ଆହୁରି ୫ଦିନ କୁହୁଡ଼ି

ଭୁବନେଶ୍ୱର,୩।୨(ବନ୍ଦନା ସେଠୀ)- ରାଜ୍ୟରେ ଶୀତ ପ୍ରକୋପ ସାମାନ୍ୟ ହ୍ରାସ ପାଇଥିଲେ ହେଁ କୁହୁଡ଼ିର ମାତ୍ରା ଅଧିକ ରହୁଛି। ପ୍ରବଳ କୁହୁଡ଼ି କାରଣରୁ ସକାଳୁ ରାସ୍ତାଘାଟ ଠିକ୍‌ ଭାବେ ଦେଖାଯାଉନାହିଁ। ଗାଡ଼ି ମୋଟର ଯାତାୟାତ ମଧ୍ୟ ବାଧାପ୍ରାପ୍ତ ହେଉଛି। ତେବେ ଏଭଳି ସ୍ଥିତି ଆହୁରି ୫ଦିନ ପର୍ଯ୍ୟନ୍ତ ଲାଗିରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ବୁଧବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, କଟକ, ଖୋର୍ଦ୍ଧା ଏବଂ ସୁନ୍ଦରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଦେଖାଦେବ। ସେହିପରି ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ ସର୍ବନିମ୍ନ ରାତି ତାପମାତ୍ରାରେ ସେଭଳି କିଛି ବଡ଼ ପରିବର୍ତ୍ତନ ହେବ ନାହିଁ। ମାତ୍ର ଏହାପରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ସମ୍ବଲପୁରରେ ସର୍ବାଧିକ ୩୧.୭ ଡିଗ୍ରୀ ରହିଥିବା ଜଣାପଡିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

ବ୍ଲଡ୍‌ ବ୍ୟାଙ୍କ ବନ୍ଦ ଯୋଗୁ ଶିଶୁଙ୍କୁ ମିଳିଲାନି ରକ୍ତ, ହସ୍ପିଟାଲରେ ଚାଲିଗଲା ଜୀବନ

ଧର୍ମଗଡ଼,୨୦।୬(ଘାସିରାମ ଜଗତ): କଳାହାଣ୍ଡି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ରକ୍ତ ନ ମିଳିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ପରିବାର…

ଭାଲୁକୁ ପିଟି ପିଟି ହତ୍ୟା, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୦ା୬(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମାଥିଲି ବନାଞ୍ଚଳ ଅଧୀନ ଢାଇଗୁଡା ଗ୍ରାମ ନିକଟରେ ଭାଲୁକୁ ଆକ୍ରମଣ କରିଥିବା ୫ ଅଭିଯୁକ୍ତଙ୍କୁ ବନ ବିଭାଗ ପକ୍ଷରୁ ଗିରଫ କରାଯାଇଛି।…

ଠିକା କାମକୁ କେନ୍ଦ୍ର କରି ମାଡ଼ପିଟ, ଭାଜପା କର୍ମୀ ଗଲେ ଜେଲ

ରିଷିଡା, ୨୦।୬ (ସୁଶାନ୍ତ ମଲ୍ଲିକ): ଏକ ଠିକା କାମକୁ କେନ୍ଦ୍ର କରି ହୋଇଥିବା ଗଣ୍ଡଗୋଳ ଓ ମାଡ଼ପିଟ ଘଟଣାରେ ଜଣେ ଭାଜପା କର୍ମୀ ଜେଲ ଯିବା ଘଟଣା…

ରେଞ୍ଜ ଅଫିସରଙ୍କ ବଦଳି ବାତିଲ ଦାବିରେ ଗ୍ରାମବାସୀଙ୍କ ଧାରଣା

ରାଜନଗର,୨୦ା୬(ଭାସ୍କର ରାଉତରାୟ): ଭିତରକନିକା ଜାତୀୟ ଉଦ୍ୟାନ ଦାୟିତ୍ୱରେ ଥିବା ରେଞ୍ଜ ଅଧିକାରୀ ମାନସ ଦାସଙ୍କ କଟକ ଡିଭିଜନକୁ ବଦଳି ହୋଇଛି। ଆସନ୍ତା ୧ ତାରିଖରେ ସେ ନୂତନ…

ହଠାତ୍ ହେଲା ବଜ୍ରପାତ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଛେଳି

ଭଞ୍ଜନଗର,୨୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାତାରସିଂ ଥାନା ଅନ୍ତର୍ଗତ କୁଟୁଣୀକୁମ୍ପା ଗ୍ରାମ ନିକଟରେ ଶନିବାର ଅପରାହ୍ନରେ ବଜ୍ରପାତ ମାରିବାରୁ ୧୭ଟି ଛେଳି ମୃତ୍ୟୁବରଣ କରିଛି। କ୍ଷତିଗ୍ରସ୍ତ ଚାଷୀମାନେ ଗରିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri