ବରଣ୍ଡୁଆ-ସୁଦର୍ଶନପୁର ରାସ୍ତାରେ ବନ୍ୟାଜଳ

ବାସୁଦେବପୁର, ୨୦ା୯(ଡି.ଏନ.ଏ.)- ଗମେଈ ନଦୀରେ ବନ୍ୟା ଆସିବା ଫଳରେ ନଦୀ ସଂଲଗ୍ନ ବ୍ୟାପକ ଅଞ୍ଚଳ ଜଳମଗ୍ନ ହୋଇପଡ଼ିବା ସହ ଧାନଫସଲ ଉପରେ ୪ ଫୁଟରୁ ଊର୍ଦ୍ଧ୍ୱ ବନ୍ୟାଜଳ ପ୍ରବାହିତ ହେଉଛି। ଏହି ନଦୀ ସଂଲଗ୍ନ ଅଞ୍ଚଳ ଦେଇ ଯାଇଥିବା ବରଣ୍ଡୁଆ-ସୁଦର୍ଶନପୁର ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା ରାସ୍ତାରେ ୩ ଫୁଟରୁ ଊର୍ଦ୍ଧ୍ୱ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଯାତାୟାତ ଠପ୍‌ ହୋଇଛି। ପଣ୍ଡାଶୁଣି ପାଟ ଓ ପୋଲ ନିକଟରେ ରାସ୍ତାରେ ଘାଇ ମଧ୍ୟ ହୋଇଛି। ବନ୍ୟାପାଣି ବଢ଼ୁଥିବାରୁ ଏହି ରାସ୍ତାରେ ଯାତାୟାତ ଅତ୍ୟନ୍ତ ବିପଦପୂର୍ଣ୍ଣ ହୋଇପଡ଼ିଛି। ସୁଦର୍ଶନପୁର ଗ୍ରାମର ମଳିକସାହୀର କେତୋଟି ଘର ମଧ୍ୟ ଜଳବନ୍ଦୀ ହୋଇ ରହିଛି। ବାସୁଦେବପୁର ବିଡିଓ ପ୍ରଣବ କୁମାର ବେହେରା ବନ୍ୟା କ୍ଷତିଗ୍ରସ୍ତ ପଞ୍ଚାୟତ ମଧ୍ୟ ବୁଲି ଦେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସୁସ୍ଥ ମାଈ ହାତୀର ମୃତ୍ୟୁ

କଟକ ଅଫିସ, ୩୦।୯: କଟକ ବାଙ୍କୀ ଅନ୍ତର୍ଗତ ବାଆଁରା କୂଆମଡ଼ା ଜଙ୍ଗଲରେ ଅସୁସ୍ଥ ମାଈ ହାତୀର ସୋମବାର ମୃତ୍ୟୁ ଘଟିଛି। ହାତୀଟି ୫ ଦିନ ହେବ...

ବିଜେଡିରୁ ନିଲମ୍ବନ ସଂକ୍ରାନ୍ତ ଚିଠି ଆସିନି: ବାଚସ୍ପତି

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରି ସମ୍ପର୍କରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ସୂଚନା ଦେଇଛନ୍ତି। ଖୋର୍ଦ୍ଧା ଏସ୍‌ପିଙ୍କ ଏ ସଂକ୍ରାନ୍ତ ଚିଠି ବିଧାନସଭାକୁ...

ବ୍ରାଉନସୁଗାର କାରବାରରେ ମହିଳା

ପୁରୀ ଅଫିସ, ୧୧। ୧୦: ପୁରୀ ସହରରେ ବେଆଇନ ନିଶା କାରବାର ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଗତ କିଛିଦିନ ହେବ ବ୍ରାଉନସୁଗାର କାରବାର ବଢିଛି।...

CORONAVIRUS UPDATE: ରାଜ୍ୟରେ ପୁଣି ୧୪୭୦ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୯୦୧୧୬ରେ ପହଞ୍ଚିଲା

ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୪୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୦୧୧୬ରେ ପହଞ୍ଚିଛି।...

ଭଦ୍ରକରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବି: ଦ୍ୱିତୀୟ ଦିନରେ କ୍ରିୟାନୁଷ୍ଠାନ କମିଟିର ଧାରଣା

ଭଦ୍ରକ ଅଫିସ,୧୨।୨- ଭଦ୍ରକ ବିଧାୟକ ସଞ୍ଜିବ ମଲିକଙ୍କ ବାସଗୃହ ସମ୍ମୁଖରେ ଶୁକ୍ରବାର ପ୍ରତିକ ଧାରଣା ଦିଆଯାଇଛି। ଏହି ଧାରଣା ଆଗାମୀ ଦିନରେ ଜିଲାର ଅନ୍ୟ ବିଧାୟକଙ୍କ...

ଅବଧି ୧୦ ଦିନ ବୃଦ୍ଧି ପାଇଁ ୟୁଜିସିକୁ ଅନୁରୋଧ

ଭୁବନେଶ୍ୱର, ୨।୯(ବ୍ୟୁରୋ): ୟୁଜି ଓ ପିଜି ଶେଷ ସେମିଷ୍ଟର ପରୀକ୍ଷା ସେପ୍ଟେମ୍ବର ୩୦ ସୁଦ୍ଧା ସାରିବାକୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ ଧାର୍ଯ୍ୟ କରାଯାଇଛି।...

ନେତାଜୀ ଜୟନ୍ତୀରେ ଥାଇଲାଣ୍ଡରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ଓଡ଼ିଆ ପୁଅ ସତ୍ୟ

ବ୍ୟାଙ୍କକ୍‌/ଭୁବନେଶ୍ୱର,୨୩ା୧(ବ୍ୟୁରୋ): ସ୍ବାଧୀନତା ସଂଗ୍ରାମର କର୍ଣ୍ଣଧାର, ମହାନ ଦେଶପ୍ରେମୀ, ତେଜସ୍ବୀ ଜନନାୟକ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀରେ ଓଡ଼ିଶା ମାଟିର ପୁଅ ସତ୍ୟ ସୂତାର ଥାଇଲାଣ୍ଡରେ...

କେନ୍ଦୁଝର ଜିଲାର ୩ ହାଇସ୍କୁଲକୁ ଅପ୍‌ଗ୍ରେଡ୍‌

କେନ୍ଦୁଝର,୨୫ା୭(ସ୍ବ.ପ୍ର.): କେନ୍ଦୁଝର ଜିଲାର ୩ଟି ହାଇସ୍କୁଲକୁ ଅପ୍‌ଗ୍ରେଡ୍‌ କରି ନୂତନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ଯୁକ୍ତ ୨ କଳା)ରେ ପରିଣତ କରାଯାଇଛି। ଓଡ଼ିଶା ସ୍କୁଲ ଏଜୁକେଶନ...

Advertisement
Archives

Model This Week