କୁହୁଡି ସାଜିଛି ବାଧକ: ଗାଡି ମୋଟର ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡି,୨୪।୧୧(ଅରୁଣ ସାହୁ): ଗୋଟିଏ ପଟେ ଲଘୁଚାପର ପ୍ରଭାବରେ ପ୍ରଭାବିତ ହୋଇ ଶୀତ ଲୁଚକାଳି ଖେଳୁଥିବାବେଳେ ଏହାର ପ୍ରଭାବ କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଦେଖିବାକୁ ମିଳିଛି। ଗତ ୨ ଦିନ ହେଲା ଅଞ୍ଚଳରେ ସକାଳୁଆ ଶୀତ କୁହୁଡିର ପ୍ରଭାବରେ ହେଉଥିବା କୁହାଯାଉଛି। ଘନ କୁହୁଡି ଯୋଗୁ ଗାଡି ମୋଟର ଯାତାୟତରେ ସମସ୍ୟା ଦେଖାଯାଇଛି। ପ୍ରାୟ ୧୦ ମିଟର ଆଗକୁ ଦୃଶ୍ୟ ହେବା ସମ୍ଭବ ହେଉ ନ ଥିବା ଜଣାପଡିଛି। କୁହୁଡି ଯୋଗୁ ଶୀତ ଦ୍ବିଗୁଣିତ ହୋଇଛି। ଝିପି ଝିପି ବର୍ଷା ଭଳି କୁହୁଡି ଯୋଗୁ ଯାତାୟାତବେଳେ ବାଇକ ଆରୋହୀ ସମ୍ପୂର୍ଣ୍ଣ ଓଦା ହେଉଥିବା କହିଛନ୍ତି। ତେବେ ଲଘୁଚାପ ଯୋଗୁ ତାପମାତ୍ରା ଉପରମୁହାଁ ହୋଇ ରବିବାର ୧୫ ଡିଗ୍ରୀରେ ପହଞ୍ଚିଥିବାବେଳେ ସୋମବାର ସକାଳୁ ୨ ଡିଗ୍ରୀ ତାପମାତ୍ରା ହ୍ରାସ ପାଇ ୧୩ ଡିଗ୍ରୀ ରହିଥିବା ବ୍ଲକ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀଙ୍କ ସାମ୍ନାରେ ହାତ ଯୋଡ଼ିଲେ ସଲମାନ; ଗଣେଶ ଦର୍ଶନ ପରେ…

ମୁମ୍ବାଇ: ବଲିଉଡର ‘ଭାଇଜାନ’ ସଲମାନ ଖାନ ତାଙ୍କ ଅଭିନୟ ଏବଂ ଚଳଚ୍ଚିତ୍ର ପାଇଁ ବେଶ ଜଣାଶୁଣା, କିନ୍ତୁ ସମ୍ପ୍ରତି ସେ ନିଜର ସୋସିଆଲ ମିଡିଆ ପୋଷ୍ଟ ଏବଂ…

ରାସନ କାର୍ଡକୁ ନେଇ ଆସିଲା ବଡ଼ ଅପଡେଟ୍‌, ଏହି ଡକ୍ୟୁମେଣ୍ଟ ନ ଥିଲେ କଟିଯିବ…

ନୂଆଦିଲ୍‌ଲୀ,୧୮।୯: ଯଦି ଆପଣ ଏକ ନୂଆ ରାସନ କାର୍ଡ ତିଆରି କରିବାକୁ ଯାଉଛନ୍ତି କିମ୍ୱା ପୁରୁଣା କାର୍ଡରେ କୌଣସି ସଦସ୍ୟଙ୍କ ନାମ ଯୋଡ଼ିବା କିମ୍ୱା ହଟାଇବା ବିଷୟରେ…

ବୈଭବଙ୍କ ଭବିଷ୍ୟତ ଉପରେ ଗମ୍ଭୀରଙ୍କ ଚମକାଇଦେବା ବୟାନ, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ ଶେଷ ହୋଇଛି। ଭାରତୀୟ ଦଳ ୩-୦ରେ ସିରିଜ କ୍ଲିନ ସୁଇପ କରିଛି। ତେବେ ସିରିଜରେ ୧୫ ବର୍ଷୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ…

ମାସେ ଯାଏ ସାବଧାନ ରୁହନ୍ତୁ ୩ ରାଶି! ଶନି-ସୂର୍ଯ୍ୟ ଏକାସାଙ୍ଗରେ କରିବେ କଲବଲ, ପାଖରୁ ପଳାଇବ ସବୁ ଟଙ୍କା!

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ଅଧିପତି ଏବଂ ଶନିଙ୍କୁ କର୍ମ ଓ ନ୍ୟାୟର କାରକ ବୋଲି ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ସୂର୍ଯ୍ୟ ଓ ଶନିଙ୍କ…

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…

ବ୍ରାହ୍ମଣୀଗାଁରେ ‘ଏକ୍‌ ପେଡ୍‌ ମା କେ ନାମ୍‌’ କାର୍ଯ୍ୟକ୍ରମ, ୭୬ କିସମର ଚାରା ରୋପଣ କରି…

ବ୍ରାହ୍ମଣୀଗାଁ,୧୮ା୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀଗାଁ ବନାଞ୍ଚଳ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିବସ ଉପଲକ୍ଷେ ‘ଏକ ପେଡ୍‌ ମା ’ କେ ନାମ୍‌’…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?