ହାତୀନଦୀରେ ବନ୍ୟା: ଚାଷଜମି ଜଳମଗ୍ନ

ଭବାନୀପାଟଣା,୮ା୮(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଜାରିରହିଛି। ଏପରିସ୍ଥଳେ ଉପରମୁଣ୍ଡରେ ପ୍ରବଳ ବର୍ଷା ଓ ମଙ୍ଗଳପୁର ବ୍ୟାରେଜରୁ ୨ଟି ଗେଟ୍‌ ଖୋଲିବା ପରେ ରବିବାର ବିଳମ୍ବିତ ରାତିରୁ ତଳମୁଣ୍ଡରେ ଥିବା ଜୁନାଗଡ଼ ସହର ନିକଟିସ୍ଥ ହାତୀନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ନଦୀ କୂଳରେ ରହୁଥିବା ଗ୍ରାମବାସୀଙ୍କ ମଧ୍ୟରେ ଭୟର ବାତାବରଣ ଦେଖିବାକୁ ମିଳିଛି। ସେହିପରି ସେଠାରେ ଥିବା ଚାଷ ଜମିଗୁଡିକ ମଧ୍ୟ ଜଳମଗ୍ନ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଚାଷୀଙ୍କ ମଧ୍ୟରେ ଆଶଙ୍କା ସୃଷ୍ଟି ହୋଇଛି। ଅନ୍ୟପକ୍ଷରେ ଚଳିତ ବର୍ଷ ହାତୀନଦୀର ଏହା ସବୁଠୁ ବଡ଼ ବନ୍ୟା ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଚେତନ ନାଗରିକ ଫୋରମର ଦାବି: ପ୍ରକଳ୍ପ ପାଇଁ ସଙ୍କୁଚିତ ନ ହେଉ ଭାଗୀରଥି ସାଗର

ଢେଙ୍କାନାଳ ଅଫିସ, ୧୧।୫- ଢେଙ୍କାନାଳବାସୀଙ୍କ ଐତିହ୍ୟ, ପରମ୍ପରା ଏବଂ ସଂସ୍କୃତି ସହିତ ଜଡ଼ିତ ଭାଗୀରଥି ସାଗର ସୁରକ୍ଷା ପାଇଁ ଅଣ୍ଟାଭିଡ଼ିଛି ସଚେତନ ନାଗରିକ ଫୋରମ୍‌। ରକ୍ଷଣାବେକ୍ଷଣ...

ସ୍ବାମୀଙ୍କ ଅସୁସ୍ଥତା ଦର୍ଶାଇ ମହିଳା ଠକିନେଲେ ୫୦ ଲକ୍ଷ ଟଙ୍କା: ଥାନାର ଦ୍ୱାରସ୍ଥ ହେଲେ ସ୍ବୟଂ ସହାୟକ ଗୋଷ୍ଠୀ ମହିଳା

ଭବାନୀପାଟଣା,୫।୬(ଡି.ଏନ୍‌.ଏ.) : ସ୍ବାମୀଙ୍କ ଅସୁସ୍ଥତା କାରଣ ଦର୍ଶାଇ ଜଣେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଠାରୁ ଲକ୍ଷାଧିକ ଟଙ୍କା ଠକେଇ କରି ଫେରାର ହୋଇଯାଇଥିଲେ। ଠକେଇ ଶିକାର...

ନିରାଡମ୍ବରରେ ପାଳନ ହେଲା ଶୀତଳଷଷ୍ଠୀ

ବଲାଙ୍ଗୀର ଅଫିସ, ୨୭ା୫-କରୋନା ମହାମାରୀ ଚଳିତବର୍ଷର ଶୀତଳଷଷ୍ଠୀ ପୂଜନୋତ୍ସବକୁ ଅନାକର୍ଷଣୀୟ କରିଦେଇଥିଲେ ମଧ୍ୟ ଭକ୍ତଙ୍କ ଆସ୍ଥାକୁ କମାଇ ପାରିନାହିଁ ା ବଲାଙ୍ଗୀରରେ କରୋନା ମହାମାରୀକୁ ଆଖି...

୪୦ ଲକ୍ଷ ତଣ୍ଡ ଗଣିଲେଣି ଖିଲାପକାରୀ

କଟକ ଅଫିସ,୧୩ା୬: ପର୍ଯ୍ୟାୟକ୍ରମେ ଚାଲିଛି ଲକ୍‌ଡାଉନ୍‌। ବିଭିନ୍ନ କଟକଣା ଭିତରେ ସାମାଜିକ କାର୍ଯ୍ୟକଳାପ ଜାରି ରହିଛି। କିନ୍ତୁ ଏସବୁ କଟକଣା ସହରବାସୀଙ୍କୁ କାଟୁ କରୁନାହିଁ। ମାସ୍କ...

ସହରୀ ଜାଗାକୁ କବ୍‌ଜା

ଅନୁଗୋଳ ଅଫିସ, ୧୩।୩ :  ଅନୁଗୋଳ ସହରର ବିଭିନ୍ନ ବସ୍ତିରେ ବସବାସ କରୁଥିବା ଲୋକଙ୍କୁ ଜାଗା ମିଶନରେ ସାମିଲ କରାଯାଇ ସ୍ଥାୟୀ ପଟ୍ଟା ପ୍ରଦାନ କରାଯାଉଛି।...

୮ ଲକ୍ଷ ଟଙ୍କାର ଗୁଟ୍‌ଖା ଜବତ: ବ୍ୟବସାୟୀ ଗିରଫ

ରାୟଗଡ଼ା ଅଫିସ,୧ା୫(ଡି.ଏନ୍‌.ଏ): ଲକ୍‌ଡାଉନରେ ବେଧଡ଼କ ଚାଲିଛି ଗୁଟ୍‌ଖା ବେପାର। ରାୟଗଡ଼ା ଜିଲା ଗୁଣପୁର ଗୋଲା ସାହି ଠାରେ ଥିବା ଏକ ଗୋଦାମ୍‌ରେ ବିପୂଳ ପରିମାଣରେ ଗୁଟ୍‌ଖା...

୯ ଆସନ ପାଇଁ ଚାଲିଛି ଅଙ୍କକଷା

ଝାରସୁଗୁଡ଼ା ଅଫିସ,୧୫ା୨: ଝାରସୁଗୁଡ଼ା ଜିଲାରେ ୯ ଜିଲା ପରିଷଦ ଆସନ ରହିଥିବା ବେଳେ ବିଭିନ୍ନ ରାଜନୈତିକ ଦଳରୁ ସମୁଦାୟ ୩୩ଜଣ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ଜିଲାରେ...

ଚୌଧୁରୀଟିକରପଡାକୁ ଶଟ୍‌ଡାଉନ୍‌ କଲା ପ୍ରଶାସନ

ଦିଗପହଣ୍ଡି,୨୮ା୫(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ଚୌଧୁରୀଟିକରପଡ଼ା ସରପଞ୍ଚ ସଞ୍ଜୁକ୍ତା ଚଣ୍ଡଙ୍କ ଅନୁରୋଧକ୍ରମେ ସମଗ୍ର ପଞ୍ଚାୟତକୁ ପ୍ରଶାସନ ପକ୍ଷରୁ ଗୁରୁବାର ସନ୍ଧ୍ୟାରେ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ପଞ୍ଚାୟତ ଅଧୀନ...

Advertisement
Archives

Model This Week