Posted inଜାତୀୟ

ମହିଳା କୁସ୍ତିଯୋଦ୍ଧାଙ୍କ ଯୌନ ନିର୍ଯାତନା ଅଭିଯୋଗ ଉପରେ କିଛି କହିନଥିଲେ ସ୍ମୃତି ଇରାନୀ, ଆଉ ଏବେ…

ନୂଆଦିଲ୍ଲୀ,୧୦।୮: ଫ୍ଲାଇଙ୍ଗ କିସ୍‌ ବିବାଦ ଉପରେ ଗୁରୁବାର ଟିଏମସି ଏମ୍‌ପି ମହୁଆ ମୈଇତ୍ରା କହିଛନ୍ତି, ଯେତେବେଳେ ଭାରତୀୟ ଜନତା ପାର୍ଟି ଏମ୍‌ପିଙ୍କ ଉପରେ ଆମର କୁସ୍ତିଯୋଦ୍ଧା ଯୌନ ନିର୍ଯାତନା ଅଭିଯୋଗ ଆଣିଥିଲେ, ସେତେବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ କିଛି କହିନଥିଲେ। ଆଉ ଏବେ ଫ୍ଲାଇଙ୍ଗ କିସ୍‌ ଉପରେ କହୁଛନ୍ତି। ବୁଧବାର ସ୍ମୃତି ଇରାନୀ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଉପରେ ଏକ ଗୁରୁତର ଅଭିଯୋଗ ଆଣିଛନ୍ତି ଯେ, ସଂସଦରୁ ଯିବା ସମୟରେ ସେ ଫ୍ଲାଇଙ୍ଗ କିସ୍‌ର ଇସାରା କରିଛନ୍ତି। ଏହା ପରେ ବହୁ ମହିଳା ଭାଜପା ଏମ୍‌ପି ମଧ୍ୟ ରାହୁଲଙ୍କ ବିରୋଧରେ ଅଭିଯୋଗ କରିଛନ୍ତି। ବର୍ତ୍ତମାନ ଏହି ପ୍ରସଙ୍ଗରେ ଶାସକ ଦଳ ଏବଂ ବିରୋଧୀଙ୍କ ମଧ୍ୟରେ ଏକ ନୂଆ ବିବାଦ ଆରମ୍ଭ ହୋଇଛି, ଯେଉଁଠାରେ ଭାଜପା ରାହୁଲ ଗାନ୍ଧୀଙ୍କ ଉପରେ ଆକ୍ରମଣ କରୁଥିବାବେଳେ ଅନେକ ବିରୋଧୀ ଏମ୍‌ପି ରାହୁଲଙ୍କ ସମର୍ଥନରେ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ

ଅହମ୍ମଦାବାଦ,୨୫।୯: ଗୁଜରାଟର ଗାନ୍ଧୀନଗରସ୍ଥିତ ଏକ ସେସନ୍ସ କୋର୍ଟ ଗୁରୁବାର ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଆଦାନୀ ଏଣ୍ଟରପ୍ରାଇଜେସ ଦ୍ୱାରା ଦାଖଲ ଏକ ଆପରାଧିକ…

ବନ୍ଦ ହେବ ରାସାୟନିକ ପ୍ରକ୍ର୍ରିୟାକୃତ ପନିର ବିକ୍ରି

ନୂଆଦିଲ୍ଲୀ,୨୫।୯: ଖାଦ୍ୟ ଅପମିଶ୍ରଣ ଏବଂ ଖାଦ୍ୟ ପ୍ୟାକେଟ୍‌ରେ ବିଭ୍ରାନ୍ତିକର ଦାବି କରୁଥିବା କମ୍ପାନୀଗୁଡିକ ଉପରେ କାର୍ଯ୍ୟାନୁଷ୍ଠାନ କଡ଼ାକଡ଼ି କରିବା ଲକ୍ଷ୍ୟରେ ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ…

ବଡ଼ ଦାବି କଲେ ସୋନମ ୱାଙ୍ଗଚୁକ, କହିଲେ ପ୍ରଥମେ ଜେଲରେ ଭର୍ତ୍ତି କଲେ ଏବେ ଏନକାଉଣ୍ଟର….

ନୂଆଦିଲ୍ଲୀ,୨୫।୯: ଲଦାଖରେ ହୋଇଥିବା ହିଂସାକୁ ଗୁରୁବାର ଏକ ବର୍ଷ ପୂରିଛି । ଏହି ଅବସରରେ ଆନ୍ଦୋଳନକାରୀ ତଥା Leh Apex Body (LAB) ସହ ଜଡ଼ିତ ସୋନମ…

ଆଜିଠୁ କଂଗ୍ରେସର ଦେଶବ୍ୟାପୀ ଆନ୍ଦୋଳନ, ଜ୍ଞାନେଶଙ୍କୁ ଦେଶଦ୍ରୋହୀ ଆଖ୍ୟାଦେଲେ ରାହୁଲ

ନୂଆଦିଲ୍ଲୀ,୨୫।୯(ପି.ଟି.): ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାକୁ ନେଇ ନିର୍ବାଚନ ଆୟୋଗରେ ଗୁରୁତର ମତଭେଦ ସାମ୍ନାକୁ ଆସିଛି। ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?