FM ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀ,ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି

କୋଟପାଡ଼,୧୭ା୭(ରାଜଶେଖର): କୋଟପାଡ଼ କଂଗ୍ରସ କମିଟି ଛତିଶଗଡ଼ ଓଡ଼ିଶା ଜାତୀୟ ରାଜପଥ ୬୩ ଫାଟକ ନିକଟରେ ପ୍ରତିବାଦ, ଶତାଧିକ ଭାରୀଯାନ ରାସ୍ତା ଦୁଇ ପାର୍ଶ୍ୱରେ ଅଟକିଛି l ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତିକୁ ନେଇ ଦୋଷୀଙ୍କୁ କଠୋର ଦଣ୍ଡ ଦେବା ସହ ରାଜ୍ୟ ସରକାରଙ୍କ ଅପାରଗତ ପଦକ୍ଷେପ ଯୋଗୁ ଏଭଳି ପରିସ୍ଥିତି, ରାଜ୍ୟରେ ଆଇନଶୃଙ୍ଖଳା, ଓ ନାରୀ ନିର୍ଯାତନା ଦିନକୁ ଦିନ ବଢ଼ିଚାଲିଛି।

ଏଥିନିମନ୍ତେ ଶିକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ତୁରନ୍ତ ଇସ୍ତଫା ଦେବା ପାଇଁ ଓଡ଼ିଶା ଜାତୀୟ କଂଗ୍ରେସ ଡାକରା କ୍ରମେ ଆଜି ଓଡିଶା ବନ୍ଦ କାର୍ଯ୍ୟକ୍ରମରେ କୋଟପାଡ଼ କଂଗ୍ରେସ ପୂର୍ଣ୍ଣ ସହଯୋଗ କରିଥିବାରୁ ଗୁରୁବାର ସକାଳ ୭ରୁ ସନ୍ଧ୍ୟା ୭ପର୍ଯ୍ୟନ୍ତ ଜାତୀୟ ରାଜପଥ ଅଭରୋଧ କରାଯାଇଛି। ଏଥିରେ କୋଟପାଡ଼ କଂଗ୍ରେସ ଦଳର ପିସିସି ସଦସ୍ୟ ମଣି ପଟ୍ଟନାୟକ, ମନୋହର ବିଷୋୟୀ, ଶଙ୍କର ପଣ୍ଡା, ଅନାମୁ ଦିଆନ, ପ୍ରକାଶ ମହାନ୍ତି, ମୁନ୍ନା ଖାନ, ଏନ୍‌ଇସି ଅଧ୍ୟକ୍ଷ ଏମ୍‌ ଶଙ୍କର ରାଓ ଏବଂ ଶତାଧିକ କଂଗ୍ରେସ କର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

କ୍ରିକେଟ ଖେଳୁଥିବା ବେଳେ ଯୁବକଙ୍କ ଉପରେ ହେଲା ବଜ୍ରପାତ: ଟଳିପଡ଼ିଲେ…

ମୋହନା,୧୬।୫(ମନ୍ମଥ ମିଶ୍ର ):  ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଘମାରି ପଞ୍ଚାୟତ ଶୁଲୁବା ଗାଁ ରେ ଅଘଟଣ ଘଟିଛି।  ଗାଁ ନିକଟସ୍ଥ ଏକ ପଡିଆରେ ବୟନ୍ତ…

ସନ୍ତରଣରେ ପ୍ରତିଭା ଦେଖାଇଲେ ଛାତ୍ରୀଛାତ୍ର

ରାଉରକେଲା,୧୫।୫(ବିପ୍ଳବ ରଞ୍ଜନ ଦାଶ): ନବଗଠିତ ଜିଲା ସୁଇମିଂ ଆସୋସିଏଶନ ପକ୍ଷରୁ ବିର୍ସାମୁଣ୍ଡା ଆଥଲେଟିକ ସୁଇମିଂ ପୁଲ୍‌ରେ ଜିଲାସ୍ତରୀୟ ସନ୍ତରଣ ପ୍ରତିଯୋଗିତା ସଫଳତାର ସହ ଆୟୋଜିତ ହୋଇଯାଇଛି। ବିଭିନ୍ନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri