୯ ଜିଲାରେ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):ଆସନ୍ତା ୩ ଦିନ ଯାଏ ରାଜ୍ୟରେ ପାଗ ଶୁଖିଲା ରହିବ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେତେକ ସ୍ଥାନରେ ପ୍ରବଳ କୁହୁଡ଼ି ହେବାର ସମ୍ଭାବନା ରହିଛି। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, ରାୟଗଡ଼ା,ନୟାଗଡ଼, କଟକ, ଜଗତ୍‌ସିଂହପୁର ଏବଂ ଅନୁଗୋଳ ଜିଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର କୁହୁଡ଼ି ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୯.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ଦାରିଙ୍ଗବାଡ଼ିରେ ୧୧, ବୌଦ୍ଧରେ ୧୫, କୋରାପୁଟରେ ୧୧.୬, ବଲାଙ୍ଗୀରରେ ୧୪.୩, ତାଳଚେରରେ ୧୪, ସୁନ୍ଦରଗଡ଼ରେ ୧୧, ଝାରସୁଗୁଡ଼ାରେ ୧୨.୬, ଅନୁଗୋଳରେ ତାପମାତ୍ରା ୧୩.୬ ଡିଗ୍ରୀ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହା ଖୋଜୁଛନ୍ତି ବନ୍ୟା ବିପନ୍ନ

ଭୁବନେଶ୍ୱର,୧ା୮ (ରବିନାରାୟଣ ଜେନା): ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ବଡ଼ ବିପର୍ଯ୍ୟୟ ସୃଷ୍ଟି କରିଛି। ଉତ୍ତରରୁ ପଶ୍ଚିମ ଏବଂ ଉପକୂଳ ଓଡ଼ିଶାରେ ବନ୍ୟା ଯୋଗୁ ୭ଲକ୍ଷରୁ ଊର୍ଦ୍ଧ୍ୱ…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

କାନପୁର ପ୍ରକଳ୍ପର କପର ଡ୍ୟାମ୍‌ ଭାଙ୍ଗିଲା: ତଳିଆ ଅଞ୍ଚଳକୁ ସତର୍କ ସୂଚନା

ଯୋଡ଼ା/ ଚମ୍ପୁଆ, ୧ା୮(ମାନସ ମହାନ୍ତି/ମହେଶ୍ୱର ଦାସ): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ରେ ନିର୍ମାଣାଧୀନ କାନପୁର ପ୍ରକଳ୍ପର ଅସ୍ଥାୟୀ ମାଟିବନ୍ଧ ବା କପର ଡ୍ୟାମ୍‌ଟି ଲଗାଣ ବର୍ଷା ଫଳରେ…

ପିଏମ ମୋଦିଙ୍କ ନୂଆ ଭିଡିଓ ବାର୍ତ୍ତା: କହିଲେ-ମୋତେ ଗାଳି ଦେଇଥିବା ପିଲାମାନଙ୍କୁ…

ନୂଆଦିଲ୍ଲୀ,୧।୮: ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ଅନେକ ପିଲା ଅଶ୍ଳୀଳ ଭାଷା ପ୍ରୟୋଗ କରିଥିଲେ, ଯେଉଁଥିପାଇଁ ସେମାନେ ଭାଜପା ସମର୍ଥକଙ୍କ ଟାର୍ଗେଟକୁ…

୫ ଯାଏ ବର୍ଷା, ନଦୀ ଜଳସ୍ତର ଆହୁରି ବଢ଼ିବ

ଭୁବନେଶ୍ୱର, ୧ା୮(ବନ୍ଦନା ସେଠୀ): ଗଭୀର ଅବପାତ ଦୁଇଦିନ ହେବ ଛତିଶଗଡ଼ ଉପରେ ଗତି କରୁଛି। ଏହା ଶୁକ୍ରବାର ସୁଦ୍ଧା ପଶ୍ଚିମ ଦିଗକୁ ଅଗ୍ରସର ହୋଇ କ୍ରମଶଃ ଦୁର୍ବଳ…

ଭୀଷ୍ମଗିରି ଉଚ୍ଚ ବିଦ୍ୟାଳୟରେ ପାଚିକା ସହାୟିକାମାନଙ୍କୁ ରୋଷେଇ ସମୟରେ ସୁରକ୍ଷା

ଦିଗପହଣ୍ଡି,୩୧|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ସ୍ଥିତ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ କାର୍ଯ୍ଯରତ ପାଚିକା…

ଦୁର୍ଗମ ଗାଁରେ ଉପଜିଲାପାଳଙ୍କ ଗସ୍ତ, ଆଦିବାସୀଙ୍କ ସମସ୍ୟା ଶୁଣିଲେ

ବଞ୍ଚୋ, ୩୧ ଜୁଲାଇ (ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ପନସଡ଼ିହା ପଞ୍ଚାୟତର ଅତି ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ଗ୍ରାମଗୁଡ଼ିକୁ ଉପଜିଲାପାଳ ନୀଳମାଧବ ସୁନା, ବିଡିଓ…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri