Posted inଜାତୀୟ

କରୋନା କ୍ଷତିଗ୍ରସ୍ତ ପାଇଁ ପ୍ୟାକେଜ୍‌ ଘୋଷଣା କଲେ ସରକାର

ନୂଆଦିଲ୍ଲୀ,୨୮।୬: କରୋନା ମହାମାରୀ ପ୍ରଭାବିତ ଅର୍ଥବ୍ୟବସ୍ଥାରେ ନୂଆ ଆଶା ଦେବା ପାଇଁ ମୋଦି ସରକାର ସୋମବାର ଆଉ ଏକ ରିଲିଫ୍‌ ପ୍ୟାକେଜ୍‌ ଘୋଷଣା କରିଛନ୍ତି। ମହାମାରୀ ଦ୍ୱାରା ପ୍ରଭାବିତ ସେକ୍ଟରଗୁଡିକ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସିଥାରମନ୍‌ ୧.୧ ଲକ୍ଷ କୋଟି ଏକ ପ୍ୟାକେଜ ଘୋଷଣା କରିଛନ୍ତି। ଏହି ପ୍ୟାକେଜ୍‌ ଅନ୍ତର୍ଗତ ସ୍ବାସ୍ଥ୍ୟ କ୍ଷେତ୍ରକୁ ୫୦ ହଜାର କୋଟି ଟଙ୍କା ଦିଆଯାଇଛି। ଏହି ରାଶି ନନ୍‌ ମେଟ୍ରୋ ମେଡିକାଲ୍‌ ଇନଫ୍ରା ଉପରେ ଖର୍ଚ୍ଚ ହେବ।

ପ୍ୟାକେଜ୍‌ର ବିଶେଷ ଅଂଶ
ମାର୍ଚ୍ଚ ୩୧, ୨୦୨୨ ପର୍ଯ୍ୟନ୍ତ ମାଗଣା ଟୁରିଷ୍ଟ ଭିସା ଦିଆଯିବ, ଯେଉଁଥିରେ ପ୍ରଥମ ୫ ଲକ୍ଷ ପର୍ଯ୍ୟଟକଙ୍କୁ ଭିସା ଦେୟ ଦେବାକୁ ପଡ଼ିବ ନାହିଁ
ଅନ୍ୟାନ୍ୟ କ୍ଷେତ୍ର ପାଇଁ ୬୦ ହଜାର କୋଟି ପ୍ୟାକେଜ
୧୧ ହଜାର ଟୁରିଷ୍ଟ ଗାଇଡର ସହାୟତା ଦିଆଯିବ
ଅଳ୍ପ ଋଣ ନେଇଥିବା ବ୍ୟକ୍ତିମାନେ ଆରାମ ପାଇବେ
ଟୁର୍‌ ଏଜେନ୍ସିଗୁଡିକ ୧୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପାଇବେ
ଚାଷୀଙ୍କୁ ୫୦ ହଜାର କୋଟି ଟଙ୍କା ପ୍ରଦାନ କରାଯାଇଛି
ଆତ୍ମନିର୍ଭରଶୀଳ ଭାରତ ଯୋଜନାର ଅବଧି ୩୧ ମାର୍ଚ୍ଚ ୨୦୨୨ ପର୍ଯ୍ୟନ୍ତ ବୃଦ୍ଧି ପାଇଲା
ଏକ ଲକ୍ଷ ଏକ ହଜାର କୋଟି ଟଙ୍କା କ୍ରେଡିଟ ଗ୍ୟାରେଣ୍ଟି ଯୋଜନା ଘୋଷଣା କରାଯାଇଛି
ସାର ଉପରେ ଅତିରିକ୍ତ ସବସିଡି ଦିଆଯିବ
୨୫ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ୧.୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପାଇବେ


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri