ହୀରାକୁଦ ଡ୍ୟାମ୍‌ର ୮ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୩୧।୭(ବ୍ୟୁରୋ): ଶୁକ୍ରବାର ସନ୍ଧ୍ୟା ୬ଟା ସୁଦ୍ଧା ମିଳିଥିବା ରିପୋର୍ଟ ଅନୁସାରେ ହୀରାକୁଦ ଡ୍ୟାମ୍‌ର ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ଜଳଭଣ୍ଡାରର ଜଳସ୍ତର ୬୦୫.୧୦ ଫୁଟ୍‌ ରହିଛି। ବାମ ପାର୍ଶ୍ୱର ୫ ଓ ଡାହାଣ ପାର୍ଶ୍ୱର ୩ ଗେଟ୍‌ ଖୋଲା ରହିଛି। ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୫୧ ହଜାର ୨୨୮ କ୍ୟୁସେକ ଜଳ ପ୍ରବେଶ କରୁଛି। ସେହିପରି ୧ ଲକ୍ଷ ୩୭ ହଜାର ୬୧୫ କ୍ୟୁସେକ ଜଳ ନିଷ୍କାସନ ହେଉଛି। ୮ ଗେଟ ଦେଇ ୧ ଲକ୍ଷ ୧୫ ହଜାର ୫୭୬, ପାୱାର ଚ୍ୟାନେଲ ୧୮ ହଜାର ୨୧୨, ଶିଳ୍ପାଞ୍ଚଳ ୨୭୨, ଚାଷ ପାଇଁ ବିଭିନ୍ନ କେନାଲରେ ୩୫୫୫ କ୍ୟୁସେକ ଜଳ ନିଷ୍କାସନ ହେଉଛି। ବେଲଗାଁରେ ୨୧ ହଜାର, ପର୍ଥଲାରେ ୩୨ ହଜାର ୬୯, ଖଇରମାଲରେ ୧ ଲକ୍ଷ ୯୮ ହଜାର, ବରମୁଲାରେ ୨ ଲକ୍ଷ ୪୨ ହଜାର ଓ ମୁଣ୍ଡଳୀରେ ୨ ଲକ୍ଷ ୩୬ ହଜାର ୧୯୨ କ୍ୟୁସେକ ଜଳ ପ୍ରବାହିତ ହେଉଛି। ଉପର ମୁଣ୍ଡରେ ୧୨.୬୫, ତଳ ମୁଣ୍ଡରେ ୨୦.୫୩ ମିମି ବର୍ଷା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲଙ୍କ ପରଲୋକ, ସେଉଲ ଅଲିମ୍ପିକ୍ସରେ କରିଥିଲେ ପ୍ରତିନିଧିତ୍ୱ

ନୂଆଦିଲ୍ଲୀ, ୨୬ା୫: ଭରତର ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲ ମୀନାଙ୍କ ପରଲୋକ ଘଟିଛି। ସେ ୧୯୮୮ ସେଉଲ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ…

ମମତାଙ୍କ ବିରୋଧରେ FIR; ବଢ଼ିଲା ଅଡୁଆ!

କୋଲକାତା,୨୬।୫: ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ସିଲିଗୁଡ଼ି ସାଇବର ପୋଲିସ…

ନିର୍ଦ୍ୱନ୍ଦରେ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହେଲେ ଅରୁଣ କୁମାର ପଣ୍ଡା, କହିଲେ କୃଷକ ସମସ୍ତ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଆତ୍ମା (କୃଷିବୈଷୟିକ କମିଟି)ର ନିର୍ବାଚନ ମଙ୍ଗଳବାର କୃଷି କାର୍ଯ୍ୟାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୨୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri