ସ୍କ୍ରାପ୍‌ରେ ଫୁଲଗଛ ଷ୍ଟାଣ୍ଡ

ବ୍ରହ୍ମପୁର ଅଫିସ,୩୧ା୧୨: ନଷ୍ଟର ଶ୍ରେଷ୍ଠ ଉଦ୍ୟମକୁ ନେଇ ବ୍ରହ୍ମପୁର ଆଇଟିଆଇ ସର୍ବଦା ପ୍ରଶଂସାଭାଜନ ହୋଇଛି। ଏହି ମର୍ମରେ ଆଇଟିଆଇ ଛାତ୍ରୀଛାତ୍ର ଅବ୍ୟବହୃତ ସାମଗ୍ରୀକୁ ବ୍ୟବହାର କରି ବ୍ୟବହାର ଉପଯୋଗୀ ସାମଗ୍ରୀ ନିର୍ମାଣ କରିଛନ୍ତି। ଆଇଟିଆଇର ଫିଟର, ୱେଲଡର, ପେଣ୍ଟର ଓ ଇଲେକଟ୍ରିସିଆନ ଛାତ୍ରୀଛାତ୍ରମାନେ ପୁରୁଣା ସ୍କ୍ରାପ୍‌, ଭଙ୍ଗାକୋଠାରୁ ସଂଗ୍ରହ କରାଯାଇଥିବା ପୁରୁଣା ଲୁହାକୁ ବ୍ୟବହାର କରି ଫୁଲ ଗଛ ରଖିବା ନିମନ୍ତେ ଷ୍ଟାଣ୍ଡ ନିର୍ମାଣ କରିଛନ୍ତି। ଯାହା ଦେଖିବାକୁ ବେଶ୍‌ ଆକର୍ଷଣୀୟ ହୋଇଛି। ବର୍ତ୍ତମାନ ପ୍ରତି ଘରେ ଫୁଲ ଗଛ ରଖି ସୌନ୍ଦର୍ଯ୍ୟକରଣ ବୃଦ୍ଧି ମୁଖ୍ୟ ସ୍ରୋତ ପାଲଟିଛି। ଏପରିକି ଫୁଲ ରଖିବା ନିମନ୍ତେ ଷ୍ଟାଣ୍ଡର ବହୁଳ ଚାହିଦା ଦେଖିବାକୁ ମିଳିଛି। ଫଳରେ ଆଇଟିଆଇ ଛାତ୍ରୀଛାତ୍ରଙ୍କ ଦ୍ୱାରା ପ୍ରସ୍ତୁତ କରାଯାଇଥିବା ଏହି ଷ୍ଟାଣ୍ଡ ଫୁଲଗଛ ପ୍ରେମୀଙ୍କ ଆବଶ୍ୟକତାକୁ ପୂରଣ କରିବ ବୋଲି ଅଧ୍ୟକ୍ଷ ଡ.ରଜତ କୁମାର ପାଣିଗ୍ରାହୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

LPG କନେକ୍ସନ ଛାଡିଲେଣି ୬ ହଜାର ଲୋକ, ଏହି ଦିଗ ପ୍ରତି ବଢୁଛି ଆଗ୍ରହ, ଗ୍ୟାସ ସଙ୍କଟ ମଧ୍ୟରେ ସରକାର ଦେଲେ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୩: ସାରା ଦେଶରେ, ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG)ର 6,000 ଉପଭୋକ୍ତା ସ୍ବେଚ୍ଛାକୃତ ଭାବରେ ସେମାନଙ୍କର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ସଂଯୋଗ ଛାଡି ଦେଇଛନ୍ତି।…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri