ଚିଖିଲିକୁ ପଶିଲା ବନ୍ୟାଜଳ:  ଚାଷଜମି ଜଳମଗ୍ନ

ବରଗଡ଼,୧୬।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ମହାନଦୀର ଜଳପତ୍ତନ ବୃଦ୍ଧି ସାଙ୍ଗକୁ ହୀରାକୁଦ ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଇଛି । ଏଭଳିସ୍ଥଳେ ହୀରାକୁଦ ଜଳଭଣ୍ଡାରର ସୀମାବର୍ତ୍ତୀ ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ଗ୍ରାମକୁ ବନ୍ୟାଜଳ ପଶିଛି । ଗ୍ରାମର ସ୍କୁଲ  ନିକଟରେ ଶନିବାର ସକାଳ  ସୁଦ୍ଧା ବନ୍ୟାଜଳ ପଶି ସାରିଛି । ତେବେ ହୀରାକୁଦ ଜଳଭଣ୍ଡାରର ଅଧିକ ଗେଟ ଖୋଲା ନ ଗଲେ କିମ୍ବା ଉପରମୁଣ୍ଡରେ ଅଧିକ ବର୍ଷା ହେଲେ ଚିଖିଲି ଗ୍ରାମ ଜଳମଗ୍ନ ହେବାର ଆଶଙ୍କା ଦେଖାଯାଇଛି ।
ଅନ୍ୟପକ୍ଷରେ ଇତିମଧ୍ୟରେ ଚିଖିଲି ସମେତ ଅନ୍ତରାଡି, ବେନିଆପାଲି ଆଦି ଆଖପାଖ ଅଞ୍ଚଳର ଶହ ଶହ ହେକ୍ଟର ଚାଷଜମି ଜଳମଗ୍ନ ହୋଇ ସାରିଛି । ଫଳରେ ଧାନ, ପରିବା ଆଦି ଫସଲ ପ୍ରଭାବିତ ହୋଇଛି । ସେହିପରି କୁଶମୁଦା ବ୍ରିଜ ଉପରେ ବନ୍ୟାଜଳ ପ୍ରବାହିତ ଯୋଗୁ ଅମ୍ବାଭୋନା-ଡୁଙ୍ଗୁରି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ଛତିଶଗଡର ସରଗୁଜା, ଗାଙ୍ଗରେଲ, ସାରାଡିହି, କଲାମ ଆଦି ବ୍ୟାରେଜରୁ ମହାନଦୀକୁ ମାତ୍ରାଧିକ ବନ୍ୟାଜଳ ନିଷ୍କାସନ ଯୋଗୁ ଏଭଳି ସ୍ଥିତି ଉପୁଜିଥିବା  କୁହାଯାଉଛି ।

Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri