Posted inଜାତୀୟ

ଭୁଶୁଡ଼ିଲା ନିର୍ମାଣଧୀନ ଫ୍ଲାଇଓଭର

ଗୁରୁଗ୍ରାମ୍‌,୨୮।୩: ଏକ ନିର୍ମାଣଧୀନ ଫ୍ଲାଇଓଭର ରବିବାର ଗୁରୁଗ୍ରାମଠାରେ ଭୁଶୁଡ଼ି ପଡ଼ିବାରୁ ଜଣେ ଲୋକଙ୍କର ମୃତ୍ୟୁ ଘଟିଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୌଲତାବାଦ ନିକଟସ୍ଥ ଗୁରୁଗ୍ରାମ୍‌-ଦ୍ୱାରକା ଏକ୍ସପ୍ରେସ୍‌ ଓ୍ବେରେ ସକାଳ ୭ଟା ୩୦ ସମୟରେ ଏଭଳି ଘଟିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। କେତେକ ଲୋକ ଫ୍ଲାଇଓଭର ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ଘଟଣାସ୍ଥଳରେ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ଏବଂ ଉଦ୍ଧାରକାରୀ ଦଳ ପହଞ୍ଚି ଯୁଦ୍ଧକାଳୀନ ଭିର୍ତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri