FM College Case: ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ…

ଭୁବନେଶ୍ୱର,୧୩।୭: ବାଲେଶ୍ୱର ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଡ଼ା ପ୍ରତିକ୍ରିୟା ରଖିଛନ୍ତି। ଦିଲ୍ଲୀରୁ ଫେରିବା ପରେ ସେ ଏହି ଘଟଣା ସମ୍ପର୍କରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଏହି ଘଟଣାର ତଦନ୍ତ ଆରମ୍ଭ ହୋଇ ସାରିଛି ଏବଂ ରିପୋର୍ଟ ଆସିବା ପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଘଟଣା ଅତ୍ୟନ୍ତ ଗୁରୁତର ଏବଂ ଏହାର ସମସ୍ତ ଦିଗକୁ ନିଷ୍ଠାର ସହ ତଦନ୍ତ କରାଯିବ। ଯେଉଁମାନେ ଏଥିରେ ସମ୍ପୃକ୍ତ ଅଛନ୍ତି, ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ। ଏମ୍ସ ଯାଉଛି ଏବଂ ସ୍ଥିତି ଅନୁଧ୍ୟାନ କରିବି । କେଉଁ ପରିସ୍ଥିତିରେ ଏ ଘଟଣା ଘଟିଲା ତଦନ୍ତ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କମିଟି ଗଢ଼ା ଯାଇଛି । ରିପୋର୍ଟ ଆସିଲେ କାର୍ଯ୍ୟାନୁଷ୍ଠାନ ହେବ । ଭବିଷ୍ୟତରେ ଏଭଳି ଘଟଣାର ପୁନରାବୃତ୍ତି ନ ହେବ ସେଥିପାଇଁ ସରକାର ଯତ୍ନବାନ ହେଉଛନ୍ତି । କଲେଜ ଏବଂ ବୈଷୟିକ ଶିକ୍ଷାନୁଷ୍ଠାନଗୁଡିକରେ ରାଗିଙ୍ଗ, ଯୌନ ନିର୍ଯାତନା ନ ଘଟିବ ସେ ନେଇ ଆଗୁଆ ପଦକ୍ଷେପ ନେବାକୁ ସରକାର ନିଷ୍ପତି ନେଉଛନ୍ତି ।

ଏଫଏମ କଲେଜ ଘଟଣା: ରାଗିଗଲେ ସୋଫିଆ, କହିଦେଲେ ବଡ଼କଥା


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri