

ବିଶ୍ୱର ସବୁଠାରୁ ଭୟଙ୍କର ସ୍ଥାନ: ମାଟିତଳେ ରହିଛି ୬୦ଲକ୍ଷ ଖପୁରି

ବିଶ୍ୱରେ ଏମିତି ସ୍ଥାନ ଅଛି ଯେଉଁଠିକି ଯିବାକୁ ଦିନରେ ମଧ୍ୟ ଭୟ ଲାଗିବ। ଆଉ ଏମିତି ବି କିଛି ସ୍ଥାନ ରହିଛି ଯାହାକୁ ଦେଖିଲେ ବା...

ଜାପାନରେ ତାଣ୍ଡବ ରଚିଲା ‘ହଗିବିସ୍‌’: ଜଣେ ମୃତ, ୭୦ ଆହତ

ଟୋକିଓ,୧୨।୧୦: ଜାପାନରେ ତାଣ୍ଡବ ରଚିଲା ‘ହଗିବିସ୍‌’ ତାଣ୍ଡବ ରଚିଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୭୦ ଆହତ ହୋଇଛନ୍ତି। ଶନିବାର ହେଂସୁ ଦ୍ୱୀପରେ ଭୂ-ଭାଗକୁ ପ୍ରବେଶ...

ଥରିଲା ମେଲବୋର୍ନ

ମେଲବୋର୍ନ, ୨୨।୯: ଭୂକମ୍ପ ଅଷ୍ଟ୍ରେଲିଆର ମେଲବୋର୍ନ ସହରକୁ ଥରାଇ ଦେଇଛି। ବୁଧବାର ୬.୦ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିଲା। ମେଲବୋର୍ନଠାରୁ ଉତ୍ତରପୂର୍ବ ୨୦୦ କି.ମି ଦୂର...

ନ୍ୟୁଜିଲାଣ୍ଡରେ ଶକ୍ତିଶାଳୀ ଭୂମିକମ୍ପ ପରେ ସୁନାମି ଭୟ

ଅକ୍‌ଲାଣ୍ଡ,୪।୩ : ନ୍ୟୁଜିଲାଣ୍ଡର ଉତ୍ତର ଦ୍ୱୀପରେ ଶୁକ୍ରବାର ସକାଳେ ୭.୨ ତିବ୍ରତାର ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ଏହାପରେ ପାସିଫିକ ସୁନାମି ଓ୍ବାର୍ନିଂ ସେଣ୍ଟର (ପିଟିଡବ୍ଲ୍ୟୁସି)...

୬୦ ହଜାରରୁ ଅଧିକ କରୋନା ଭୁତାଣୁ ସଂକ୍ରମିତ: ଗୋଟିଏ ଦିନରେ ୨୪୨ ମୃତ

ବେଜିଂ, ୧୩।୨: ଚାଇନାରେ କରୋନା ମହାମାରୀ ରୂପ ନେଇଛି। ଦେଶର ୩୧ଟିରୁ ଅଧିକ ସହରରେ ସନ୍ଦିଗ୍ଧଙ୍କ ସଂଖ୍ୟା କ୍ରମାଗତ ବଢୁଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ...

Advertisement


Archives

Model This Week