ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍‌

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ପାଇଁ ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଛି। ଫଳରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମପାର୍ଶ୍ୱର ୮ ଓ ଦକ୍ଷିଣ ପାର୍ଶର ୪ଟି ମିଶି ମୋଟ୍‌ ୧୨ଟି ସ୍ଲୁଇସ୍‌ ଗେଟ୍‌ ଜରିଆରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ବର୍ତ୍ତମାନ ପୂର୍ବାହ୍ନ ସାଢ଼େ ୯ଟା ସମୟରେ ପ୍ରାପ୍ତ ସୂଚନା ଜଳଭଣ୍ଡାରର ଜଳସ୍ତର ୬୧୩.୮୭ ଫୁଟକୁ ବୃଦ୍ଧି ପାଇଥିବା ବେଳେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୨ ଲକ୍ଷ ୨୦ ହଜାର ୭୭୮ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଛି। ଅପରପକ୍ଷରେ ଜଳଭଣ୍ଡାରରୁ ପ୍ରତି ସେକେଣ୍ଡରେ ହାରାହାରି ମୋଟ୍‌ ୨ ଲକ୍ଷ ୧୪ ହଜାର ୯୦୪ ଘନଫୁଟ ଜଳ ନିଷ୍କାସିତ ହେଉଛି। ସେଥିମଧ୍ୟରୁ ୧୨ଟି ସ୍ଲୁଇସ୍‌ ଗେଟ୍‌ ଜରିଆରେ ୧ ଲକ୍ଷ ୮୨ ହଜାର ୧୬୦ ଘନଫୁଟ ଏବଂ ବିଭିନ୍ନ କେନାଲ, ପାଓ୍ବାର ଚ୍ୟାନେଲ ଓ ଶିଳ୍ପଭିତ୍ତିକ ବ୍ୟବହାର ମାଧ୍ୟମରେ ମୋଟ୍‌ ୩୨,୫୧୫ ଘନଫୁଟ ଜଳ ନିଷ୍କାସିତ ହେଉଛି।

8 Gates Of Odisha's Hirakud Dam Opened To Release Excess Water Amid Heavy Rain – Dinalipi News | Latest Odisha News, Breaking News Today

ଅପରପକ୍ଷରେ ହୀରାକୁଦ ଜଳଭଣ୍ଡାର ନିୟନ୍ତ୍ରଣ କକ୍ଷରୁ ପ୍ରାପ୍ତ ସୂଚନା ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ହୀରାକୁଦ ଜଳଭଣ୍ଡାର ରଉପରମୁଣ୍ଡରେ ୩୫.୯୫ ମି.ମି ଓ ତଳ ମୁଣ୍ଡରେ ୧୬.୭୧ ମି.ମି. ବର୍ଷା ରେକର୍ଡ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ମରଣକୁ ଡାକୁଛି ଆ’…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲୀ ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିବା ଦେଖିବାକୁ…

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଲେ ୪ ଛାତ୍ର

ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା…

କୂଳା ନାଳରେ ଭାସିଗଲେ ବୃଦ୍ଧ: ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀର ଉଦ୍ୟମ

ମହାକାଳପଡ଼ା, ୯।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଟିକରପଙ୍କା ପଞ୍ଚାୟତର ଟିକରପଙ୍କା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର…

ପିଣ୍ଡି ନିର୍ମାଣ ପ୍ରସଙ୍ଗ: ବିନା ସୂଚନା ଫଳକରେ ଚାଲିଛି କାମ, ସରପଞ୍ଚଙ୍କ ଭୂମିକାକୁ ନେଇ ପ୍ରଶ୍ନ

ରିଷିଡ଼ା, ୯।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅଧୀନ ହାଇସ୍କୁଲ ବଜାର ପଡ଼ିଆରେ ବିନା ସୂଚନା ଫଳକରେ ପିଣ୍ଡି ନିର୍ମାଣ କାମ…

ରୋଜଗାର ଦେଇଛି ଶ୍ରାବଣ ଛତୁ: କିଲୋ ପିଛା ୫ ଶହ ଟଙ୍କା ପର୍ଯ୍ୟନ୍ତ ବିକ୍ରି, ବଢୁଛି ଚାହିଦା

ଦାରିଙ୍ଗବାଡ଼ି, ୯।୮ (ଅରୁଣ ସାହୁ): ଏବେ ଚାଲିଛି ଶ୍ରାବଣ ମାସ। ଶ୍ରାବଣ ବର୍ଷା ମଧ୍ୟ ଛାଡ଼ିବାର ନାଁ ଧରୁନାହିଁ। ଏଭଳି ପରିସ୍ଥିତିରେ ଶ୍ରମିକ ଶ୍ରେଣୀର ଲୋକଙ୍କ ପାଇଁ…

ଘର ଭାଙ୍ଗିଦେଇଛି ପ୍ରଶାସନ, ହସ୍ପିଟାଲରେ ମୃତଦେହ

ବଲାଙ୍ଗୀର,୯।୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକର ତବଲବାଞ୍ଜି ଗାଁରେ ବିସ୍ଥାପନର ଏକ କରୁଣ ଚିତ୍ର ଲୋକଲୋଚନକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଆହତ…

Mettle Meet 2026: ଆଜି ଗ୍ରାଣ୍ଡ୍‌ ଫିନାଲେ, ମୁହାଁମୁହିଁ ହେବେ ୮ ଲେଖାଏ ଟିମ୍‌

ଭୁବନେଶ୍ୱର,୯।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି…

୩୮ ଏମ୍‌ଓୟୁ ସ୍ବାକ୍ଷରିତ: ଓଡ଼ିଶାକୁ ୬୬,୩୯୨ କୋଟି ପୁଞ୍ଜିନିବେଶ ପ୍ରସ୍ତାବ

ଭୁବନେଶ୍ୱର,୯।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଓଡ଼ିଶାର ଦୁଇ ଦିନିଆ ନିବେଶ ଅଭିଯାନ ଶନିବାର ବିପୁଳ ସମ୍ଭାବନା ସହିତ ସମାପ୍ତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri