FM କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା: ଉଚ୍ଚଶିକ୍ଷାମନ୍ତ୍ରୀ କହିଲେ ତଦନ୍ତ ପରେ କଡ଼ା ପଦକ୍ଷେପ

ଭୁବନେଶ୍ୱର,୧୩ା୭: ବାଲେଶ୍ୱର ଫକୀର ମୋହନ(FM) କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରତିକ୍ରିୟା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ୩ ଜଣିଆ ଉଚ୍ଚସ୍ତରୀୟ ତଦନ୍ତ ଟିମ୍‌ ବାଲେଶ୍ବର ଯାଇଛନ୍ତି। ତଦନ୍ତ ରିପୋର୍ଟ ଆସିଲେ କଡ଼ା ଆକ୍ସନ ନିଆଯିବ। ଉକ୍ତ ଘଟଣାରେ କଠୋର ପଦକ୍ଷେପ ନେବାରେ କେବେ ଅବହେଳା କରାଯିବ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି।

ଏଥିସହିତ ପୀଡ଼ିତା ଛାତ୍ରୀଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ଭେଟିବେ ବୋଲି ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। AIIMS ଯାଇ ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝି ପୀଡ଼ିତାଙ୍କ ପରିବାର ଲୋକଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ…

ଭୁବନେଶ୍ୱର,୮।୧୨: ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା। ପୂର୍ବତନ ବିଧାୟକଙ୍କର ପେନସନ ମଧ୍ୟ ବୃଦ୍ଧି ହେବ। ବିଧାୟକ, ମନ୍ତ୍ରୀ, ଉପବାଚସ୍ପତି ଓ ପୂର୍ବ ବିଧାୟକଙ୍କ ଦରମା,...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri