ଇରାନରେ ବନ୍ୟା ନେଲାଣି ୨୨ ଜୀବନ

ତେହରାନ,୨୬।୭: ଲଗାଣ ବର୍ଷା ଯୋଗୁ ସାଉଥର୍ନ ଇରାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗଣମାଧ୍ୟମ ରିପୋର୍ଟ ଅନୁସାରେ ବନ୍ୟାରେ ବର୍ତ୍ତମାନ ସୁଦ୍ଧା ୨୨ ଜଣଙ୍କ ମୃତ୍ୟୁ ଘଟିଛି। ବର୍ଷା କାରଣରୁ ରାଉଡବଲ ନଦୀର ଜଳସ୍ଥର ବୃଦ୍ଧି ପାଇବା ଦ୍ୱାରା ସ୍ଥାନୀୟ ଅଞ୍ଚଳରେ ବନ୍ୟା ପାଣି ମାଡି ଆସିଥିବା ସିଟି ଗଭର୍ନର ୟୁସେଫ୍‌ କାରେଗାର କହିଛନ୍ତି। ବନ୍ୟାରେ ଫସିରହିଥିବା ୫୫ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୬ ଜଣ ଏବେବି ନିଖୋଜ ଥିବା ଜଣାପଡିଛି। ଏନେଇ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। ବନ୍ୟାରେ ୧୦ରୁ ଊର୍ଦ୍ଧ୍ୱ ଗ୍ରାମ ପ୍ରଭାବିତ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

ଏମିତି କାମ କରି ପ୍ରଶଂସା ସାଉଁଟିଲେ ବସନ୍ତ: ଜିଲାପାଳଙ୍କ ଅଭିଯୋଗ ଶୁଣାଣିବେଳେ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଚାଲିଥିବାବେଳେ ଦେଖିବାକୁ ମିଳିଛି ଏକ ନିଆରା ଘଟଣା। ଲୋକଙ୍କ…

ଅଘଟଣ; ପାଣିରେ ବୁଡି ୨ ବର୍ଷର ଶିଶୁ, ବିଷ ପିଇ ଚତୁର୍ଥ ଶ୍ରେଣୀ ଛାତ୍ର ମୃତ

ହାଟଡିହି/ଛେନାପଦୀ/ଆନନ୍ଦପୁର,୨୫।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ସୋସୋ ଥାନା ଥାନା ଅଞ୍ଚଳରେ ଗତ ରବିବାର ଦୁଇଟି ଦୁଃଖଦ ଘଟଣା ଘଟିଛି । ପୋଡାସିଙ୍ଗିଡ଼ି…

ଶୀଘ୍ର ଭରିଦିଅନ୍ତୁ ପେଟ୍ରୋଲ-ଡିଜେଲ, ପ୍ରତି ଲିଟର ପିଛା ବଢିଯିବ ଏତେ ଟଙ୍କା! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ, ୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନାରେ ସକାରାତ୍ମକ ଅଗ୍ରଗତି ହୋଇଛି। ଏହା ବଜାରରେ ଆଶା ସୃଷ୍ଟି କରିଛି ଯେ ଗତ ତିନି…

ବଢୁଥିବା ପେଟ୍ରୋଲ-ଡିଜେଲ ଦର ଉପରେ ନିର୍ମଳା ସୀତାରାମନ୍‌ଙ୍କ ବଡ଼ ବୟାନ, କହିଲେ ଆଗକୁ…

ନୂଆଦିଲ୍ଲୀ, ୨୫।୫: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ସୋମବାର କହିଛନ୍ତି ଯେ ପେଟ୍ରୋଲ ଏବଂ ଡିଜେଲ ଉପରେ ଉତ୍ପାଦ ଶୁଳ୍କ ହ୍ରାସ କରିବା ଦ୍ୱାରା ପ୍ରାୟ ୧…

ପ୍ରଶାସନର ଅବହେଳା, ଭତ୍ତା ପାଇଁ ୮୨ ବର୍ଷର ବୃଦ୍ଧା ମା’କୁ ଭାରରେ ବୋହିଲେ ପୁଅ

ବନ୍ତ,୨୫।୫(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ସମ୍ମୁଖରେ ସୋମବାର ମଧ୍ୟାହ୍ନରେ ଗଣଧାରଣାର ତୃତୀୟ ଦିନରେ ଏକ ଚକିତ ଘଟଣା ଦେଖିବାକୁ ମିଳିଛି…

ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇଲେ ଦେବାଶିଷ! ଖୋଲାଖୋଲି ଭାବେ କହିଲେ ମୁଁ ଏହି ଦିଳକୁ ଯିବି…

ଭୁବନେଶ୍ୱର, ୨୫।୫: ବରିଷ୍ଠ ବିଜୁ ଜନତା ଦଳ ନେତା ଏବଂ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ତାଙ୍କୁ ନବୀନ…

କାଳବୈଶାଖୀର କରାଳ ରୂପ: ଭାଙ୍ଗିଗଲା ଧନୁଯାତ୍ରା ତୋରଣ, ପାଣିରେ ମିଶିଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ରେ ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ଝଡବତାସ ହୋଇଥିଲା। ଏହାର ପ୍ରଭାବରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri