ନାଇଜେରିଆରେ ବନ୍ୟା: ୧୩ ଲକ୍ଷରୁ ଅଧିକ ବେଘର…

ଅବୁଜା,୧୭।୧୦ : ପ୍ରବଳ ବନ୍ୟା ଯୋଗୁଁ ନାଇଜେରିଆ ଅନାହାର ଏବଂ ଭୟଙ୍କର ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ବର୍ଷା ଯୋଗୁଁ ହୋଇଥିବା ବନ୍ୟାରେ ୬୦୦ ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ଲକ୍ଷ ଲକ୍ଷ ଲୋକ ବାସହୀନ ହୋଇଛନ୍ତି। ଦେଶର ମାନବିକତା ମନ୍ତ୍ରଣାଳୟ ଟୁଇଟର କହି କହିଛି ଯେ ବନ୍ୟା ଯୋଗୁଁ ୧୩ ଲକ୍ଷରୁ ଅଧିକ ଲୋକ ବେଘର ହୋଇଯାଇଛନ୍ତି। ସେମାନେ ଗଛ ତଳେ ଅବା ଅନ୍ୟ ଆଶ୍ରୟସ୍ଥଳରେ ରହୁଛନ୍ତି।

ମାନବିକ ବ୍ୟାପାର ମନ୍ତ୍ରୀ ସାଦିଆ ଉମର ଫାରୁକ କହିଛନ୍ତି ବନ୍ୟାରେ ୮୨,୦୦୦ରୁ ଅଧିକ ଘର ନଷ୍ଟ ହୋଇଯାଇଛି। ଏଥି ସହିତ ପ୍ରାୟ ୨୭୨,୦୦୦ ଏକର ଫସଲ ନଷ୍ଟ ହୋଇଯାଇଛି। ଜାତୀୟ ଜରୁରୀକାଳୀନ ପରିଚାଳନା ଏଜେନ୍ସି ଅନୁଯାୟୀ ଅଗଷ୍ଟରେ ବନ୍ୟା ପରିସ୍ଥିତି ଆରମ୍ଭ ହୋଇଥିଲା। ମିଳିତ ଜାତିସଂଘର ଖାଦ୍ୟ ଏବଂ କୃଷି ସଂଗଠନ କହିଛି ଯେ ନାଇଜେରିଆ ଭୋକର ସମ୍ମୁଖୀନ ହେଉଛି।

ଏନେଇ ବିଶ୍ୱର ଅନ୍ୟ ରାଷ୍ଟ୍ର ସହାୟତାର ହାତ ବଢ଼ାଇବା ଜରୁରୀ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗସ୍ତରେ ପ୍ରଭାତୀ ପରିଡ଼ା, ବାପାଙ୍କ ଅଧୁରା କାମକୁ ସମ୍ପୂର୍ଣ କରିବି କହି….

କେସିଙ୍ଗା,୯।୨(ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  । ଭୁବନେଶ୍ବରରୁ ବିବାନ ଯୋଗେ ଉତ୍କେଲା ଏୟାର ଷ୍ଟିପରେ ସୋମବାର ପୂର୍ବାହ୍ନ ୧୦.୩୦…

ପାକିସ୍ତାନକୁ ୪୪୦ ଭୋଲ୍ଟର ଝଟ୍‌କା ଦେଲା ICC: ସବୁ ସର୍ତ୍ତ ପ୍ରତ୍ୟାଖାନ

ନୂଆଦିଲ୍ଲୀ,୯।୨: ଟି୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମ୍ୟାଚ ପାଖେଇ ଆସୁଛି। ଏହା ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (PCB)…

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri