ଆରମ୍ଭରୁ ଫ୍ଲପ୍‌, ତା’ ପରେ..

ନୋରା ଫତେହି ୨୦୧୪ରେ ବଲିଉଡ୍‌ରେ ଏଣ୍ଟ୍ରି କରିଥିଲେ। ଫିଲ୍ମଟି ଥିଲା ‘ରୋର୍‌ : ଟାଇଗର୍‌ସ ଅଫ୍‌ ଦ ସୁନ୍ଦରବନସ୍‌’। ହେଲେ ଏହାକୁ ନେଇ ତାଙ୍କର ଯେଉଁ ଆଶା ଥିଲା ତାହା ପାଣି ଫୋଟକା ପରି ମିଳେଇ ଯାଇଥିଲା। ଅର୍ଥାତ୍‌ ପ୍ରଥମ ଫିଲ୍ମଟି ବକ୍ସ ଅଫିସରେ ଫ୍ଲପ୍‌ ସାବ୍ୟସ୍ତ ହୋଇଥିଲା। କିନ୍ତୁ ଏଥିରେ ଭାଙ୍ଗି ପଡ଼ି ନ ଥିଲେ ନୋରା। ଆରମ୍ଭରୁ ବିଫଳତାର ସ୍ବାଦ ଚାଖିଥିଲେ ମଧ୍ୟ ନିଜ ମାନସିକ ସ୍ତରକୁ ଦୃଢ଼ ରଖିଥିଲେ। ଏ ନେଇ ନୋରା କହନ୍ତି, ‘ମୋର ଡେବ୍ୟୁ ସିନେମା ଫ୍ଲପ୍‌ ହୋଇଥିଲା। ତା’ପରେ ମୁଁ ଟିକେ ନିରାଶ ହୋଇଥିଲି। କିନ୍ତୁ ଏହି ଫ୍ଲପ୍‌ ଫିଲ୍ମ ମୋ ପାଇଁ ଶୁଭପ୍ରଦ ସାବ୍ୟସ୍ତ ହୋଇଥିଲା ବୋଲି କହିବି। ଏହାପରେ ମୋତେ ବ୍ୟାକ୍‌-ଟୁ-ବ୍ୟାକ୍‌ ଆଠଟି ଅଫର ମିଳିଥିଲା। ମୁଁ ମାନୁଛି, ମୁଁ ନିଜକୁ ନାୟିକା ଦୌଡରେ ସାମିଲ କରିପାରିନାହିଁ। ହେଲେ ଏ ନେଇ ମୁଁ ମନ ଦୁଃଖ କରୁନାହିଁ। ବଲିଉଡ୍‌ରୁ ମୁଁ ଏ ପର୍ଯ୍ୟନ୍ତ ଯାହା ପାଇଛି ତାହା ମୋ ପାଇଁ ଯଥେଷ୍ଟ। କାରଣ ମୁଁ ବଡ଼ ଆଶା ନେଇ ଆସିନାହିଁ। ଦର୍ଶକଙ୍କ ଭଲ ପାଇବା ମୋ ପ୍ରତି ରହିଛି। ତାହା ଯେତେଦିନ ପର୍ଯ୍ୟନ୍ତ ଥିବ ସେତେଦିନ ପର୍ଯ୍ୟନ୍ତ ମୁଁ ବଲିଉଡ୍‌ରେ ତିଷ୍ଠି ରହିଥିବି।’


Enter your email to get our daily news in your inbox.

All Right Reserved By Dharitri.Com

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ: ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେଲେ ପତ୍ନୀ ହେମା ମାଳିନୀ

ନୂଆଦିଲ୍ଲୀ,୨୫।୫: ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ପ୍ରଦାନ କରାଯାଇଛି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହେମା ମାଲିନୀଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଧର୍ମେନ୍ଦ୍ରଙ୍କ…

ମା’ ନୁହେଁ, ପ୍ରଶଂସା ସାଉଁଟିଲେ ଆରାଧ୍ୟା

ଶେଷରେ ପୂର୍ବତନ ମିସ ୱାଲର୍‌ଡ ଐଶ୍ୱର୍ଯ୍ୟା ରାୟଙ୍କ କାନ୍ସ ୨୦୨୬ ଲୁକର ଫଟୋ ଆସିଛି। ଐଶ୍‌ ରେଡ କାର୍ପେଟରେ ଗୋଲାପୀ ଗାଉନ ଲୁକ ସହିତ ସମସ୍ତଙ୍କ ହୃଦୟ…

ଲୁଚିଛପି ବିବାହ କରିଦେଲେ କି କଙ୍ଗନା: ମଙ୍ଗଳସୁତ୍ର ପିନ୍ଧି…

ହିମାଚଳ ପ୍ରଦେଶର ମଣ୍ଡିର ଭାଜପା ଏମ୍‌ପି ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ଏକ ଭିନ୍ନ ଲୁକ୍‌ରେ ଦେଖାଯାଇଛି। ଅଭିନେତ୍ରୀ ବିବାହିତ ମହିଳାଙ୍କ ପରି ବେକରେ ମଙ୍ଗଳସୁତ୍ର,…

କେତେ ପଢିଛନ୍ତି ଶାହରୁଖ ଖାନଙ୍କ ଝିଅ: ବାପାଙ୍କ ସହ କରିବେ ଧମାଲ୍‌

ଯେତେବେଳେ ଷ୍ଟାର କିଡ୍ସଙ୍କ ପ୍ରସଙ୍ଗ ଉଠାଯାଏ, ପ୍ରଥମେ ଶାହରୁଖ ଖାନଙ୍କ ଝିଅ ସୁହାନାଙ୍କ ନାଁ ଆଗରେ ଆସେ। ସୁହାନା ତାଙ୍କର ଚମତ୍କାର ଲୁକ ପାଇଁ ପ୍ରାୟତଃ ସୋସିଆଲ…

ଫିଲ୍ମରେ ଅଭିନୟ କରୁଥିଲେ ଫେରାର କଏଦୀ: ୧୨ ବର୍ଷ ପରେ…

ଅହମ୍ମଦାବାଦ, ୨୨/୫ (ପି.ଟି.):ସିନେମା ଜଗତର ଚମକପ୍ରଦ ଦୁନିଆରେ ନିଜ ପରିଚୟ ଲୁଚାଇ ବୁଲୁଥିବା ଜଣେ କଏଦୀକୁ ଶେଷରେ ଗିରଫ କରିଛି ଗୁଜରାଟ ପୋଲିସ। ହତ୍ୟା ମାମଲାରେ ଆଜୀବନ…

୩୨ ବର୍ଷରେ ବି ଭର୍ଜିନ’ ଅଛନ୍ତି ସନା ମକବୁଲ! ବ୍ରେକଅପ ପରେ ଫ୍ୟୁଚର ପାର୍ଟନରକୁ ନେଇ ଏମିତି କହିଲେ ଅଭିନେତ୍ରୀ

ଟିଭି ଅଭିନେତ୍ରୀ ସନା ମକବୁଲ ବର୍ତ୍ତମାନ ଏକ ସାକ୍ଷାତକାର ପାଇଁ ଖବରରେ ଅଛନ୍ତି। ବିଗ ବସ ଓଟିଟି ୩ ଜିତିବା ପରେ, ସନା ଲଗାତାର ଭାବରେ ଶିରୋନାମାରେ…

ମାଲାମାଲ ହେଲେ ଜାହ୍ନବୀ: ‘ପେଡ୍ଡି’ ପାଇଁ ମିଳିଲା…

ଦକ୍ଷିଣ ସୁପରଷ୍ଟାର ରାମ ଚରଣ ତାଙ୍କ ଆଗାମୀ ଫିଲ୍ମ ‘ପେଡ୍ଡି’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହି ସ୍ପୋଟର୍‌ସ ଆକ୍ସନ-ଡ୍ରାମାରେ ସେ ଅଭିନେତ୍ରୀ ଜାହ୍ନବୀ କପୁରଙ୍କ ସହ ନଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri