ଜୟପୁର ସହରରେ ପ୍ରଥମଥର ଦେଖିବାକୁ ମିଳିଲା ଉଡ଼ନ୍ତା ସାପ, ବାଥରୁମ୍‌ରେ ପଶି…

ଜୟପୁର,୧୫ା୯(ପବନ ପାଣିଗ୍ରାହୀ): ପ୍ରଥମଥର ପାଇଁ ଜୟପୁର ସହରରେ ଉଡ଼ନ୍ତା ସାପ(Ornate Flying Snake)ଉଦ୍ଧାର କରାଯାଇଛି।
ସୋମବାର ସକାଳେ ସ୍ଥାନୀୟ ଗୌଡ଼ସାହିର ଜନୈକ ବ୍ୟକ୍ତିଙ୍କ ବାଥ୍‌ରୁମ୍‌ ଭିତରେ ଗୋଟିଏ ସାପ ପଶିଥିବା ନେଇ ସୂଚନା ପାଇବା ପରେ WARTEAMର ସଂସ୍ଥାପକ କୃଷ୍ଣ କେଶବ ଷଡ଼ଙ୍ଗୀ ଓ ତାଙ୍କ ସହଯୋଗୀ ଚନ୍ଦନ ଭିମିଡ଼ି ରୁବେନଙ୍କ ସହିତ ମିଶି ସମ୍ପୃକ୍ତ ବ୍ୟକ୍ତିଙ୍କ ଘରେ ପହଞ୍ଚି ଏହା ଏକ Ornate Flying Snake ଉଡ଼ନ୍ତା ଚିତି ସାପ ବୋଲି ଚିହ୍ନଟ କରି ସାପଟିକୁ ଉଦ୍ଧାର କରିଥିଲେ। ପରବର୍ତ୍ତୀ ସମୟରେ ଜୟପୁର ବନଖଣ୍ଡର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ସାପଟିକୁ ନିକଟସ୍ଥ ସୁରକ୍ଷିତ ସ୍ଥାନରେ ଛଡ଼ାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri